Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ଶ୍ରୀକ୍ଷେତ୍ର ସିଟି ଡିଏସପି ହେଲେ ରଶ୍ମିରଞ୍ଜନ

Published December 24, 2025 ସ୍ୱତନ୍ତ୍ର ଖବର
SHARE

ଓଡ଼ିଶା ଲେଖା ଅଫିସ୍: ଡିଏସପି ସ୍ତରରେ ଅଦଳବଦଳ କରିଛି ରାଜ୍ୟ ସରକାରଙ୍କ ଗୃହ ବିଭାଗ । କିଛି ମାସ ତଳେ ବରିଷ୍ଠ ଇନ୍ସପେକ୍ଟର ମାନଙ୍କୁ ଓପିଏସ ସ୍ତରକୁ ପଦୋନ୍ନତି ଦିଆଯାଇ ଅନ୍ୟତ୍ର ବଦଳି କରଯାଇଥିଲା । ତେବେ ପୁଣି ଥରେ ଗୃହ ବିଭାଗ ପକ୍ଷରୁ ଓପିଏସ ସ୍ତରରେ ଅଦଳବଦଳ କରାଯାଇଛି। ତେବେ କିଛି ମାସ ତଳେ ନୟାଗଡ଼ ଟାଉନ୍ ଥାନାରେ କାର୍ଯ୍ୟ କରି ଆସିଥିବା ରଶ୍ମୀରଂଜନ ମହାପାତ୍ରଙ୍କୁ ରାଉଲକେଲା ଏସଡିପିଓ ଭାବେ ବଦଳି କରାଯାଇଥିବା ବେଳେ ପୁଣି ଥରେ ଶ୍ରିଯୁକ୍ତ ମହାପାତ୍ରଙ୍କୁ ପୁରୀ ସିଟି ଡିଏସପି ଭାବେ ବଦଳି କରାଯାଇଛି । ବଦଳି ଖବର ପରେ ଶ୍ରୀଯୁକ୍ତ ମହାପାତ୍ରଙ୍କୁ ପୁରୀ ବାସୀଙ୍କ ପକ୍ଷରୁ ସୋସିଆଲ ମିଡ଼ିଆରେ ଶୁଭେଚ୍ଛାର ସୁଅ ଛୁଟିବାରେ ଲାଗିଛି ।

Preloader Image
IMG-20260815-WA0003
IMG-20260108-WA0001
Odisha Lekha December 24, 2025 December 24, 2025
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ବ୍ରହ୍ମପୁରରେ ଓଡ଼ିଶା ଡିଜିଟାଲ ମିଡ଼ିଆ ମହାସଂଘର କ୍ଲଷ୍ଟରସ୍ତରୀୟ ପ୍ରଶିକ୍ଷଣ ଶିବିର:ଡିଜିଟାଲ ମିଡ଼ିଆର ସୁଯୋଗ, ସମ୍ଭାବନା, ଆହ୍ୱାନ ଓ ଦାୟିତ୍ୱବୋଧ ଉପରେ ଆଲୋଚନା
ଜିଲ୍ଲା ଖବର
ନରସିଂହପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଡାକ୍ତର ଅଭାବ ଅଭିଯୋଗ;ଖୁବ୍‌ଶୀଘ୍ର ୪ ଜଣ ଡାକ୍ତରଙ୍କ ପଦବୀ ପୂରଣ ପାଇଁ ପ୍ରକ୍ରିୟା ଆରମ୍ଭ:ବିଧାୟକ
ଆଞ୍ଚଳିକ ଖବର ସ୍ବାସ୍ଥ୍ୟ
“ସହର ଆମର, ସମ୍ପତ୍ତି ଆମର;ସ୍ୱଚ୍ଛତା ଓ ସୁରକ୍ଷା ଦାୟିତ୍ୱ ମଧ୍ୟ ଆମର”:ଅରୁଣ
ଜିଲ୍ଲା ଖବର
ସମ୍ପାଦକୀୟ: ନୟାଗଡ଼ର ସବୁଜ ବନାନୀ, ସୁରକ୍ଷା ଆମର ଦାୟିତ୍ୱ
ସ୍ୱତନ୍ତ୍ର ଖବର

ଅଧିକ ପଢନ୍ତୁ

ସ୍ୱତନ୍ତ୍ର ଖବର

ସମ୍ପାଦକୀୟ: ନୟାଗଡ଼ର ସବୁଜ ବନାନୀ, ସୁରକ୍ଷା ଆମର ଦାୟିତ୍ୱ

Odisha Lekha August 31, 2026
ସ୍ୱତନ୍ତ୍ର ଖବର

ସମ୍ପାଦକୀୟ:ପ୍ରଥମ ବର୍ଷରେ ‘ଓଡ଼ିଶା ଲେଖା’

Odisha Lekha August 15, 2026
ସ୍ୱତନ୍ତ୍ର ଖବର

ମେଧାବୀ ଛାତ୍ରୀ ରଶ୍ମିତାଙ୍କୁ ପୁନଃ ରୋଟାରୀ କ୍ଲବର ସହାୟତା

Odisha Lekha August 7, 2026
ସ୍ୱତନ୍ତ୍ର ଖବର

ଅଗଷ୍ଟ ୫ରେ ଆସନ୍ତୁ:ସ୍ୱେଚ୍ଛାକୃତ ଭାବେ ରକ୍ତଦାନ କରନ୍ତୁ:ସାମ୍ବାଦିକ ଭବନ

Odisha Lekha August 2, 2026
ସ୍ୱତନ୍ତ୍ର ଖବର

ଓଡ଼ଗାଁ ବିଜ୍ଞାପିତ ଅଞ୍ଚଳ ପରିଷଦର ମାରାଥନ ଉଦଘାଟନ: ମାଡ଼ ଖାଇଲା ଓଡ଼ିଆ ଅସ୍ମିତା:ଜୋତା ପିନ୍ଧି ନଡ଼ିଆ ଭାଙ୍ଗିଲେ ସାଂସଦ

Odisha Lekha July 19, 2026
ସ୍ୱତନ୍ତ୍ର ଖବର

ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ‘ରଥପାଇଁ ଗଛଟିଏ’ କାର୍ଯ୍ୟକ୍ରମ:ଗଛ ଲଗାଇବା ପାଇଁ ସଂକଳ୍ପ ନେଲେ ଆଚାର୍ଯ୍ୟ ଆଚାର୍ଯ୍ୟା ଓ ଅଭିଭାବକ

Odisha Lekha July 15, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?