Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ମୁକ୍ତି ସଙ୍ଗଠନ ପକ୍ଷରୁ ରକ୍ତଦାନ ଶିବିର:୭୦ୟୁନିଟ୍ ରକ୍ତ ସଂଗ୍ରହ

Published January 6, 2026 ଆଞ୍ଚଳିକ ଖବର
SHARE

ନରସିଂହପୁର, (ଓଡ଼ିଶା ଲେଖା): କଟକ ଜିଲ୍ଲା ନରସିଂହପୁର ପର୍ଯ୍ୟଟନ ବାଖ୍ୟାନ କେନ୍ଦ୍ର ପରିସରରେ ମୁକ୍ତି ସଂଗଠନ ସଭାପତି ସୁଶାନ୍ତ କୁମାର ମହାନ୍ତିଙ୍କ ନେତୃତ୍ବରେ ଏକ ସ୍ଵେଚ୍ଛାକୃତ ଭାବେ ରକ୍ତ ଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ଆଜିର ଏହି ପବିତ୍ର କାର୍ଯ୍ୟକ୍ରମରେ ନରସିଂହପୁର ଅଞ୍ଚଳର ବହୁ ଜନସାଧାରଣ ସ୍ୱେଚ୍ଛାକୃତ ଭାବେ ରକ୍ତ ଦାନ କରିଥିଲେ ।

ପୂର୍ବରୁ ମୁକ୍ତି ସଂଗଠନର ସଦସ୍ୟ ମାନେ ବିଭିନ୍ନ ସଚେତନ ମୁଳକ କାର୍ଯ୍ୟ କରି ଜନସାଧାରଣଙ୍କ ପ୍ରଶଂସାର ପାତ୍ର ହୋଇଆସୁଥିବା ବେଳେ ରକ୍ତ ଦାନ ଭଳି ମୂଲ୍ୟବାନ ପଦକ୍ଷେପ ମୁକ୍ତି ସଂଗଠନକୁ ଆପ ପାଦେ ବଢିବାରେ ସହାୟକ ହୋଇଛି । ଆଜିର ଏହି କାର୍ଯ୍ୟକ୍ରମରେ ୭୦ୟୁନିଟ୍ ରକ୍ତ ସଂଗ୍ରହ ହୋଇଥିବା ବେଳେ ନୟାଗଡ଼ ବ୍ଲଡ ବ୍ୟାଙ୍କର କାଉନସିଲର ଅଜୟ ପଟ୍ଟନାୟକ, ଲ୍ୟାବ୍ ଟେକେନସିଆନ୍ ରବୀନ୍ଦ୍ର ସାହୁ ପ୍ରମୁଖ ସାମିଲ ହୋଇଥିଲେ । ଉକ୍ତ ଶିବିରରେ ମୁକ୍ତି ସଂଗଠନର ସମସ୍ତ ସଦସ୍ୟ ସଦସ୍ୟା ଉପସ୍ଥିତ ରହି କାର୍ଯ୍ୟକୁ ସାଫଲ୍ୟ ମଣ୍ଡିତ କରିଥିବାରୁ ସଭାପତି ଶ୍ରୀଯୁକ୍ତ ମହାନ୍ତି ଧନ୍ୟବାଦ ଜ୍ଞାପନ କରିଛନ୍ତି ।

Preloader Image
IMG-20260815-WA0003
IMG-20260108-WA0001
Odisha Lekha January 6, 2026 January 6, 2026
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ନୟାଗଡ଼ କଲେଜରେ ନବନିର୍ବାଚିତ ଛାତ୍ର ପ୍ରତିନିଧିଙ୍କ ଶପଥ ଗ୍ରହଣ ଉତ୍ସବ: ଛାତ୍ରଛାତ୍ରୀଙ୍କ ସମସ୍ୟା ସମାଧାନ ଓ ମହାବିଦ୍ୟାଳୟର ବିକାଶ ପାଇଁ ନେଲେ ଶପଥ
ଜିଲ୍ଲା ଖବର
କୃଷ୍ଣ ଗୌରାଙ୍ଗ ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ ପ୍ରସ୍ତୁତି ବୈଠକ ନୈରାଶ୍ୟଜନକ
ଆଞ୍ଚଳିକ ଖବର
ସଜାଗ ହେବେ ଦଳଡିଆଁ ନେତା ! ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଦେଲା ରାଜନୈତିକ ବାର୍ତ୍ତା,ପଞ୍ଚାୟତ ନିର୍ବାଚନ ପୂର୍ବରୁ ବଢ଼ିଲା ଚର୍ଚ୍ଚା
ସ୍ୱତନ୍ତ୍ର ଖବର
ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଫଳ ପ୍ରକାଶ:ବାଜି ମାରିଲା ବିଜୁ ଛାତ୍ର ଜନତା ଦଳ, ସଭାପତି କାର୍ତ୍ତିକ ମହାନ୍ତି ଓ ସମ୍ପାଦକ ସୁଭମ ପ୍ରକାଶ ପଣ୍ଡା
ଜିଲ୍ଲା ଖବର

ଅଧିକ ପଢନ୍ତୁ

ଆଞ୍ଚଳିକ ଖବର

କୃଷ୍ଣ ଗୌରାଙ୍ଗ ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ ପ୍ରସ୍ତୁତି ବୈଠକ ନୈରାଶ୍ୟଜନକ

Odisha Lekha October 16, 2026
ଆଞ୍ଚଳିକ ଖବର

ନୟାଗଡ଼ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର:୨୦ ଜଣଙ୍କୁ ଭିନ୍ନକ୍ଷମ ପ୍ରମାଣପତ୍ର ବଣ୍ଟନ

Odisha Lekha October 13, 2026
ଆଞ୍ଚଳିକ ଖବର

ନୟାଗଡ଼ରେ ନାଟ୍ୟକାର ରାମଚନ୍ଦ୍ର ମିଶ୍ରଙ୍କ ୧୦୭ତମ ଜୟନ୍ତୀ ପାଳିତ:ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଜଣାଇଲେ ସାହିତ୍ୟପ୍ରେମୀ

Odisha Lekha October 12, 2026
ଆଞ୍ଚଳିକ ଖବର

ବାଙ୍କୀ ସ୍ୱୟଂଶାସିତ ମହାବିଦ୍ୟାଳୟରେ ବୋମାମାଡ଼: ଛାତ୍ର ସଂସଦ ନିର୍ବାଚନକୁ ନେଇ ଉତ୍ତେଜନା :ପୋଲିସର ତଦନ୍ତ ଆରମ୍ଭ

Odisha Lekha October 11, 2026
ଆଞ୍ଚଳିକ ଖବର

ଛାତ୍ର ସଂସଦ ନିର୍ବାଚନ ବାତିଲ,କ୍ୟାମ୍ପସ ଗଣତନ୍ତ୍ରର ହତ୍ୟା: କଂଗ୍ରେସ

Odisha Lekha October 10, 2026
ଆଞ୍ଚଳିକ ଖବର

ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ସହିଦ କଷ୍ଟି ଡାକୁଆଙ୍କ ସହିଦ ଦିବସ ପାଳିତ:ପ୍ରଜାମଣ୍ଡଳ ଆନ୍ଦୋଳନର ଦୁର୍ଦ୍ଦର୍ଷ ନେତା ଥିଲେ କଷ୍ଟି ଡାକୁଆ

Odisha Lekha October 10, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?