Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ଆଇଆଇସି ସ୍ତରରେ ବଦଳି କଲେ ଆରକ୍ଷୀ ଅଧିକ୍ଷକ:ନୟାଗଡ଼ ଟାଉନ୍ ଥାନାକୁ ୨ଜଣ ଓ ରଣପୁର ଥାନାରେ ଜଣେ ଅତିରିକ୍ତ ଆଇଆଇସି ନିଯୁକ୍ତ

Published January 9, 2026 ସ୍ୱତନ୍ତ୍ର ଖବର
SHARE

ନୟାଗଡ଼, (ଓଡ଼ିଶା ଲେଖା): ନୟାଗଡ଼ ଜିଲ୍ଲାରେ ଥିବା ବିଭିନ୍ନ ଥାନାର ଆଇଆଇସି ସ୍ତରରେ ବଡ଼ ଧରଣର ବଦଳି କରିଛନ୍ତି ନୟାଗଡ଼ ଆରକ୍ଷୀ ଅଧିକ୍ଷକ ଏସ ସୁଶ୍ରୀ । ପ୍ରାୟତଃ ଥାନାରେ ଇନ୍ସପେକ୍ଟର ପାହ୍ୟାକୁ ପଦୋନ୍ନତି ପାଇଥିବା ଆଇଆଇସି ମାନଙ୍କୁ ଦାୟୀତ୍ଵ ଦେଇଛନ୍ତି ନୟାଗଡ ଆରକ୍ଷୀ ଅଧିକ୍ଷକ । ତେବେ ନୟାଗଡ଼ ଟାଉନ୍ ଥାନାରେ ଆଇଆଇସି ରଶ୍ମୀରଂଜନ ପ୍ରଧାନ ଥିବା ବେଳେ ଦୁଇ ଜଣ ଅତିରିକ୍ତ ଆଇଆଇସିଙ୍କୁ ନିଯୁକ୍ତ କରାଯାଇଛି । ଦୁଇ ଅତିରିକ୍ତ ଆଇଆଇସି ହେଲେ ଫଟେଗଡ ଥାନାର କାର୍ଯ୍ୟରତ ଆଇଆଇସି ପଞ୍ଚାନନ ପରିଡ଼ା ଓ ପୋଲିସ ମୁଖ୍ୟାଳୟରେ ଥିବା ଆଇଆଇସି ଲିଜା ମଲ୍ଲିକଙ୍କୁ ନୟାଗଡ଼ ଟାଉନ୍ ଥାନାରେ ନିଯୁକ୍ତ କରାଯାଇଛି । ସେହିପରି ପୋଲିସ ମୁଖ୍ୟାଳୟରେ କାର୍ଯ୍ୟରତ ଆଇଆଇସି ପ୍ରିୟତମା ପ୍ରଧାନଙ୍କୁ ନୟାଗଡ ସଦର ଥାନାରେ ନିଯୁକ୍ତ କରାଯାଇଥିବା ବେଳେ ସଦର ଥାନାର ଆଇଆଇସି ଶରତ କୁମାର ସେଠୀଙ୍କୁ ପୋଲିସ ମୁଖ୍ୟାଳୟକୁ ବଦଳି କରାଯାଇଛି । ନୟାଗଡ଼ ପୋଲିସ ମୁଖ୍ୟାଳୟର ଆଇଆଇସି କୃତିବାସ ହରିଚନ୍ଦନଙ୍କୁ ଖଣ୍ଡପଡା ଥାନାକୁ, ଆଇଆଇସି ଅଜୟ ସାହୁଙ୍କୁ ଫତେଗଡ଼ ଥାନାକୁ , ଟଙ୍କଧର ଛତ୍ରିଆଙ୍କୁ ଗଣିଆ ଥାନାକୁ, ସତ୍ୟନାରାୟଣ ବାରିକଙ୍କୁ ଓଡ଼ଗାଁ ଥାନାକୁ ଆଇଆଇସି ଭାବେ ବଦଳି କରାଯାଇଥିବା ବେଳେ ସଂଘମିତ୍ରା ଚାନ୍ଦଙ୍କୁ ରଣପୁର ଥାନାର ଅତିରିକ୍ତ ଆଇଆଇସି ଭାବେ ନିଯୁକ୍ତ କରାଯାଇଛି । ଏବଂ ଗଣିଆ ଥାନାର କାର୍ଯ୍ୟରତ ଆଇଆଇସି ଲକ୍ଷ୍ମଣ ଦଣ୍ଡସେନାଙ୍କୁ ଆଇୟୁସିଏଡବ୍ଲ୍ୟୁ ବିଭାଗର ଦାୟୀତ୍ଵ ଦିଆଯାଇଛି । ଓଡ଼ଗାଁ ଆଇଆଇସି ଅଭୟ ବେହେରାଙ୍କୁ ଚାନ୍ଦପୁର ଥାନାକୁ ବଦଳି କରାଯାଇଛି। ଏବଂ ଚାନ୍ଦପୁର ଥାନାରେ କାର୍ଯ୍ୟରତ ଆଇଆଇସି ଦିଲ୍ଲୀପ କୁମାର ସ୍ବାଇଁ ଓ ଆଇୟୁସିଏଡବ୍ଲ୍ୟୁରେ କାର୍ଯ୍ୟରତ ଆଇଆଇସି ପରମାନନ୍ଦ ଦଳାଇଙ୍କୁ ସାଇବର ସେଲ୍ କୁ ବଦଳି କରାଯାଇଛି  । ଆଇଆଇସି ମିନତୀ କୁମାରୀ ନାୟକଙ୍କୁ ମହିଳା ସେଲ୍ କୁ ବଦଳି କରାଯାଇଛି । ଆଇଆଇସି ମାନଙ୍କୁ ବଦଳି କରାଯାଇଥିବା ଜାଗାରେ ତୁରନ୍ତ ଯାଇ ଯୋଗ ଦେଇ କାର୍ଯ୍ୟଭାର ଗ୍ରହଣ କରିବାକୁ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଏସ ସୁଶ୍ରୀ ନିର୍ଦ୍ଦେଶ ଦେଇଥିବା ନେଇ ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ମିଳିଛି ।

Preloader Image
IMG-20260815-WA0003
IMG-20260108-WA0001
Odisha Lekha January 9, 2026 January 9, 2026
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy1
Angry0
Surprise0
Dead0
Wink0
ସଜାଗ ହେବେ ଦଳଡିଆଁ ନେତା ! ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଦେଲା ରାଜନୈତିକ ବାର୍ତ୍ତା,ପଞ୍ଚାୟତ ନିର୍ବାଚନ ପୂର୍ବରୁ ବଢ଼ିଲା ଚର୍ଚ୍ଚା
ସ୍ୱତନ୍ତ୍ର ଖବର
ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଫଳ ପ୍ରକାଶ:ବାଜି ମାରିଲା ବିଜୁ ଛାତ୍ର ଜନତା ଦଳ, ସଭାପତି କାର୍ତ୍ତିକ ମହାନ୍ତି ଓ ସମ୍ପାଦକ ସୁଭମ ପ୍ରକାଶ ପଣ୍ଡା
ଜିଲ୍ଲା ଖବର
ବିଜେପି କର୍ମୀଙ୍କ ଆକ୍ରମଣ ପ୍ରତିବାଦରେ ଏସ୍‌ପି କାର୍ଯ୍ୟାଳୟ ଆଗରେ କଂଗ୍ରେସର ଧାରଣା :ପ୍ରହଲ୍ଲାଦଙ୍କ ଅବସ୍ଥା ଗୁରୁତର:ଶାଶ୍ୱତଆହାତ
ଜିଲ୍ଲା ଖବର
ଛାତ୍ର ସଂସଦ ନିର୍ବାଚନ ଅପଡେଟ୍ : ସରିଲା ମତଦାନ, ଫଳାଫଳକୁ ଅପେକ୍ଷା:ନୟାଗଡ଼ ସ୍ୱୟଂଶାସିତ ମହାବିଦ୍ୟାଳୟରେ ୭୬.୫୩% ମତଦାନ
ଜିଲ୍ଲା ଖବର

ଅଧିକ ପଢନ୍ତୁ

ସ୍ୱତନ୍ତ୍ର ଖବର

ସଜାଗ ହେବେ ଦଳଡିଆଁ ନେତା ! ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଦେଲା ରାଜନୈତିକ ବାର୍ତ୍ତା,ପଞ୍ଚାୟତ ନିର୍ବାଚନ ପୂର୍ବରୁ ବଢ଼ିଲା ଚର୍ଚ୍ଚା

Odisha Lekha October 16, 2026
ସ୍ୱତନ୍ତ୍ର ଖବର

ନୟାଗଡ଼ର ମାଟିରେ ସ୍ୱାଧୀନତା ସଂଗ୍ରାମର ଅମର ଗାଥା:ଅକ୍ଟୋବର ୧୦ରେ ସହିଦ ହୋଇଥିଲେ ଆଦିବାସୀ ନେତା କଷ୍ଟି ଡାକୁଆ

Odisha Lekha October 10, 2026
ସ୍ୱତନ୍ତ୍ର ଖବର

ସ୍ୱାଧୀନତାର ୮୦ ବର୍ଷ – ଆମେ କେଉଁଠି ?

Odisha Lekha October 4, 2026
ସ୍ୱତନ୍ତ୍ର ଖବର

ନୟାଗଡ଼ର ଦୁଇ ପୂର୍ବତନ ଏସ୍‌ପିଙ୍କ ଭିନ୍ନ ଅନ୍ଦାଜ:ଜଣଙ୍କ କଠୋର ଅପରାଧ ଦମନ, ଆଉ ଜଣଙ୍କ ଲୋକସମ୍ପର୍କ ଓ ମାନବିକତା

Odisha Lekha October 1, 2026
ସ୍ୱତନ୍ତ୍ର ଖବର

ପାର୍ବଣ ଋତୁରେ ‘ଓଡ଼ିଶା ଲେଖା’ର ପୂଜା ଧମାକା :ଆସୁଛି ଲକି ଡ୍ର କୂପନ:୩୦ ଜଣ ଭାଗ୍ୟଶାଳୀ ବିଜେତାଙ୍କୁ ମିଳିବ ଆକର୍ଷଣୀୟ ପୁରସ୍କାର

Odisha Lekha September 25, 2026
ସ୍ୱତନ୍ତ୍ର ଖବର

ସମ୍ପାଦକୀୟ:ନୟାଗଡ଼ର ସୂର୍ଯ୍ୟୋଦୟ

Odisha Lekha September 16, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?