Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ବାଲିଗୁଡ଼ା ଥାନାର ନୂତନ ଆଇଆଇସି ହେଲେ ଶିବରଞ୍ଜନ ସିଂହା

Published December 29, 2025 ଶିକ୍ଷା ଓ ନିଯୁକ୍ତି
SHARE

ଓଡ଼ିଶା ଲେଖା ଅଫିସ୍: କନ୍ଧମାଳ ପୋଲିସରେ ସାମାନ୍ୟ ବଦଳି ଓ ନୂତନ ଆଇଆଇସି ନିଯୁକ୍ତ କରାଯାଇଛି । କନ୍ଧମାଳ ପୋଲିସ ମୁଖ୍ୟାଳୟ ଅଧୀନରେ ଥିବା ୪ଟି ଥାନାର ଆଇଆଇସିଙ୍କୁ ବଦଳି ଓ ନୂତନ ନିଯୁକ୍ତ କରାଯାଇଛି । କନ୍ଧମାଳ ପୋଲିସ ମୁଖ୍ୟାଳୟରେ ନୂଆ କରି ଯୋଗ ଦେଇଥିବା ଶିବରଞ୍ଜନ ଶିଂହାଙ୍କୁ ବାଲିଗୁଡ଼ା ଥାନାର ଆଇଆଇସି ଭାବେ ନିଯୁକ୍ତ କରାଯାଇଥିବା ବେଳେ ସଂଗ୍ରାମ କେଶରୀ ଜେନାଙ୍କୁ ଦାରିଙ୍ଗିବାଡି ଥାନାର ଆଇଆଇସି ଭାବେ ନିଯୁକ୍ତ କରାଯାଇଛି । ଶିବରଞ୍ଜନ ଶିଂହା ପୂର୍ବରୁ ଢେଙ୍କାନାଳ ଓ ନୟାଗଡ଼ ଜିଲ୍ଲାରେ ଏସଆଇ ଭାବେ କାର୍ଯ୍ୟ କରି ଜନସାଧାରଣଙ୍କ ପ୍ରଶଂସାର ପାତ୍ର ହୋଇଥିବା ବେଳେ ଚଳିତ ବର୍ଷ ଅକ୍ଟୋବର ମାସରେ ରାଜ୍ୟ ସରକାର ଏସଆଇ ପାହ୍ୟାରୁ ଇନସ୍ପେକ୍ଟର ପାହ୍ୟାକୁ ପଦୋନ୍ନତି ପାଇଥିଲେ । ଏବଂ ପରବର୍ତ୍ତୀ ସମୟରେ ନୟାଗଡ଼ ଜିଲ୍ଲାରୁ କନ୍ଧମାଳ ଜିଲ୍ଲା ପୋଲିସକୁ ବଦଳି କରଯାଇଥିଲା । ସେହିପରି ବାଲିଗୁଡ଼ା ଥାନାରେ କାର୍ଯ୍ୟରତ ଥିବା ସମ୍ବିତ କୁମାର ସ୍ଵାଇଁଙ୍କୁ ଚକାପାଦ ଥାନାକୁ ବଦଳି କରାଯାଇଥିବା ବେଳେ ଚକାପାଦ ଆଇଆଇସି ରବିନ୍ଦ୍ର କୁମାର ହେମ୍ବ୍ରମଙ୍କୁ କନ୍ଧମାଳ ସଦର ଥାନାର ଅତିରିକ୍ତ ଆଇଆଇସି ଭାବେ ବଦଳି କରିଛନ୍ତି କନ୍ଧମାଳ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ହରିଶ୍ ବିଶି । ବଦଳି ହୋଇଥିବା ଥାନାରେ ତୁରନ୍ତ ଯୋଗ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି ।

Preloader Image
IMG-20260815-WA0003
IMG-20260108-WA0001
Odisha Lekha December 29, 2025 December 29, 2025
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ନେପାଳ ବନ୍ୟାରେ ଭାରତର ବଡ଼ ସହାୟତା:ପ୍ରଥମ ଦେଶ ଭାବେ ୬୮ ଟନ୍‌ ରିଲିଫ ସାମଗ୍ରୀ ପଠାଇଲା ଭାରତ, ବିଶ୍ୱର ବିଭିନ୍ନ ଦେଶ ବି ବଢ଼ାଇଲେ ସହାୟତାର ହାତ
ଦେଶ ବିଦେଶ
ନୟାଗଡ଼ ବିଜେଡ଼ି କାର୍ଯ୍ୟାଳୟରେ ‘Gen Z Inspection’ କାର୍ଯ୍ୟକ୍ରମ
ଜିଲ୍ଲା ଖବର
ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ;ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା:୧୦ ପ୍ରଶ୍ନର ଜବାବ୍ ମାଗିଲେ ଅରୁଣ
ରାଜନୀତି ରାଜ୍ୟ ଖବର
ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ସମ୍ବର୍ଦ୍ଧିତ ହେଲେ ସୌମ୍ୟ ରଞ୍ଜନ:ସାହସିକତା ପାଇଁ ପାଇଲେ ବିଜୁ ପଟ୍ଟନାୟକ ସାହସିକତା ପୁରସ୍କାର
ରାଜ୍ୟ ଖବର

ଅଧିକ ପଢନ୍ତୁ

ଶିକ୍ଷା ଓ ନିଯୁକ୍ତି

ସାମ୍ବାଦିକ ଭବନରେ ମେଗା ରକ୍ତଦାନ ଶିବିର, ୯୩ ୟୁନିଟ୍ ସଂଗୃହିତ:ଜୀବନ ପାଇଁ ରକ୍ତଦାତାଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ:ଚଳିତ ବର୍ଷ ଶିବିର ମଧ୍ୟରେ ରେକର୍ଡ଼

Odisha Lekha August 5, 2026
ଜିଲ୍ଲା ଖବରରାଜନୀତିଶିକ୍ଷା ଓ ନିଯୁକ୍ତି

ଯୁବ-ଛାତ୍ର ବିଜେଡି ଓ ଅଭିଭାବକଙ୍କ ପକ୍ଷରୁ ଶିକ୍ଷା ଅଧିକାର ସମାବେଶ:ନୟାଗଡ଼ରେ ଅରୁଣଙ୍କ ରଣହୁଙ୍କାର:ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବି

Odisha Lekha August 2, 2026
ଶିକ୍ଷା ଓ ନିଯୁକ୍ତି

ସାହିତ୍ୟ ଏକାଡେମୀର ଜିଲ୍ଲା ସ୍ତରୀୟ ବିଭିନ୍ନ ପ୍ରତିଯୋଗୀତା

Odisha Lekha July 7, 2026
ଶିକ୍ଷା ଓ ନିଯୁକ୍ତି

ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ କଣ୍ଢେଇ ଦିବସ

Odisha Lekha March 21, 2026
ଶିକ୍ଷା ଓ ନିଯୁକ୍ତି

ନୟାଗଡ଼ ପ୍ରଜାମଣ୍ଡଳ ମହିଳା ମହାବିଦ୍ୟାଳୟରେ ଇଣ୍ଟର୍ନସିପ୍ ଓରିଏଣ୍ଟେସନ୍ କାର୍ଯ୍ୟକ୍ରମ

Odisha Lekha March 20, 2026
ଶିକ୍ଷା ଓ ନିଯୁକ୍ତି

ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ “ଘର ହିଁ ବିଦ୍ୟାଳୟ ପ୍ରକଳ୍ପ”

Odisha Lekha February 7, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?