Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ନୂଆବର୍ଷ ଠାରୁ ପାଳନ ସଡ଼କ ସୁରକ୍ଷା ମାସ:ସଚେତନତା ସହ ଚେକିଂ କଡ଼ାକଡ଼ି ହେବ

Published December 31, 2025 ସ୍ୱତନ୍ତ୍ର ଖବର
SHARE

ନୟାଗଡ଼, (ଓଡ଼ିଶା ଲେଖା): ନୟାଗଡ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସଦଭାବନା ସଭାଗୃହରେ ଆଞ୍ଚଳିକ ପରିବହନ ପ୍ରାଧିକରଣ ନୟାଗଡଙ୍କ ଅନୁକୁଲ୍ୟରେ ଜିଲ୍ଲା ସଡ଼କ ସୁରକ୍ଷା ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକ ରେ ଡେପୁଟି କଲେକ୍ଟର ତପତି ରାଜ୍ ଙ୍କ ଅଧ୍ୟକ୍ଷତା କରି ଦୁର୍ଘଟଣାର କାରଣ ଗୁଡ଼ିକ ଉପରେ ଗୁରୁତ୍ୱାରୋପ କରି ତାହାର ନିରାକରଣ ନିମନ୍ତେ ପଦକ୍ଷେପ ନେବା ପାଈ ଉପସ୍ଥିତ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ସେ ମାସର ପ୍ରତି ସପ୍ତାହରେ ଆରଟିଓ, ପୋଲିସ ଏବଂ ପୌରପାଳିକା ବିଭାଗ ମିଳିତ ସହଯୋଗ ରେ ମିଳିତ ଭାବେ ଚେକିଂ କରାଯିବା ନେଇ ସ୍ୱତନ୍ତ୍ର ଟିମ୍ ଗଠନ କରିବା ନିମନ୍ତେ ପରାମର୍ଶ ଦେଇ ଥିଲେ। ନୟାଗଡ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରୁ ସରକାରୀ ହସ୍ପିଟାଲ୍ ଯାଏ ବସ ପାର୍କିଂ ନ କରିବା ପାଇଁ କଡ଼ା ନିର୍ଦ୍ଦେଶ ଦେଇଥିଲେ। ଦୁର୍ଘଟଣା ପ୍ରବଣ ଅଞ୍ଚଳ ମାନଙ୍କରେ ଆଲୋକ ବ୍ୟବସ୍ଥା ସୃଦୁଢ଼ କରିବା ନିମନ୍ତେ ପରାମର୍ଶ ଦେଇଥିଲେ। ବୈଠକରେ ନୟାଗଡ ପୌରପାଳିକା ବିଭାଗର କାର୍ଯ ନିର୍ବାହୀ ଅଧିକାରୀ ସ୍ନେହଲତା ଆଚାର୍ଯ୍ୟ ଯୋଗ ଦେଇ ଖଣ୍ଡପଡ଼ା ରୋଡ ଠାରେ ଟ୍ରକ ମାନଙ୍କ ଅବୈଧ ପାର୍କିଂ ଦ୍ୱାରା ସାଧାରଣ ଜନତା କିପରି ଅସୁବିଧାର ସମ୍ମୁଖୀନ ହେଉଛନ୍ତି ତାହା ଗୁରୁତ୍ୱାରୋପ କରିଥିଲେ।

ପୌରାଞ୍ଚଳ ରେ ଟ୍ରାଫିକ ସମସ୍ୟା ଏଡାଇବାକୁ ବୁଲା ଗୋରୁ ମାନଙ୍କ ପାଇ ନିକଟ ଭବିଷ୍ୟତ ରେ ଗୋଶାଳା ନିର୍ମାଣ ପାଇଁ ପ୍ରତିଶ୍ରୁତି ଦେଇଥିଲେ। ଏହି ସଭାରେ ଡି.ଏସ୍. ପି ସୁକାନ୍ତ କୁମାର ପାତ୍ର ବିଦ୍ୟାଳୟ ର ଛାତ୍ର ଛାତ୍ରୀ ମାନଙ୍କ ମଧ୍ୟରେ ସଚେତନତା ଅଭିଯାନ କରିବା ପାଇଁ ଜିଲ୍ଲା ଶିକ୍ଷାଧିକାରୀ ଙ୍କୁ ନିର୍ଦେଶ ଦେଇଥିଲେ। ତତ୍ ସହିତ ଜିଲ୍ଲା ର ସମସ୍ତ ସରକାରୀ, ବେସରକାରୀ ଏବଂ କୋଚିଙ୍ଗ ସେଣ୍ଟର ଗୁଡ଼ିକୁ ୧୮ରୁ କମ୍ ବୟସ ର ଛାତ୍ରଛାତ୍ରୀ ମାନେ ଯେପରି ଗାଡ଼ି ବ୍ୟବହାର ନ କରିବେ ସେଥି ପ୍ରତି ଧ୍ୟାନ ଦେବାପାଇଁ କହିଥିଲେ। ସେ ଟ୍ରାଫିକ ଯାଞ୍ଚ୍ କୁ ଆହୁରି କଡ଼ା କଡି କରିବା ନିମନ୍ତେ body wearing camera ସହ speed gun ଯୋଗାଇ ଦେବା ନିମନ୍ତେ RTO ଙ୍କୁ ପରାମର୍ଶ ଦେଇଥିଲେ। ଜିଲ୍ଲା ସଡ଼କ ସୁରକ୍ଷା କମିଟି ର ସମସ୍ତ ସଦସ୍ୟ, ଜିଲ୍ଲା ଅଧିକାରୀ ବୃନ୍ଦ, ଘରୋଇ ବସ ମାଲିକ ସଂଘ, ଟ୍ରକ ମାଲିକ ସଂଘ, ବରିଷ୍ଠ ନାଗରିକ ସଂଘ ଏବଂ ଅନ୍ୟାନ୍ୟ ସଦସ୍ୟ ବୃନ୍ଦ ଯୋଗ ଦାନ କରି ଥିଲେ। ଶେଷ ରେ ଆଞ୍ଚଳିକ ପରିବହନ ଅଧିକାରୀ ଶ୍ରୀଯୁକ୍ତ ନିର୍ମଳ ମହାନ୍ତି ଜାନୁଆରୀ ୧ ରୁ ୩୧ ପର୍ଯ୍ୟନ୍ତ ସଡ଼କ ସୁରକ୍ଷା ମାସ ରେ ସମସ୍ତ ବିଭାଗର ସହଯୋଗ ରେ ସଡକ ଦୁର୍ଘଟଣା ହ୍ରାସ କରି ହେବ ବୋଲି ମତ ବ୍ୟକ୍ତ କରି ଥିଲେ।

Preloader Image
IMG-20260815-WA0003
IMG-20260108-WA0001
Odisha Lekha December 31, 2025 December 31, 2025
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ନୟାଗଡ଼ ପ୍ୟାଲେସରେ ଦାଣ୍ଡିଆ ନୃତ୍ୟ ଉତ୍ସବ:ଗୀତର ତାଳେ ତାଳେ ଝୁମିଲେ ହଜାର ହଜାର ମହିଳା
ଜିଲ୍ଲା ଖବର ମନୋରଞ୍ଜନ
ସାମ୍ବାଦିକଙ୍କୁ ଆକ୍ରମଣ ଘଟଣା:ମୁଖ୍ୟ ଅଭିଯୁକ୍ତ ଜିତେନ ଗିରଫ:ଭୁବନେଶ୍ୱରରୁ ଧରି ଘଟଣାର ସିନ୍‌ ରିକ୍ରିଏସନ୍‌ କରାଇଲା ରଣପୁର ପୋଲିସ
ଅପରାଧ
ପିସିସି ଓବିସି ସେଲ୍‌ର ରାଜ୍ୟ ଉପାଧ୍ୟକ୍ଷ ଭାବେ ନିଯୁକ୍ତ ହେଲେ କମଳ
ଜିଲ୍ଲା ଖବର ରାଜନୀତି
ବାଲୁଗାଁ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରରେ ଅବ୍ୟବସ୍ଥା:ବିନା ଅନୁମତିରେ ଡାକ୍ତର ଅନୁପସ୍ଥିତ:ସିଡିଏମ୍‌ଓଙ୍କ ଛାନଭିନ୍‌ ଆରମ୍ଭ
ଆଞ୍ଚଳିକ ଖବର

ଅଧିକ ପଢନ୍ତୁ

ସ୍ୱତନ୍ତ୍ର ଖବର

ସଜାଗ ହେବେ ଦଳଡିଆଁ ନେତା ! ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଦେଲା ରାଜନୈତିକ ବାର୍ତ୍ତା,ପଞ୍ଚାୟତ ନିର୍ବାଚନ ପୂର୍ବରୁ ବଢ଼ିଲା ଚର୍ଚ୍ଚା

Odisha Lekha October 16, 2026
ସ୍ୱତନ୍ତ୍ର ଖବର

ନୟାଗଡ଼ର ମାଟିରେ ସ୍ୱାଧୀନତା ସଂଗ୍ରାମର ଅମର ଗାଥା:ଅକ୍ଟୋବର ୧୦ରେ ସହିଦ ହୋଇଥିଲେ ଆଦିବାସୀ ନେତା କଷ୍ଟି ଡାକୁଆ

Odisha Lekha October 10, 2026
ସ୍ୱତନ୍ତ୍ର ଖବର

ସ୍ୱାଧୀନତାର ୮୦ ବର୍ଷ – ଆମେ କେଉଁଠି ?

Odisha Lekha October 4, 2026
ସ୍ୱତନ୍ତ୍ର ଖବର

ନୟାଗଡ଼ର ଦୁଇ ପୂର୍ବତନ ଏସ୍‌ପିଙ୍କ ଭିନ୍ନ ଅନ୍ଦାଜ:ଜଣଙ୍କ କଠୋର ଅପରାଧ ଦମନ, ଆଉ ଜଣଙ୍କ ଲୋକସମ୍ପର୍କ ଓ ମାନବିକତା

Odisha Lekha October 1, 2026
ସ୍ୱତନ୍ତ୍ର ଖବର

ପାର୍ବଣ ଋତୁରେ ‘ଓଡ଼ିଶା ଲେଖା’ର ପୂଜା ଧମାକା :ଆସୁଛି ଲକି ଡ୍ର କୂପନ:୩୦ ଜଣ ଭାଗ୍ୟଶାଳୀ ବିଜେତାଙ୍କୁ ମିଳିବ ଆକର୍ଷଣୀୟ ପୁରସ୍କାର

Odisha Lekha September 25, 2026
ସ୍ୱତନ୍ତ୍ର ଖବର

ସମ୍ପାଦକୀୟ:ନୟାଗଡ଼ର ସୂର୍ଯ୍ୟୋଦୟ

Odisha Lekha September 16, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?