Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ଆଜି ରଥକାଠ ଅନୁକୁଳ:ରଥଯାତ୍ରା ପାଇଁ ୮୬୫ ଖଣ୍ଡ କାଠ ଆବଶ୍ୟକ

Published December 30, 2025 ସ୍ୱତନ୍ତ୍ର ଖବର
SHARE

ନୟାଗଡ଼, (ଓଡ଼ିଶା ଲେଖା): ମହାପ୍ରଭୂ ଶ୍ରୀ ଜଗନ୍ନାଥଙ୍କ ପବିତ୍ର ଘୋଷଯାତ୍ରା ପାଇଁ ପୁରୀ ଶ୍ରୀମନ୍ଦିରରୁ ଆଜ୍ଞାମାଳ ଧରି ୫ ଜଣିଆ ଟିମ୍ ନୟାଗଡ଼ରେ ପହଞ୍ଚିଛନ୍ତି । ଆସନ୍ତାକାଲି ଗଣିଆ ବ୍ଲକ ବଡ଼ରାଉଳ ଠାକୁରାଣୀଙ୍କ ପୀଠରେ ରଥକାଠ ଅନୁକୂଳ କରାଯିବ । ଏଥିପାଇଁ ଭାରପ୍ରାପ୍ତ ଅଧିକାରୀ ନୀତି ରବିନ୍ଦ୍ରନାଥ ଦାସଙ୍କ ନେତୃତ୍ୱରେ ୫ ଜଣିଆ ଦଳ ଆଜି ସନ୍ଧ୍ୟାରେ ନୟାଗଡ଼ରେ ପହଞ୍ଚିଛନ୍ତି । ଏହି ଦଳରେ ଅନ୍ୟମାନଙ୍କ ମଧ୍ୟରେ ସହକାରୀ ପ୍ରଶାସକ ଡ. ପ୍ରଭୂପିୟୁଷ ମହାପାତ୍ର, ତତ୍ତ୍ୱାବଧାରକ ଚିତ୍ତରଞନ ମହାପାତ୍ର, ରଥକାଠ ଅମିନ ଲକ୍ଷ୍ମଣ ମହାପାତ୍ର, ରଥ ସର୍ଦ୍ଦାର ରବି ଭୋଇ ଆସିଛନ୍ତି । ମଙ୍ଗଳବାର ଜିଲ୍ଲାର ଗଣିଆ ବଡ଼ମୁଳସ୍ଥିତ ମା ବଡରାଉଳଙ୍କ ପୀଠରେ ପୂଜାର୍ଚ୍ଚନା ପରେ ରଥକାଠ କଟା ଅନୁକୁଳ ହେବ । ଚଳିତ ବର୍ଷ ରଥଯାତ୍ରା ପାଇଁ ୮୬୫ ଖଣ୍ଡ କାଠ ଆବଶ୍ୟକ ହେଉଛି । ତେବେ ଏଥର ଶ୍ରୀମନ୍ଦିର ପ୍ରଶାସନ ପାଖରେ ଗତବର୍ଷର ୪୭ ଖଣ୍ଡ କାଠ ବଳକା ରହିଥିବାରୁ ସମୁଦାୟ ୮୧୮ଖଣ୍ଡ କାଠର ଆବଶ୍ୟକତା ରହିଛି ।

ସେଥିମଧ୍ୟରୁ ବିଭିନ୍ନ ମାପର ଧଉରା ୪୦୩ ଖଣ୍ଡ, ଅସନ ୩୪୦ଖଣ୍ଡ, ଫାଶି ୭୨ ଖଣ୍ଡ ଏବଂ ୩ଟି ଶିମିଳି କାଠର ଆବଶ୍ୟକତା ରହିଛି । ପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ନିମନ୍ତେ ନୟାଗଡ଼ ବନଖଣ୍ଡ ଚଳିତ ବର୍ଷ ପାଖାପାଖି ୩୦୦ଖଣ୍ଡ କାଠ ଯୋଗାଇବେ ଏବଂ ଅନ୍ୟ କାଠ ଗୁଡିକ ଅନ୍ୟାନ୍ୟ ବନଖଣ୍ଡରୁ ଯୋଗଇବାକୁ ଆଲୋଚନା କରାଯିବ ବୋଲି ଡିଏଫଓ ଗଣମାଧ୍ୟମ କହିଛନ୍ତି । ଏହି କାଠ ନୟାଗଡ଼ ଜିଲ୍ଲା ଦଶପଲ୍ଲା ବନାଞ୍ଚଳର ଚଢେୟାପଲ୍ଲୀ, ବାଣିଗୋଛା, ସାକେଣି, ଟାକେରା ଆଦି ଫରେଷ୍ଟ ଅଞ୍ଚଳରୁ ସଂଗ୍ରହ କରାଯାଇଥାଏ । ଚଳିତବର୍ଷ ବର୍ତ୍ତମାନ ସୁଦ୍ଧା ୨୭୦ ରୁ ଅଧିକ କାଠ ଚିହ୍ନଟ ହୋଇସାରିଥିବା ଡିଏଫ୍‌ଓ କହିଛନ୍ତି । ତିନି ଠାକୁରଙ୍କ ରଥଯାତ୍ରା ପାଇଁ ରଥ ସଂହିତା ଆଧାର ଅନୂଯାୟୀ କେଉଁ ଆବାହମାନ କାଳରୁ ପ୍ରତିବର୍ଷ ନୟାଗଡ଼ ବନଖଣ୍ଡରୁ କାଠ ଯୋଗାଇଦିଆଯାଇଥାଏ । ଶ୍ରୀ ପଞ୍ଚମୀ ପୂର୍ବରୁ ପ୍ରଥମ ରଥକାଠ ପୁରୀ ରଥଖଳାରେ ପହଞ୍ଚାଯାଇଥାଏ ।

Preloader Image
IMG-20260815-WA0003
IMG-20260108-WA0001
Odisha Lekha December 30, 2025 December 30, 2025
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ସଜାଗ ହେବେ ଦଳଡିଆଁ ନେତା ! ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଦେଲା ରାଜନୈତିକ ବାର୍ତ୍ତା,ପଞ୍ଚାୟତ ନିର୍ବାଚନ ପୂର୍ବରୁ ବଢ଼ିଲା ଚର୍ଚ୍ଚା
ସ୍ୱତନ୍ତ୍ର ଖବର
ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଫଳ ପ୍ରକାଶ:ବାଜି ମାରିଲା ବିଜୁ ଛାତ୍ର ଜନତା ଦଳ, ସଭାପତି କାର୍ତ୍ତିକ ମହାନ୍ତି ଓ ସମ୍ପାଦକ ସୁଭମ ପ୍ରକାଶ ପଣ୍ଡା
ଜିଲ୍ଲା ଖବର
ବିଜେପି କର୍ମୀଙ୍କ ଆକ୍ରମଣ ପ୍ରତିବାଦରେ ଏସ୍‌ପି କାର୍ଯ୍ୟାଳୟ ଆଗରେ କଂଗ୍ରେସର ଧାରଣା :ପ୍ରହଲ୍ଲାଦଙ୍କ ଅବସ୍ଥା ଗୁରୁତର:ଶାଶ୍ୱତଆହାତ
ଜିଲ୍ଲା ଖବର
ଛାତ୍ର ସଂସଦ ନିର୍ବାଚନ ଅପଡେଟ୍ : ସରିଲା ମତଦାନ, ଫଳାଫଳକୁ ଅପେକ୍ଷା:ନୟାଗଡ଼ ସ୍ୱୟଂଶାସିତ ମହାବିଦ୍ୟାଳୟରେ ୭୬.୫୩% ମତଦାନ
ଜିଲ୍ଲା ଖବର

ଅଧିକ ପଢନ୍ତୁ

ସ୍ୱତନ୍ତ୍ର ଖବର

ସଜାଗ ହେବେ ଦଳଡିଆଁ ନେତା ! ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଦେଲା ରାଜନୈତିକ ବାର୍ତ୍ତା,ପଞ୍ଚାୟତ ନିର୍ବାଚନ ପୂର୍ବରୁ ବଢ଼ିଲା ଚର୍ଚ୍ଚା

Odisha Lekha October 16, 2026
ସ୍ୱତନ୍ତ୍ର ଖବର

ନୟାଗଡ଼ର ମାଟିରେ ସ୍ୱାଧୀନତା ସଂଗ୍ରାମର ଅମର ଗାଥା:ଅକ୍ଟୋବର ୧୦ରେ ସହିଦ ହୋଇଥିଲେ ଆଦିବାସୀ ନେତା କଷ୍ଟି ଡାକୁଆ

Odisha Lekha October 10, 2026
ସ୍ୱତନ୍ତ୍ର ଖବର

ସ୍ୱାଧୀନତାର ୮୦ ବର୍ଷ – ଆମେ କେଉଁଠି ?

Odisha Lekha October 4, 2026
ସ୍ୱତନ୍ତ୍ର ଖବର

ନୟାଗଡ଼ର ଦୁଇ ପୂର୍ବତନ ଏସ୍‌ପିଙ୍କ ଭିନ୍ନ ଅନ୍ଦାଜ:ଜଣଙ୍କ କଠୋର ଅପରାଧ ଦମନ, ଆଉ ଜଣଙ୍କ ଲୋକସମ୍ପର୍କ ଓ ମାନବିକତା

Odisha Lekha October 1, 2026
ସ୍ୱତନ୍ତ୍ର ଖବର

ପାର୍ବଣ ଋତୁରେ ‘ଓଡ଼ିଶା ଲେଖା’ର ପୂଜା ଧମାକା :ଆସୁଛି ଲକି ଡ୍ର କୂପନ:୩୦ ଜଣ ଭାଗ୍ୟଶାଳୀ ବିଜେତାଙ୍କୁ ମିଳିବ ଆକର୍ଷଣୀୟ ପୁରସ୍କାର

Odisha Lekha September 25, 2026
ସ୍ୱତନ୍ତ୍ର ଖବର

ସମ୍ପାଦକୀୟ:ନୟାଗଡ଼ର ସୂର୍ଯ୍ୟୋଦୟ

Odisha Lekha September 16, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?