Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ଜିଲ୍ଲା ସ୍ତରୀୟ ନିଯୁକ୍ତି ମେଳା:ପଞ୍ଜିକରଣ କଲେ ୧୦୬୫ଜଣ ନିଯୁକ୍ତି ଆଶାୟୀ

Published January 10, 2026 ଶିକ୍ଷା ଓ ନିଯୁକ୍ତି
SHARE

ନୟାଗଡ଼, (ଓଡ଼ିଶା ଲେଖା): ଜିଲ୍ଲା ପ୍ରଶାସନ ଆନୁକୁଲ୍ୟରେ ଏକ ଜିଲ୍ଲା ସ୍ତରୀୟ ନିଯୁକ୍ତି ମେଳା ଆରକ୍ଷୀ ପ୍ରଶିକ୍ଷଣ ବିଦ୍ୟାଳୟ ପଡିଆ ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ଜିଲ୍ଲା ସ୍ତରୀୟ ନିଯୁକ୍ତି ମେଳା କୁ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ ଏବଂ ନୟାଗଡ଼ ଜିଲ୍ଲାପାଳ ମଧୁମିତା ରଥ ପ୍ରଦୀପ ପ୍ରଜ୍ବଳନ କରି ଉଦଘାଟନ କରିଥିଲେ । ଏହି ମେଳାରେ ଆରକ୍ଷୀ ପ୍ରଶିକ୍ଷଣ ବିଦ୍ୟାଳୟର ଅଧ୍ୟକ୍ଷ ଭବେଶ କୁମାର ନାୟକ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଜ୍ୟୋତ୍ସ୍ନାମୟୀ ଆଚାର୍ଯ୍ୟ, ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନର ଅଧ୍ୟକ୍ଷ କାନ୍ତି ରଞ୍ଜନ ସାହୁ ଉପସ୍ଥିତ ରହି ନିଜର ବହୁମୂଲ୍ୟ ବକ୍ତବ୍ୟ ପ୍ରଦାନ କରିଥିଲେ ।

ସଭାକୁ ଜିଲ୍ଲା ଦକ୍ଷତା ବିକାଶ ଓ ନିୟୋଜନ ଅଧିକାରୀ ମନସ୍ଵୀ ସେଠୀ ପରିଚାଳନା କରିଥିଲେ । ଏହି ନିଯୁକ୍ତି ମେଳାରେ ମୋଟ ୨୩ ଗୋଟି ନିଯୁକ୍ତି ଦାତା କମ୍ପାନୀ ଏବଂ ୭ ଜଣ ପ୍ରଶିକ୍ଷଣ ପ୍ରଦାନକାରୀ ସଂସ୍ଥା ଯୋଗ ଦେଇଥିଲେ । ଏହି ମେଳାରେ ବିଭିନ୍ନ ବ୍ଲକରୁ ସର୍ବମୋଟ ୧୦୬୫ ଜଣ ଛାତ୍ର ଛାତ୍ରୀ ଏବଂ ନିଯୁକ୍ତି ଆଶାୟୀ ପ୍ରାର୍ଥୀ ମାନେ ଯୋଗ ଦେଇ  ନିଜର ପସନ୍ଦର ନିଯୁକ୍ତି ଦାତା ଙ୍କ ପାଖରେ ପଞ୍ଜିକରଣ କରିଥିଲେ ।

Preloader Image
IMG-20260815-WA0003
IMG-20260108-WA0001
Odisha Lekha January 10, 2026 January 10, 2026
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ନେପାଳ ବନ୍ୟାରେ ଭାରତର ବଡ଼ ସହାୟତା:ପ୍ରଥମ ଦେଶ ଭାବେ ୬୮ ଟନ୍‌ ରିଲିଫ ସାମଗ୍ରୀ ପଠାଇଲା ଭାରତ, ବିଶ୍ୱର ବିଭିନ୍ନ ଦେଶ ବି ବଢ଼ାଇଲେ ସହାୟତାର ହାତ
ଦେଶ ବିଦେଶ
ନୟାଗଡ଼ ବିଜେଡ଼ି କାର୍ଯ୍ୟାଳୟରେ ‘Gen Z Inspection’ କାର୍ଯ୍ୟକ୍ରମ
ଜିଲ୍ଲା ଖବର
ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ;ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା:୧୦ ପ୍ରଶ୍ନର ଜବାବ୍ ମାଗିଲେ ଅରୁଣ
ରାଜନୀତି ରାଜ୍ୟ ଖବର
ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ସମ୍ବର୍ଦ୍ଧିତ ହେଲେ ସୌମ୍ୟ ରଞ୍ଜନ:ସାହସିକତା ପାଇଁ ପାଇଲେ ବିଜୁ ପଟ୍ଟନାୟକ ସାହସିକତା ପୁରସ୍କାର
ରାଜ୍ୟ ଖବର

ଅଧିକ ପଢନ୍ତୁ

ଶିକ୍ଷା ଓ ନିଯୁକ୍ତି

ସାମ୍ବାଦିକ ଭବନରେ ମେଗା ରକ୍ତଦାନ ଶିବିର, ୯୩ ୟୁନିଟ୍ ସଂଗୃହିତ:ଜୀବନ ପାଇଁ ରକ୍ତଦାତାଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ:ଚଳିତ ବର୍ଷ ଶିବିର ମଧ୍ୟରେ ରେକର୍ଡ଼

Odisha Lekha August 5, 2026
ଜିଲ୍ଲା ଖବରରାଜନୀତିଶିକ୍ଷା ଓ ନିଯୁକ୍ତି

ଯୁବ-ଛାତ୍ର ବିଜେଡି ଓ ଅଭିଭାବକଙ୍କ ପକ୍ଷରୁ ଶିକ୍ଷା ଅଧିକାର ସମାବେଶ:ନୟାଗଡ଼ରେ ଅରୁଣଙ୍କ ରଣହୁଙ୍କାର:ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବି

Odisha Lekha August 2, 2026
ଶିକ୍ଷା ଓ ନିଯୁକ୍ତି

ସାହିତ୍ୟ ଏକାଡେମୀର ଜିଲ୍ଲା ସ୍ତରୀୟ ବିଭିନ୍ନ ପ୍ରତିଯୋଗୀତା

Odisha Lekha July 7, 2026
ଶିକ୍ଷା ଓ ନିଯୁକ୍ତି

ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ କଣ୍ଢେଇ ଦିବସ

Odisha Lekha March 21, 2026
ଶିକ୍ଷା ଓ ନିଯୁକ୍ତି

ନୟାଗଡ଼ ପ୍ରଜାମଣ୍ଡଳ ମହିଳା ମହାବିଦ୍ୟାଳୟରେ ଇଣ୍ଟର୍ନସିପ୍ ଓରିଏଣ୍ଟେସନ୍ କାର୍ଯ୍ୟକ୍ରମ

Odisha Lekha March 20, 2026
ଶିକ୍ଷା ଓ ନିଯୁକ୍ତି

ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ “ଘର ହିଁ ବିଦ୍ୟାଳୟ ପ୍ରକଳ୍ପ”

Odisha Lekha February 7, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?