Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ନୟାଗଡ଼ ଜିଲ୍ଲା ମହୋତ୍ସବ ପଲିଶ୍ରୀ ମେଳା, କୃଷି ଓ ଯନ୍ତ୍ରପାତି ମେଳା ଓ ପୁସ୍ତକ ମେଳା-୨୦୨୫ ଉଦଘାଟିତ: ନୟାଗଡ଼ ମାଟି ସହ କଳା ସଂସ୍କୃତି ଐତିହ୍ୟ ପରି ପୁରକ ଭାବେ ଜଡ଼ିତ:ମନ୍ତ୍ରୀ

Published December 25, 2025 ମନୋରଞ୍ଜନ ସ୍ୱତନ୍ତ୍ର ଖବର
SHARE

ନୟାଗଡ଼, (ଓଡ଼ିଶା ଲେଖା): ନୟାଗଡ଼ ଜିଲ୍ଲା ମହୋତ୍ସବ ପଲ୍ଲୀଶ୍ରୀ ମେଳା, କୃଷି ଓ ଯନ୍ତ୍ରପାତି ମେଳା ଓ ପୁସ୍ତକ ମେଳା-୨୦୨୫ ଉଦଘାଟିତ ହୋଇଯାଇଛି । ଜିଲ୍ଲା ମହୋତ୍ସବର ଉଦଘାଟନି ସଭା ବହୁ ବିଳମ୍ବରେ ଆରମ୍ଭ ହୋଇଥିଲା । ନୟାଗଡ଼ ଜିଲ୍ଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲଙ୍କ ସଭାପତିତ୍ବ ଆୟୋଜିତ କାର୍ଯ୍ୟକ୍ରମରେ ଓଡ଼ିଶା ବିଧାନସଭାର ବାଚସ୍ପତି ସୁରମା ପାଢୀ ଉଦଘାଟକ ଭାବେ ଯୋଗ ଦେଇ ଜିଲ୍ଲା ମହୋତ୍ସବର ପ୍ରଥମ ସଂଧ୍ୟାକୁ ଉଦଘାଟନ କରିଥିବା ବେଳେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ ।

ତତ୍ ସହିତ ପୁରୀ ଲୋକସଭା ସାଂସଦ ଡ଼ ସମ୍ବିତ ପାତ୍ର, କନ୍ଧମାଳ ସାଂସଦ ସୁକାନ୍ତ ପାଣିଗ୍ରାହୀ, ନୟାଗଡ଼ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ଡ଼ ଅରୁଣ କୁମାର ସାହୁ, ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା, ଖଣ୍ଡପଡା ବିଧାୟକ ଦୁଷ୍ମନ୍ତ କୁମାର ସ୍ଵାଇଁ, ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇ ଦେବାଶିଷ ପଟ୍ଟନାୟକ ଓ ନୟାଗଡ଼ ଆରକ୍ଷୀ ଅଧିକ୍ଷକ ଏସ ସୁଶ୍ରୀ ମଞ୍ଚାସିନ ହୋଇଥିବା ବେଳେ କବି ଗୋପୀନାଥ ସେଠୀ ଓ ସାମ୍ବାଦିକ ଜୟେନ୍ଦ୍ର ବେହେରା ମଞ୍ଚ ସଂଯୋଜନା କରିଥିଲେ ।

ବହୁ ବିଳମ୍ବର ମହୋତ୍ସବ ପ୍ରଥମ ସଂଧ୍ୟା ଉଦଘାଟନ ହେବାକୁ ନେଇ ସାଂସ୍କୃତିକ କାର୍ଯ୍ୟକ୍ରମ ମଧ୍ୟ ରାତି ୧୦ଟା ପରେ ଆରମ୍ଭ ହୋଇଥିଲା । ଯାହାକୁ ନେଇ ସାଂସ୍କୃତିକ ପ୍ରେମୀ ମାନେ ନିରାଶ ହୋଇଥିଲେ । ଏବଂ ପଲିଟିକାଲ ସର୍କଶର ଟିମ ଦ୍ଵାରା ଜ୍ଞାନ ହୋତା, ବିଭୁ ମିଶ୍ର, ରବିନ୍ଦ ରାଉତ, ଡ଼ କୁଳାଙ୍ଗାର, ସତ୍ୟାନାଶ, ଗିରିଶ ରଞ୍ଜନ ସାହୁଙ୍କୁ ନେଇ ବ୍ୟଙ୍ଗ କବିର ଆସର ଜମିଥିଲା ଓ ନୃତ୍ୟ ନିପୁଣା ତରଫରୁ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା ।

Preloader Image
IMG-20260815-WA0003
IMG-20260108-WA0001
Odisha Lekha December 25, 2025 December 25, 2025
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ଆଉ କିଛି ସମୟ ପରେ ଆରମ୍ଭ ହେବ ଛାତ୍ର ସଂସଦ ନିର୍ବାଚନର ମତଦାନ:ଅପରାହ୍ନରେ ପ୍ରକାଶ ପାଇବ ଫଳାଫଳ, ନୟାଗଡ଼ କଲେଜରେ ୨୧୦୦ ଛାତ୍ରଛାତ୍ରୀ ଦେବେ ଭୋଟ
ଜିଲ୍ଲା ଖବର
ସରିଲା ପ୍ରଚାର, ଅନ୍ଧାରି ବିଜେ ବେଳେ ହାତାହାତି! ଘଣ୍ଟାଏ ଧରି ଅଟକ ରହିଲେ ବ୍ଲକ ଅଧ୍ୟକ୍ଷ ଓ ତାଙ୍କ ପତ୍ନୀ, ଥାନାର ଦ୍ୱାରସ୍ଥ ହେଲେ କିଶୋର ସାହୁ
ଜିଲ୍ଲା ଖବର
ନୟାଗଡ଼ ଜିଲ୍ଲା ଯୋଜନା କମିଟିର ପ୍ରଥମ ବୈଠକ:୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ୧,୮୧,୪୬୭ କୋଟି ଟଙ୍କାର ବଜେଟ୍
ଜିଲ୍ଲା ଖବର
ମହିଳା ସ୍ୱୟଂ ସହାୟକ ଗୋଷ୍ଠୀର ଋଣ ଉଠାଣକୁ ନେଇ ବିବାଦ:୧୩ ଲକ୍ଷ ୩୦ ହଜାର ବଦଳରେ ପାସ୍‌ବୁକ୍‌ରେ ୧୩ ଲକ୍ଷ ୩୯ ହଜାର ଟଙ୍କା ଉଲ୍ଲେଖ ଅଭିଯୋଗ; ୯ ହଜାର ଟଙ୍କାକୁ ନେଇ ଉଠିଲା ପ୍ରଶ୍ନ
ଜିଲ୍ଲା ଖବର

ଅଧିକ ପଢନ୍ତୁ

ସ୍ୱତନ୍ତ୍ର ଖବର

ନୟାଗଡ଼ର ମାଟିରେ ସ୍ୱାଧୀନତା ସଂଗ୍ରାମର ଅମର ଗାଥା:ଅକ୍ଟୋବର ୧୦ରେ ସହିଦ ହୋଇଥିଲେ ଆଦିବାସୀ ନେତା କଷ୍ଟି ଡାକୁଆ

Odisha Lekha October 10, 2026
ସ୍ୱତନ୍ତ୍ର ଖବର

ସ୍ୱାଧୀନତାର ୮୦ ବର୍ଷ – ଆମେ କେଉଁଠି ?

Odisha Lekha October 4, 2026
ସ୍ୱତନ୍ତ୍ର ଖବର

ନୟାଗଡ଼ର ଦୁଇ ପୂର୍ବତନ ଏସ୍‌ପିଙ୍କ ଭିନ୍ନ ଅନ୍ଦାଜ:ଜଣଙ୍କ କଠୋର ଅପରାଧ ଦମନ, ଆଉ ଜଣଙ୍କ ଲୋକସମ୍ପର୍କ ଓ ମାନବିକତା

Odisha Lekha October 1, 2026
ସ୍ୱତନ୍ତ୍ର ଖବର

ପାର୍ବଣ ଋତୁରେ ‘ଓଡ଼ିଶା ଲେଖା’ର ପୂଜା ଧମାକା :ଆସୁଛି ଲକି ଡ୍ର କୂପନ:୩୦ ଜଣ ଭାଗ୍ୟଶାଳୀ ବିଜେତାଙ୍କୁ ମିଳିବ ଆକର୍ଷଣୀୟ ପୁରସ୍କାର

Odisha Lekha September 25, 2026
ସ୍ୱତନ୍ତ୍ର ଖବର

ସମ୍ପାଦକୀୟ:ନୟାଗଡ଼ର ସୂର୍ଯ୍ୟୋଦୟ

Odisha Lekha September 16, 2026
ସ୍ୱତନ୍ତ୍ର ଖବର

ସମ୍ପାଦକୀୟ:ଏକ ଅପୂରଣୀୟ ଶୂନ୍ୟତା

Odisha Lekha September 13, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?