Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ନେତାଙ୍କୁ ଡରାଉଛି କଳାପତାକା:ଇଟାମାଟି ଥାନାରେ ଅଟକ ମନୋଜ ସାହୁ

Published December 24, 2025 ସ୍ୱତନ୍ତ୍ର ଖବର
SHARE

ନୟାଗଡ଼, (ଓଡ଼ିଶା ଲେଖା): ଶାସକ ଦଳର ନେତାଙ୍କୁ ଡରାଉଛି କଳାପତାକା । ଯାହାଫଳରେ ଧମକ ଦେଇଥିବା ନେତାଙ୍କୁ ଟାର୍ଗେଟ କରି ପୋଲିସ ଆଗୁଆ ଥାନାକୁ ଟେକି ନେଇଛି । ଧମକ ଦେଇଥିବା ନେତାଙ୍କୁ ପୋଲିସ ଥାନାରେ ଅଟକ ରଖିବା ଘଟଣା, ଶାସକ ଦଳର ନେତା ନେତ୍ରୀଙ୍କ ମନରେ ଭୟ ସୃଷ୍ଟି କରିପାରିଥିବା ନେଇ ସ୍ପଷ୍ଟ ହୋଇଛି । ହଁ ଆଜ୍ଞା ଆମେ ମେଡ଼ିକାଲ କଲେଜକୁ ନେଇ ନୟାଗଡ ଜିଲ୍ଲାରେ ନିଆଁ ଲାଗିଥିବା ବେଳେ ଜିଲ୍ଲା ମହୋତ୍ସବ ଆଜି ଠାରୁ ଆରମ୍ଭ ହେବାକୁ ଯାଉଛି । ଶାସକ ଦଳ ଓ ବିରୋଧୀ ଦଳର ନେତା ମାନଙ୍କୁ ଜିଲ୍ଲା ମହୋତ୍ସବକୁ ଅତିଥି ଭାବେ ନିମନ୍ତ୍ରଣ କରାଯାଇଛି । ଏହାକୁ ନେଇ ବରିଷ୍ଠ ନେତା ମନୋଜ କୁମାର ସାହୁ ନୟାଗଡ଼ ସଦର ମହକୁମାରେ ମେଡିକାଲ କଲେଜ କରାନଗଲେ ଶାସକ ଦଳର ନେତାଙ୍କୁ କଳାପତାକା ଦେଖାଇ ବିରୋଧ କରାଯିବ ବୋଲି ଚେତାବନୀ ଦେଇଥିଲେ । ଏହାକୁ ଦୃଷ୍ଟିରେ ରଖି ଜିଲ୍ଲା ମହୋତ୍ସବକୁ ଶାନ୍ତି ଶୃଙ୍ଖଳାର ସହ ଶୁଭାରମ୍ଭ ଲକ୍ଷ ନେଇ, ଉଦଘାଟନ ପୂର୍ବରୁ ଚେତାବନୀ ଓ ଧମକ ଦେଇଥିବା ନେତା ମନୋଜ ସାହୁଙ୍କୁ ଇଟାମାଟି ପୋଲିସ ଉଠାଇ ନେଇ ଥାନାରେ ଅଟକ ରଖିଥିବା ବିଶେଷ ସୂତ୍ରରୁ ଜଣାପଡିଛି । ଏହାକୁ ନେଇ ବୁଦ୍ଧିଜିବୀ ଓ ବିଭିନ୍ନ ସଙ୍ଗଠନ ପକ୍ଷରୁ ଦୃଢ଼ ନିନ୍ଦା କରାଯାଇଛି ।

Preloader Image
IMG-20260815-WA0003
IMG-20260108-WA0001
Odisha Lekha December 24, 2025 December 24, 2025
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ଛାତ୍ର ସଂସଦ ନିର୍ବାଚନ ହିଂସା:ଗୁରୁତର ଆହତ କଂଗ୍ରେସ କର୍ମୀ ପ୍ରହଲ୍ଲାଦଙ୍କୁ ଭେଟିଲେ ଅରୁଣ ସାହୁ
ଜିଲ୍ଲା ଖବର
ନୟାଗଡ଼ କଲେଜରେ ନବନିର୍ବାଚିତ ଛାତ୍ର ପ୍ରତିନିଧିଙ୍କ ଶପଥ ଗ୍ରହଣ ଉତ୍ସବ: ଛାତ୍ରଛାତ୍ରୀଙ୍କ ସମସ୍ୟା ସମାଧାନ ଓ ମହାବିଦ୍ୟାଳୟର ବିକାଶ ପାଇଁ ନେଲେ ଶପଥ
ଜିଲ୍ଲା ଖବର
କୃଷ୍ଣ ଗୌରାଙ୍ଗ ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ ପ୍ରସ୍ତୁତି ବୈଠକ ନୈରାଶ୍ୟଜନକ
ଆଞ୍ଚଳିକ ଖବର
ସଜାଗ ହେବେ ଦଳଡିଆଁ ନେତା ! ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଦେଲା ରାଜନୈତିକ ବାର୍ତ୍ତା,ପଞ୍ଚାୟତ ନିର୍ବାଚନ ପୂର୍ବରୁ ବଢ଼ିଲା ଚର୍ଚ୍ଚା
ସ୍ୱତନ୍ତ୍ର ଖବର

ଅଧିକ ପଢନ୍ତୁ

ସ୍ୱତନ୍ତ୍ର ଖବର

ସଜାଗ ହେବେ ଦଳଡିଆଁ ନେତା ! ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଦେଲା ରାଜନୈତିକ ବାର୍ତ୍ତା,ପଞ୍ଚାୟତ ନିର୍ବାଚନ ପୂର୍ବରୁ ବଢ଼ିଲା ଚର୍ଚ୍ଚା

Odisha Lekha October 16, 2026
ସ୍ୱତନ୍ତ୍ର ଖବର

ନୟାଗଡ଼ର ମାଟିରେ ସ୍ୱାଧୀନତା ସଂଗ୍ରାମର ଅମର ଗାଥା:ଅକ୍ଟୋବର ୧୦ରେ ସହିଦ ହୋଇଥିଲେ ଆଦିବାସୀ ନେତା କଷ୍ଟି ଡାକୁଆ

Odisha Lekha October 10, 2026
ସ୍ୱତନ୍ତ୍ର ଖବର

ସ୍ୱାଧୀନତାର ୮୦ ବର୍ଷ – ଆମେ କେଉଁଠି ?

Odisha Lekha October 4, 2026
ସ୍ୱତନ୍ତ୍ର ଖବର

ନୟାଗଡ଼ର ଦୁଇ ପୂର୍ବତନ ଏସ୍‌ପିଙ୍କ ଭିନ୍ନ ଅନ୍ଦାଜ:ଜଣଙ୍କ କଠୋର ଅପରାଧ ଦମନ, ଆଉ ଜଣଙ୍କ ଲୋକସମ୍ପର୍କ ଓ ମାନବିକତା

Odisha Lekha October 1, 2026
ସ୍ୱତନ୍ତ୍ର ଖବର

ପାର୍ବଣ ଋତୁରେ ‘ଓଡ଼ିଶା ଲେଖା’ର ପୂଜା ଧମାକା :ଆସୁଛି ଲକି ଡ୍ର କୂପନ:୩୦ ଜଣ ଭାଗ୍ୟଶାଳୀ ବିଜେତାଙ୍କୁ ମିଳିବ ଆକର୍ଷଣୀୟ ପୁରସ୍କାର

Odisha Lekha September 25, 2026
ସ୍ୱତନ୍ତ୍ର ଖବର

ସମ୍ପାଦକୀୟ:ନୟାଗଡ଼ର ସୂର୍ଯ୍ୟୋଦୟ

Odisha Lekha September 16, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?