Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • Home
  • Contact Us
  • About Us
© 2025 -Odisha Lekha. All Rights Reserved.

“ମୋ ଗାଁରେ ମୋ ତହସିଲ” କାର୍ଯ୍ୟକ୍ରମ

Published January 10, 2026 ସ୍ୱତନ୍ତ୍ର ଖବର
SHARE

ନୟାଗଡ଼, (ଓଡ଼ିଶା ଲେଖା): ରାଜ୍ୟ ସରକାରଙ୍କ ରାଜସ୍ଵ ବିଭାଗର ନିର୍ଦ୍ଦେଶ କ୍ରମେ ନୟାଗଡ଼ ତହସିଲ ପକ୍ଷରୁ “ମୋ ଗାଁରେ ମୋ ତହସିଲ”  ପରିକଳ୍ପିତ ଏକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ନୟାଗଡ଼ ତହସିଲଦାର ରାଜେଶ କେଶରୀ ସ୍ୱାଇଁଙ୍କ ପରାମର୍ଶ କ୍ରମେ ଅତିରିକ୍ତ ତହସିଲଦାର ଅମିତା ପଟ୍ଟନାୟକ ବିଭିନ୍ନ ଗାଁକୁ ଯାଇ ସଚେତନର ବାର୍ତ୍ତା ବହନ କରିଥିବା ଜଣାପଡ଼ିଛି ।  ଏହି କାର୍ଯ୍ୟକ୍ରମରେ ଓଡ଼ିଶା ସରକାରଙ୍କ ରାଜସ୍ୱ ସେବାକୁ ଗ୍ରାମସ୍ତରରେ ପହଞ୍ଚାଇବା ପାଇଁ ଏକ ଅଭିନବ ପ୍ରୟାସ କରାଯାଇଛି।

ଏହି କାର୍ଯ୍ୟକ୍ରମ ପ୍ରଜାପଟ୍ଟାରେ ଥିବା ୨ୟ କଲମ (ପ୍ରଜାଙ୍କ ନାମ) ସଂଶୋଧନରେ ଜନସାଧାରଣଙ୍କ ଅଂଶଗ୍ରହଣ ବୃଦ୍ଧି କରିବା ସହିତ ଜମିଜମା ସମ୍ବନ୍ଧୀୟ ବିବାଦର ତୁରନ୍ତ ସମାଧାନ ଏବଂ ରାଜସ୍ୱ ପ୍ରଶାସନରେ ସ୍ପଷ୍ଟତା ଓ ଜନବିଶ୍ୱାସକୁ ସୁଦୃଢ଼ କରିବ । ଜନସାଧାରଣଙ୍କୁ ଉତ୍ତମ ସେବା ଯୋଗାଇ ଦେବାପାଇଁ “ମୋ ଗାଁରେ ମୋ ତହସିଲ” କାର୍ଯ୍ୟକ୍ରମ କରାଯାଇଛି। ଓଡ଼ିଶାର ଲୋକକଳା ପାଲା ଓ ଦାସକାଠିଆ ମାଧ୍ୟମରେ ଲୋକ ମାନଙ୍କୁ ସଚେତନ କରାଇବା ସହ ବାର୍ତ୍ତା ମଧ୍ୟ ଦିଆଯାଉଛି । ଏହି କାର୍ଯ୍ୟକ୍ରମରେ ପାଲା କଳାକାର, ରାଜସ୍ବ ନିରୀକ୍ଷକ ଓ କର୍ମଚାରୀ ମାନେ ସାମିଲ ହୋଇଛନ୍ତି ।

Preloader Image
IMG-20260411-WA0004
IMG-20260330-WA0039
IMG-20260108-WA0001
Odisha Lekha January 10, 2026 January 10, 2026
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ‘ରଥପାଇଁ ଗଛଟିଏ’ କାର୍ଯ୍ୟକ୍ରମ:ଗଛ ଲଗାଇବା ପାଇଁ ସଂକଳ୍ପ ନେଲେ ଆଚାର୍ଯ୍ୟ ଆଚାର୍ଯ୍ୟା ଓ ଅଭିଭାବକ
ସ୍ୱତନ୍ତ୍ର ଖବର
ତେଲ ମାଲିସ୍ ନେତା ନେତ୍ରୀଙ୍କୁ କେବେ ମିଳିବ ସୁଯୋଗ ?
ରାଜନୀତି
ପ୍ରିୟଦିନି ଫାଉଣ୍ଡେସନର ତୃତୀୟ ପ୍ରତିଷ୍ଠା ଦିବସ
ସ୍ୱତନ୍ତ୍ର ଖବର
ବିଶ୍ୱନାଥ ପଣ୍ଡିତ ପାଠାଗାରର ଶୁଭ ଉଦଘାଟନ:ଯୁବ ପ୍ରକାଶକଙ୍କୁ ସମ୍ବର୍ଦ୍ଧନା
ସ୍ୱତନ୍ତ୍ର ଖବର

ଅଧିକ ପଢନ୍ତୁ

ସ୍ୱତନ୍ତ୍ର ଖବର

ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ‘ରଥପାଇଁ ଗଛଟିଏ’ କାର୍ଯ୍ୟକ୍ରମ:ଗଛ ଲଗାଇବା ପାଇଁ ସଂକଳ୍ପ ନେଲେ ଆଚାର୍ଯ୍ୟ ଆଚାର୍ଯ୍ୟା ଓ ଅଭିଭାବକ

Odisha Lekha July 15, 2026
ସ୍ୱତନ୍ତ୍ର ଖବର

ପ୍ରିୟଦିନି ଫାଉଣ୍ଡେସନର ତୃତୀୟ ପ୍ରତିଷ୍ଠା ଦିବସ

Odisha Lekha July 14, 2026
ସ୍ୱତନ୍ତ୍ର ଖବର

ବିଶ୍ୱନାଥ ପଣ୍ଡିତ ପାଠାଗାରର ଶୁଭ ଉଦଘାଟନ:ଯୁବ ପ୍ରକାଶକଙ୍କୁ ସମ୍ବର୍ଦ୍ଧନା

Odisha Lekha July 14, 2026
ସ୍ୱତନ୍ତ୍ର ଖବର

ଚକ୍ଷୁଦାନ କଲେ ଅଙ୍ଗନବାଡ଼ି ଜିଲ୍ଲା ସଭାନେତ୍ରୀ ଜ୍ୟୋତ୍ସାମୟୀ:ହଜାର ହଜାର ଲୋକଙ୍କ ଉପସ୍ଥିତିରେ ଶେଷକୃତ୍ତ୍ୟ:ଝିଅ ଦେଲା ମୁଖାଗ୍ନି

Odisha Lekha July 7, 2026
ସ୍ୱତନ୍ତ୍ର ଖବର

ନିରୋଗ ସେଣ୍ଟରରେ ସ୍ୱାସ୍ଥ୍ୟ ବିଭାଗ ଓ ତହସିଲଦାରଙ୍କ ଚଢ଼ାଉ

Odisha Lekha July 5, 2026
ସ୍ୱତନ୍ତ୍ର ଖବର

ଭୁଶୁଡ଼ି ପଡ଼ିଲା ୫୭ନଂ ଜାତୀୟ ରାଜପଥର ନୟାଗଡ଼ ବାଇପାସ୍ ରାସ୍ତା:ଗୋଟିଏ ପଟେ ସପୋର୍ଟ ରାସ୍ତା ସଂପୂର୍ଣ୍ଣ ନଷ୍ଟ

Odisha Lekha July 5, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?