Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ପାଣି ପଞ୍ଚାୟତ ସପ୍ତାହ-୨୦୨୬ ରଥ ଉଦଘାଟନ:ଗାଁ ଗାଁରେ ବୁଲି ଲୋକଙ୍କୁ ସଚେତନର ବାର୍ତ୍ତା ବାଣ୍ଟିବ ରଥ

Published January 6, 2026 ଆଞ୍ଚଳିକ ଖବର
SHARE

ନୟାଗଡ଼, (ଓଡ଼ିଶା ଲେଖା): ନୟାଗଡ଼ ଜଳ ସେଚନ ବିଭାଜନ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ପାଣି ପଞ୍ଚାୟତ ସପ୍ତାହ-୨୦୨୬ ରଥ ଉଦଘାଟନ ହୋଇଯାଇଛି। ନୟାଗଡ଼ ଜିଲ୍ଲାପାଳ ମଧୁମିତା ରଥ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଚଳିତ ବର୍ଷର ପାଣି ପଞ୍ଚାୟତ ସପ୍ତାହ ସଚେତନତା ରଥର ଉଦଘାଟନ କରିଛନ୍ତି ।

ପାଣି ପଞ୍ଚାୟତ ସପ୍ତାହ ଜାନୁଆରୀ ୬ତାରିଖରୁ ୧୩ତାରିଖ ପର୍ଯ୍ୟନ୍ତ ଏହି ସପ୍ତାହ ପାଳନ କରାଯିବ । ଏହି ରଥ ଜିଲ୍ଲାର ୮ଟି ବ୍ଲକ ପରିକ୍ରମା କରି ଲୋକଙ୍କୁ ପାଣି ପଞ୍ଚାୟତ ସଂମ୍ପର୍କରେ ସଚେତନ କରିବାର କାର୍ଯ୍ୟକ୍ରମ ରହିଛି ।

ଆଜିର ଏହି କାର୍ଯ୍ୟକ୍ରମରେ ନୟାଗଡ଼ ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ବୈକୁଣ୍ଠ ନାଥ ଦଳେଇ, ସହକାରୀ ନିର୍ବାହୀ ଯନ୍ତ୍ରୀ ଇଂ ଶିବ ଶଙ୍କର ବେହେରା, ଶରଣକୁଳ ସହକାରୀ ନିର୍ବାହୀ ଯନ୍ତ୍ରୀ ଇଂ ତୃପ୍ତିମୟୀ ନାୟକ, ଦଶପଲ୍ଲା ସହକାରୀ ନିର୍ବାହୀ ଯନ୍ତ୍ରୀ ଇଂ ସୁମିତ କୁମାର ଜେନା, କନିଷ୍ଠ ଯନ୍ତ୍ରୀ ଇଂ ସଂଜିତ୍ କୁମାର ସାହୁ, ଇଂ କ୍ଷୀରୋଦ କୁମାର ଜାଲ୍ଲି ପ୍ରମୁଖ ଉପସ୍ଥିତ ଥିଲେ ।

Preloader Image
IMG-20260815-WA0003
IMG-20260108-WA0001
Odisha Lekha January 6, 2026 January 6, 2026
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ନୟାଗଡ଼ ପ୍ୟାଲେସରେ ଦାଣ୍ଡିଆ ନୃତ୍ୟ ଉତ୍ସବ:ଗୀତର ତାଳେ ତାଳେ ଝୁମିଲେ ହଜାର ହଜାର ମହିଳା
ଜିଲ୍ଲା ଖବର ମନୋରଞ୍ଜନ
ସାମ୍ବାଦିକଙ୍କୁ ଆକ୍ରମଣ ଘଟଣା:ମୁଖ୍ୟ ଅଭିଯୁକ୍ତ ଜିତେନ ଗିରଫ:ଭୁବନେଶ୍ୱରରୁ ଧରି ଘଟଣାର ସିନ୍‌ ରିକ୍ରିଏସନ୍‌ କରାଇଲା ରଣପୁର ପୋଲିସ
ଅପରାଧ
ପିସିସି ଓବିସି ସେଲ୍‌ର ରାଜ୍ୟ ଉପାଧ୍ୟକ୍ଷ ଭାବେ ନିଯୁକ୍ତ ହେଲେ କମଳ
ଜିଲ୍ଲା ଖବର ରାଜନୀତି
ବାଲୁଗାଁ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରରେ ଅବ୍ୟବସ୍ଥା:ବିନା ଅନୁମତିରେ ଡାକ୍ତର ଅନୁପସ୍ଥିତ:ସିଡିଏମ୍‌ଓଙ୍କ ଛାନଭିନ୍‌ ଆରମ୍ଭ
ଆଞ୍ଚଳିକ ଖବର

ଅଧିକ ପଢନ୍ତୁ

ଆଞ୍ଚଳିକ ଖବର

ବାଲୁଗାଁ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରରେ ଅବ୍ୟବସ୍ଥା:ବିନା ଅନୁମତିରେ ଡାକ୍ତର ଅନୁପସ୍ଥିତ:ସିଡିଏମ୍‌ଓଙ୍କ ଛାନଭିନ୍‌ ଆରମ୍ଭ

Odisha Lekha October 17, 2026
ଆଞ୍ଚଳିକ ଖବର

କୃଷ୍ଣ ଗୌରାଙ୍ଗ ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ ପ୍ରସ୍ତୁତି ବୈଠକ ନୈରାଶ୍ୟଜନକ

Odisha Lekha October 16, 2026
ଆଞ୍ଚଳିକ ଖବର

ନୟାଗଡ଼ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର:୨୦ ଜଣଙ୍କୁ ଭିନ୍ନକ୍ଷମ ପ୍ରମାଣପତ୍ର ବଣ୍ଟନ

Odisha Lekha October 13, 2026
ଆଞ୍ଚଳିକ ଖବର

ନୟାଗଡ଼ରେ ନାଟ୍ୟକାର ରାମଚନ୍ଦ୍ର ମିଶ୍ରଙ୍କ ୧୦୭ତମ ଜୟନ୍ତୀ ପାଳିତ:ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଜଣାଇଲେ ସାହିତ୍ୟପ୍ରେମୀ

Odisha Lekha October 12, 2026
ଆଞ୍ଚଳିକ ଖବର

ବାଙ୍କୀ ସ୍ୱୟଂଶାସିତ ମହାବିଦ୍ୟାଳୟରେ ବୋମାମାଡ଼: ଛାତ୍ର ସଂସଦ ନିର୍ବାଚନକୁ ନେଇ ଉତ୍ତେଜନା :ପୋଲିସର ତଦନ୍ତ ଆରମ୍ଭ

Odisha Lekha October 11, 2026
ଆଞ୍ଚଳିକ ଖବର

ଛାତ୍ର ସଂସଦ ନିର୍ବାଚନ ବାତିଲ,କ୍ୟାମ୍ପସ ଗଣତନ୍ତ୍ରର ହତ୍ୟା: କଂଗ୍ରେସ

Odisha Lekha October 10, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?