Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ଅତିରିକ୍ତ ତହସିଲଦାରଙ୍କ ଘରେ ଭିଜଲାନ୍ସ ରେଡ୍

Published December 30, 2025 ଅପରାଧ
SHARE

ଓଡ଼ିଶା ଲେଖା ଅଫିସ୍:ଅତିରିକ୍ତ ତହସିଲଦାରଙ୍କ ଘରେ ଭିଜଲାନ୍ସ ରେଡ୍ ମାରିଛି । ବାରଙ୍ଗ ଅତିରିକ୍ତ ତହସିଲଦାର ଜିତେନ୍ଦ୍ର ପଣ୍ଡାଙ୍କ ଘରେ ଭିଜିଲାନ୍ସ କରିଛି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଟିମ୍ ଏହି ରେଡ୍ ଭୁବନେଶ୍ୱର, ଖୋର୍ଦ୍ଧା ଓ ତାଙ୍କ ଅଫିସରେ କରିଥିବା ସୂଚନା ମିଳିଛି । ଏପର୍ଯ୍ୟନ୍ତ ଶ୍ରୀଯୁକ୍ତ ପଣ୍ଡାଙ୍କର ଭୁବନେଶ୍ବରରେ ଦୁଇଟି ଘର ଓ ଖୋର୍ଦ୍ଧାରେ ଗୋଟିଏ ଘର ଥିବା ସନ୍ଧାନ ମିଳିଛି। ଏବଂ ବର୍ତ୍ତମାନ ସୁଦ୍ଧା ଚଢ଼ାଉ ଜାରି ରହିଛି । ତେବେ କେତେ ପରିମାଣର ସମ୍ପତିି ବାହାରୁଛି ତାହା ଅପରାହ୍ନ ସୁଦ୍ଧା ସ୍ପଷ୍ଟ ଭାବରେ ଜଣାପଡ଼ିବ ବୋଲି ସୂଚନା ମିଳିଛି ।

Preloader Image
IMG-20260815-WA0003
IMG-20260108-WA0001
Odisha Lekha December 30, 2025 December 30, 2025
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ବ୍ରହ୍ମପୁରରେ ଓଡ଼ିଶା ଡିଜିଟାଲ ମିଡ଼ିଆ ମହାସଂଘର କ୍ଲଷ୍ଟରସ୍ତରୀୟ ପ୍ରଶିକ୍ଷଣ ଶିବିର:ଡିଜିଟାଲ ମିଡ଼ିଆର ସୁଯୋଗ, ସମ୍ଭାବନା, ଆହ୍ୱାନ ଓ ଦାୟିତ୍ୱବୋଧ ଉପରେ ଆଲୋଚନା
ଜିଲ୍ଲା ଖବର
ନରସିଂହପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଡାକ୍ତର ଅଭାବ ଅଭିଯୋଗ;ଖୁବ୍‌ଶୀଘ୍ର ୪ ଜଣ ଡାକ୍ତରଙ୍କ ପଦବୀ ପୂରଣ ପାଇଁ ପ୍ରକ୍ରିୟା ଆରମ୍ଭ:ବିଧାୟକ
ଆଞ୍ଚଳିକ ଖବର ସ୍ବାସ୍ଥ୍ୟ
“ସହର ଆମର, ସମ୍ପତ୍ତି ଆମର;ସ୍ୱଚ୍ଛତା ଓ ସୁରକ୍ଷା ଦାୟିତ୍ୱ ମଧ୍ୟ ଆମର”:ଅରୁଣ
ଜିଲ୍ଲା ଖବର
ସମ୍ପାଦକୀୟ: ନୟାଗଡ଼ର ସବୁଜ ବନାନୀ, ସୁରକ୍ଷା ଆମର ଦାୟିତ୍ୱ
ସ୍ୱତନ୍ତ୍ର ଖବର

ଅଧିକ ପଢନ୍ତୁ

ଅପରାଧଜିଲ୍ଲା ଖବର

ନୟାଗଡ଼ରେ ଛାଉଣୀ ପୋଲିସ: ବିଜେପି ନେତାଙ୍କ ଚିରା ହୋଇଛି ପୋଷ୍ଟର:ଜିଲ୍ଲା ପୋଲିସର ପାରିପାର୍ଶ୍ୱିକ ସୁରକ୍ଷା ବ୍ୟବସ୍ଥା ଉପରେ ଉଠିଲା ପ୍ରଶ୍ନ

Odisha Lekha August 28, 2026
ଅପରାଧଜିଲ୍ଲା ଖବର

୨ କ୍ୱିଣ୍ଟାଲ ଗଞ୍ଜେଇ ଜବତ: ଗଞ୍ଜେଇ ଚାଲାଣ ସହ ରହିଛି ନୟାଗଡ଼ ଲିଙ୍କ:୮ ଗିରଫ

Odisha Lekha August 26, 2026
ଅପରାଧଜିଲ୍ଲା ଖବର

ରାସ୍ତା କଡ଼ରୁ ମୃତଦେହ ଉଦ୍ଧାର:ଗ୍ୟାସ୍ ପାଇଁ ଯାଇ ଶବ ହେଇ ଫେରିଲେ ନିରଞ୍ଜନ: ପରିବାର ଲୋକ ଆଣିଲେ ସାଂଘାତିକ ଅଭିଯୋଗ

Odisha Lekha August 19, 2026
ଅପରାଧ

କଙ୍ଗାରୁକୋର୍ଟର କରୁଣ ପରିଣତି:ନଳକୂପ ଚାବିରେ ବାଡ଼େଇ ବାଡ଼େଇ ହତ୍ୟା:୨ଘଣ୍ଟା ପରେ ଡାହୁକା ନଦୀରୁ ମୃତ ଦେହ ଉଦ୍ଧାର:ପୋଲିସର ଛାନଭିନ ଆରମ୍ଭ

Odisha Lekha July 7, 2026
ଅପରାଧ

ବୟସ୍କ ବ୍ୟକ୍ତିକୁ ବାଡ଼େଇ ବାଡ଼େଇ ହତ୍ୟା:ହତ୍ୟାକାରୀ ଗାଁ ଛାନଭିନ କରୁଛି ପୋଲିସ

Odisha Lekha July 1, 2026
ଅପରାଧ

ଗୋଡିଗଦା ମୃତ ଦେହ ଉଦ୍ଧାର:ଦୁର୍ଘଟଣା ନା ହତ୍ୟା !

Odisha Lekha June 28, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?