Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ବୁଢେଇଶୁଣିରେ ପଞ୍ଚାୟତ ସ୍ତରୀୟ ମିଳିତ ଜନଶୁଣାଣି ୩୫ ଅଭିଯୋଗରୁ ୧୨ଟି ତତ୍କାଳ ସମାଧାନ

Published January 6, 2026 ଆଞ୍ଚଳିକ ଖବର
SHARE

ପୋଲସରା, (ଓଡ଼ିଶା ଲେଖା): ଗଞ୍ଜାମ ଜିଲ୍ଲା ପୋଲସରା ବ୍ଲକ ବୁଢେଇଶୁଣି ପଞ୍ଚାୟତରେ ସୋମବାର ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ପୋଲସରା ବିଡ଼ିଓ ଶଶିଭୂଷଣ ମହାପାତ୍ରଙ୍କ ତତ୍ତ୍ଵାବଧାନରେ ଆୟୋଜିତ କାର୍ଯ୍ୟକ୍ରମରେ ତହସିଲଦାର ଦୀପ୍ତିମୟୀ ପାତ୍ରଙ୍କ ସମେତ ସମସ୍ତ ବିଭାଗର ଅଧିକାରୀ ମାନେ ଯୋଗଦେଇଥିଲେ । ଉକ୍ତ କାର୍ଯ୍ୟକ୍ରମରେ ବୁଢେଇଶୁଣି ପଞ୍ଚାୟତର ଜନସାଧାରଣ ଅଭିଯୋଗ ପଞ୍ଜିକରଣ କରିଥିଲେ । ଏଥିରେ ମୋଟ ୩୫ଟି ଅଭିଯୋଗ ପଞ୍ଜିକରଣ ହୋଇଥିଲା । ସେଥିମଧ୍ୟରୁ ୧୨ଟି ଅଭିଯୋଗର ତତ୍କାଳ ସମାଧାନ ହୋଇଥିଲା । ୭ଜଣଙ୍କୁ ରାସନ୍ କାର୍ଡ, ୩ଟି ଘରପଟ୍ଟା ଦିଆଯାଇଥିବା ବେଳେ ୨ଜଣଙ୍କୁ ଅନ୍ତୋଦୟ ଗୃହ ବଣ୍ଟନ କରାଯାଇଥିଲା । ଉକ୍ତ କାର୍ଯ୍ୟକ୍ରମରେ ସ୍ଥାନୀୟ ସରପଞ୍ଚ ମନୋଜ କୁମାର ପରିଡ଼ା, ଏବିଡିଓ ସୋନମ୍ ବେହେରା, ବ୍ଳକ ପଶୁ ଚିକିତ୍ସା ଅଧିକାରୀ ଭକ୍ତ ଚରଣ ଦଳାଇ, ସିଡିପିଓ ତିଳୋତ୍ତମା ରାଉତ ଜନସାଧାରଣଙ୍କ ଅଭିଯୋଗ ଗ୍ରହଣ କରିଥିଲେ । ଖାଦ୍ୟଯୋଗାଣ ଅଧିକାରୀ ସନ୍ଦୀପ କୁମାର ବେହେରା, ପାନୀୟ ଜଳ ଯୋଗାଣ ସହକାରୀ ଯନ୍ତ୍ରୀ ସ୍ଵରୁପ ତ୍ରୀପାଠୀ, ବ୍ଳକ ଯନ୍ତ୍ରୀ ରାମକୃଷ୍ଣ ଶବର, ସମେତ ବିଭିନ୍ନ ବିଭାଗର କର୍ମଚାରୀ ଜନଶୁଣାଣୀରେ ଯୋଗଦେଇଥିଲେ । ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ କାହ୍ନୁ ପ୍ରଧାନ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲା ବେଳେ ଜନଶୁଣାଣୀ ଅଧିକାରୀଣୀ ଲିପ୍ସା ରାଣୀ ଭଞ୍ଜ, ଏଡିଓ ସନ୍ତୋଷିନୀ ସାହୁ ସମେତ ଅଙ୍ଗନବାଡ଼ି କର୍ମୀ ବ୍ଳକ ଅନ୍ୟାନ୍ୟ କର୍ମଚାରୀ ଉପସ୍ଥିତ ରହି ସକ୍ରିୟ ସହଯୋଗ କରିଥିଲେ ।

ରିପୋର୍ଟ- ରୋହିତ ପ୍ରଧାନ

Preloader Image
IMG-20260815-WA0003
IMG-20260108-WA0001
Odisha Lekha January 6, 2026 January 6, 2026
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ଯତ୍ନ ଓ ସୁରକ୍ଷା ଆବଶ୍ୟକ ଶିଶୁଙ୍କ ପାଇଁ ଶିକ୍ଷଣୀୟ କ୍ଷେତ୍ର ପରିଦର୍ଶନ
ଜିଲ୍ଲା ଖବର
ନାଟୁଗାଁରେ ମୁକୁଳା ପଡ଼ିଛି ବିଦ୍ୟୁତ୍ ଟ୍ରାନ୍ସଫର୍ମର: ଟିପିସିଓଡିଏଲ୍ ଅଧୀକ୍ଷଣ ଯନ୍ତ୍ରୀଙ୍କୁ ଚିଠି ଲେଖିଲେ ଅରୁଣ
ଆଞ୍ଚଳିକ ଖବର
ବରିଷ୍ଠ ଆଇନଜୀବୀ ଜୟଦେବ ନାୟକଙ୍କ ବିୟୋଗରେ ନୟାଗଡ଼ ଜିଲ୍ଲା ଓକିଲ ସଂଘର ଶୋକସଭା
ଆଞ୍ଚଳିକ ଖବର
ବ୍ରହ୍ମପୁରରେ ଓଡ଼ିଶା ଡିଜିଟାଲ ମିଡ଼ିଆ ମହାସଂଘର କ୍ଲଷ୍ଟରସ୍ତରୀୟ ପ୍ରଶିକ୍ଷଣ ଶିବିର:ଡିଜିଟାଲ ମିଡ଼ିଆର ସୁଯୋଗ, ସମ୍ଭାବନା, ଆହ୍ୱାନ ଓ ଦାୟିତ୍ୱବୋଧ ଉପରେ ଆଲୋଚନା
ଜିଲ୍ଲା ଖବର

ଅଧିକ ପଢନ୍ତୁ

ଆଞ୍ଚଳିକ ଖବର

ନାଟୁଗାଁରେ ମୁକୁଳା ପଡ଼ିଛି ବିଦ୍ୟୁତ୍ ଟ୍ରାନ୍ସଫର୍ମର: ଟିପିସିଓଡିଏଲ୍ ଅଧୀକ୍ଷଣ ଯନ୍ତ୍ରୀଙ୍କୁ ଚିଠି ଲେଖିଲେ ଅରୁଣ

Odisha Lekha September 1, 2026
ଆଞ୍ଚଳିକ ଖବର

ବରିଷ୍ଠ ଆଇନଜୀବୀ ଜୟଦେବ ନାୟକଙ୍କ ବିୟୋଗରେ ନୟାଗଡ଼ ଜିଲ୍ଲା ଓକିଲ ସଂଘର ଶୋକସଭା

Odisha Lekha September 1, 2026
ଆଞ୍ଚଳିକ ଖବରସ୍ବାସ୍ଥ୍ୟ

ନରସିଂହପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଡାକ୍ତର ଅଭାବ ଅଭିଯୋଗ;ଖୁବ୍‌ଶୀଘ୍ର ୪ ଜଣ ଡାକ୍ତରଙ୍କ ପଦବୀ ପୂରଣ ପାଇଁ ପ୍ରକ୍ରିୟା ଆରମ୍ଭ:ବିଧାୟକ

Odisha Lekha August 31, 2026
ଆଞ୍ଚଳିକ ଖବର

ନରସିଂହପୁରରେ ଚାଷୀଙ୍କ ୫ ଦଫା ସମସ୍ୟା ନେଇ ଦାବିପତ୍ର

Odisha Lekha August 28, 2026
ଆଞ୍ଚଳିକ ଖବରଦୁର୍ଘଟଣା

ମହାନଦୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ

Odisha Lekha August 24, 2026
ଆଞ୍ଚଳିକ ଖବର

ଜନଶକ୍ତି ସରକାରୀ ଉଚ୍ଚ ବିଦ୍ୟାଳୟରେ ରୋଟାରୀ କ୍ଲବ୍ ପକ୍ଷରୁ ୱାଟର ପ୍ୟୁରିଫାୟର ପ୍ରଦାନ

Odisha Lekha August 20, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?