Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • Home
  • Contact Us
  • About Us
© 2025 -Odisha Lekha. All Rights Reserved.

ନୟାଗଡ଼ ଜିଲ୍ଲା ମହୋତ୍ସବ ଉଦଯାପନୀ;ବିଜୁଙ୍କ ଗାଥା ଗାଇଲେ ବାଚସ୍ପତି ସୁରମା ପାଢ଼ୀ:ଦର୍ଶକଙ୍କୁ ବିମୋହିତ କଲା ପାଇକ ଆଖଡ଼ା:ଦର୍ଶକ ଓ ପ୍ରଶାସନ ଅଧିକାରୀଙ୍କୁ ନଚାଇଲେ ରୁକୁସୁନା

Published December 29, 2025 ସ୍ୱତନ୍ତ୍ର ଖବର
SHARE

ନୟାଗଡ଼, (ଓଡ଼ିଶା ଲେଖା): ନୟାଗଡ଼ ଜିଲ୍ଲା ମହୋତ୍ସବ ଉଦଯାପିତ ହୋଇଯାଇଛି। ଶେଷ ସନ୍ଧ୍ୟାରେ ମୁଖ୍ୟ ଅତିଥି ଭାବେ ଓଡ଼ିଶା ବିଧାନସଭା ବାଚସ୍ପତି ତଥା ରଣପୁର ବିଧାୟିକା ସୁରମା ପାଢ଼ୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ନୟାଗଡ଼ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ସୁବାସ ଚନ୍ଦ୍ର ପଣ୍ଡାଙ୍କ  ସଭାପତିତ୍ବ କରିବା ସହ ସ୍ବାଗତ ଅଭିଭାଷଣ ରଖିଥିଲେ। ମୁଖ୍ୟ ଅତିଥି ତାଙ୍କ ବକ୍ତବ୍ୟରେ, ଏ ମାଟି ଉପେନ୍ଦ୍ର ଭଞ୍ଜଙ୍କ କର୍ମଭୂମି ବୋଲି କହିଥିଲେ। ବିଜୁ ପଟ୍ଟନାୟକଙ୍କ ପାଇଁ ନୟାଗଡ଼ ଜିଲ୍ଲା  ମାନ୍ୟତା ପାଇଥିବା ବାଚସ୍ପତି କହିବା ସହ ତାଙ୍କ ଅବଦାନ ଚିର ସ୍ମରଣୀୟ ବୋଲି କହିଥିଲେ। ଏହା କୃତଜ୍ଞତା ପ୍ରକାଶ କରିଥିଲେ। ଏହା ସହିତ ଅନେକ ପର୍ଯ୍ୟଟନ କ୍ଷେତ୍ର ଓ ଦେବଦେବୀଙ୍କ ପୀଠ ପାଇଁ ନୟାଗଡ଼ ସାରା ରାଜ୍ୟରେ ଦୃଷ୍ଟି ଆକର୍ଷଣ କରିଛି।  ଏ ମାଟି ସଂସ୍କୃତିର ମାଟି ବୋଲି କହିଥିଲେ। ମହୋତ୍ସବ ମଞ୍ଚରୁ ସେହ୍ନ ଓ ସଦ୍ଦିଛାର ନେଇ ସମସ୍ତେ ଫେରିବା ଓ ଭାଇଚାରା ସହ ଆଗକୁ ବଢ଼ିବା ବୋଲି ବାଚସ୍ପତି କହିଥିଲେ।

ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ପରିଷଦ ଉପାଧ୍ୟକ୍ଷ ବିଷ୍ଣୁପ୍ରିୟା ବେହେରା, ନୟାଗଡ଼ ପୌର ପରିଷଦ ଅଧ୍ୟକ୍ଷା ନିରୁପମା ଖଟେଇ, ରଣପୁର ବ୍ଲକ୍ ଅଧ୍ୟକ୍ଷ ନିର୍ମଳା ବେହେରା, ରଣପୁର ବ୍ଲକ୍ ଉପାଧ୍ୟକ୍ଷ ପ୍ରଭାତ ଦଳବେହେରା, ରଣପୁର ଏନଏସି ଅଧ୍ୟକ୍ଷା ରଙ୍ଗୀନ ମହାନ୍ତି, ବରିଷ୍ଠ ଜିଲ୍ଲା ପରିଷଦ ସଦସ୍ୟ ରାମେଶ୍ବର ଶତପଥୀ, ରଜନୀରାଣୀ ପଟ୍ଟନାୟକ, ଲକ୍ଷ୍ମୀପ୍ରିୟା ତରେଇ, ଉପଜିଲ୍ଲାପାଳ କର୍ଣ୍ଣଦେବ ସମାଦ୍ଦାର ପ୍ରମୁଖ ମଞ୍ଚାସିନ ହୋଇ ନୟାଗଡ଼ ବିକାଶ, ନୟାଗଡ଼ ପର୍ଯ୍ୟଟନ କ୍ଷେତ୍ର, କଳା, ସାହିତ୍ୟ ଓ ସଂସ୍କୃତି ଉପରେ ବକ୍ତବ୍ୟ ରଖିଥିଲେ। ଉଦଯାପନ ସନ୍ଧ୍ୟାକୁ ସାମ୍ବାଦିକ ଜୟେନ୍ଦ୍ର ବେହେରା ସଂଯୋଜନା କରିଥିଲେ। ଶେଷ ସନ୍ଧ୍ୟାରେ ସ୍ଥାନୀୟ କଳାକାରଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ସହ ଖୋର୍ଦ୍ଧାର କଳିଙ୍ଗ ପାଇକ ଆଖଡ଼ା ବେଶ ଚିତ୍ତାକର୍ଷକ ଥିଲା। ଉଦଯାପନ ସନ୍ଧ୍ୟାରେ ରୁକସେନା ମେଲୋଡି ଦର୍ଶକଙ୍କୁ ବିମୋହିତ କରିଥିଲା ବେଳେ ଜିଲ୍ଲା ପ୍ରଶାସନର ଉପ ଜିଲ୍ଲାପାଳ ଓ ଡେପୁଟି କଲେକ୍ଟର ମ୍ୟାଡ଼ାମ୍ ସମ୍ବଲପୁରୀ ଗୀତର ତାଳେ ତାଳେ ବୋବାଲିଆ ନାଚ ନାଚିଥିଲେ ।

Preloader Image
IMG-20260411-WA0004
IMG-20260330-WA0039
IMG-20260108-WA0001
Odisha Lekha December 29, 2025 December 29, 2025
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ‘ରଥପାଇଁ ଗଛଟିଏ’ କାର୍ଯ୍ୟକ୍ରମ:ଗଛ ଲଗାଇବା ପାଇଁ ସଂକଳ୍ପ ନେଲେ ଆଚାର୍ଯ୍ୟ ଆଚାର୍ଯ୍ୟା ଓ ଅଭିଭାବକ
ସ୍ୱତନ୍ତ୍ର ଖବର
ତେଲ ମାଲିସ୍ ନେତା ନେତ୍ରୀଙ୍କୁ କେବେ ମିଳିବ ସୁଯୋଗ ?
ରାଜନୀତି
ପ୍ରିୟଦିନି ଫାଉଣ୍ଡେସନର ତୃତୀୟ ପ୍ରତିଷ୍ଠା ଦିବସ
ସ୍ୱତନ୍ତ୍ର ଖବର
ବିଶ୍ୱନାଥ ପଣ୍ଡିତ ପାଠାଗାରର ଶୁଭ ଉଦଘାଟନ:ଯୁବ ପ୍ରକାଶକଙ୍କୁ ସମ୍ବର୍ଦ୍ଧନା
ସ୍ୱତନ୍ତ୍ର ଖବର

ଅଧିକ ପଢନ୍ତୁ

ସ୍ୱତନ୍ତ୍ର ଖବର

ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ‘ରଥପାଇଁ ଗଛଟିଏ’ କାର୍ଯ୍ୟକ୍ରମ:ଗଛ ଲଗାଇବା ପାଇଁ ସଂକଳ୍ପ ନେଲେ ଆଚାର୍ଯ୍ୟ ଆଚାର୍ଯ୍ୟା ଓ ଅଭିଭାବକ

Odisha Lekha July 15, 2026
ସ୍ୱତନ୍ତ୍ର ଖବର

ପ୍ରିୟଦିନି ଫାଉଣ୍ଡେସନର ତୃତୀୟ ପ୍ରତିଷ୍ଠା ଦିବସ

Odisha Lekha July 14, 2026
ସ୍ୱତନ୍ତ୍ର ଖବର

ବିଶ୍ୱନାଥ ପଣ୍ଡିତ ପାଠାଗାରର ଶୁଭ ଉଦଘାଟନ:ଯୁବ ପ୍ରକାଶକଙ୍କୁ ସମ୍ବର୍ଦ୍ଧନା

Odisha Lekha July 14, 2026
ସ୍ୱତନ୍ତ୍ର ଖବର

ଚକ୍ଷୁଦାନ କଲେ ଅଙ୍ଗନବାଡ଼ି ଜିଲ୍ଲା ସଭାନେତ୍ରୀ ଜ୍ୟୋତ୍ସାମୟୀ:ହଜାର ହଜାର ଲୋକଙ୍କ ଉପସ୍ଥିତିରେ ଶେଷକୃତ୍ତ୍ୟ:ଝିଅ ଦେଲା ମୁଖାଗ୍ନି

Odisha Lekha July 7, 2026
ସ୍ୱତନ୍ତ୍ର ଖବର

ନିରୋଗ ସେଣ୍ଟରରେ ସ୍ୱାସ୍ଥ୍ୟ ବିଭାଗ ଓ ତହସିଲଦାରଙ୍କ ଚଢ଼ାଉ

Odisha Lekha July 5, 2026
ସ୍ୱତନ୍ତ୍ର ଖବର

ଭୁଶୁଡ଼ି ପଡ଼ିଲା ୫୭ନଂ ଜାତୀୟ ରାଜପଥର ନୟାଗଡ଼ ବାଇପାସ୍ ରାସ୍ତା:ଗୋଟିଏ ପଟେ ସପୋର୍ଟ ରାସ୍ତା ସଂପୂର୍ଣ୍ଣ ନଷ୍ଟ

Odisha Lekha July 5, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?