Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ଗ୍ରାମୀଣ ସମୃଦ୍ଧି ତାଲିମ କାର୍ଯ୍ୟକ୍ରମ

Published January 10, 2026 ଶିକ୍ଷା ଓ ନିଯୁକ୍ତି
SHARE

ନୟାଗଡ଼, (ଓଡ଼ିଶା ଲେଖା): ନୟାଗଡ଼ ବ୍ଲକର ସରପଞ୍ଚ, ଅଙ୍ଗନବାଡି କର୍ମୀ,ମିଶନ ଶକ୍ତିର ଏମବିକେ ସିଆରପି ଏବଂ କିଛି ମହିଳା ସ୍ଵୟଂ ସହାୟକ ଗୋଷ୍ଠୀର ପ୍ରେସିଡେଣ୍ଟ ଓ ସେକ୍ରେଟାରୀଙ୍କୁ ନେଇ ସାନିଟେସନ ମାଧ୍ୟମରେ ଗ୍ରାମୀଣ ସମୃଦ୍ଧି ତାଲିମ କାର୍ଯ୍ୟକ୍ରମ ଜିଲ୍ଲା ପରିଷଦର ସୃଜନ ଗୃହରେ ଅନୁଷ୍ଠିତ ହୋଇଥିଲା। ଉକ୍ତ ତାଲିମ କାର୍ଯ୍ୟକ୍ରମରେ ନୟାଗଡ଼ ଜିଲ୍ଲାର ଜିଲ୍ଲାପାଳ ମଧୁମିତା ରଥ ଯୋଗଦେଇ ତାଲିମ କାର୍ଯ୍ୟକ୍ରମ ବିଷୟରେ ଆଲୋକପାତ କରିଥିଲେ ଏବଂ ନିଜେ ସଫାସୁତୁରା ରହିବା ସହିତ କିପରି ଭାବେ ପଞ୍ଚାୟତକୁ ନିର୍ମଳ ଏବଂ ସରସ ସୁନ୍ଦର ଗଢ଼ିତୋଳି ହେବ ତାହା ଉପରେ ଆଲୋଚନା କରିଥିଲେ ।

ନାରୀ ସଶକ୍ତିକରଣ ସହିତ ପରିବେଶର ସ୍ବଚ୍ଛତାର ଦୀର୍ଘ ସ୍ଥାୟୀ କାର୍ଯ୍ୟକ୍ରମ ଉପରେ ଟିପ୍ପଣୀ ରଖିଥିଲେ । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ, ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଲଗ୍ନଜିତ୍ ରାଉତ ଅତିରିକ୍ତ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଆଲବଟ ଲାକ୍ରା ଯୋଗ ଦେଇ ନିଜ ନିଜର ବକ୍ତବ୍ୟ ରଖିଥିଲେ ।

Preloader Image
IMG-20260815-WA0003
IMG-20260108-WA0001
Odisha Lekha January 10, 2026 January 10, 2026
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ସଜାଗ ହେବେ ଦଳଡିଆଁ ନେତା ! ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଦେଲା ରାଜନୈତିକ ବାର୍ତ୍ତା,ପଞ୍ଚାୟତ ନିର୍ବାଚନ ପୂର୍ବରୁ ବଢ଼ିଲା ଚର୍ଚ୍ଚା
ସ୍ୱତନ୍ତ୍ର ଖବର
ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଫଳ ପ୍ରକାଶ:ବାଜି ମାରିଲା ବିଜୁ ଛାତ୍ର ଜନତା ଦଳ, ସଭାପତି କାର୍ତ୍ତିକ ମହାନ୍ତି ଓ ସମ୍ପାଦକ ସୁଭମ ପ୍ରକାଶ ପଣ୍ଡା
ଜିଲ୍ଲା ଖବର
ବିଜେପି କର୍ମୀଙ୍କ ଆକ୍ରମଣ ପ୍ରତିବାଦରେ ଏସ୍‌ପି କାର୍ଯ୍ୟାଳୟ ଆଗରେ କଂଗ୍ରେସର ଧାରଣା :ପ୍ରହଲ୍ଲାଦଙ୍କ ଅବସ୍ଥା ଗୁରୁତର:ଶାଶ୍ୱତଆହାତ
ଜିଲ୍ଲା ଖବର
ଛାତ୍ର ସଂସଦ ନିର୍ବାଚନ ଅପଡେଟ୍ : ସରିଲା ମତଦାନ, ଫଳାଫଳକୁ ଅପେକ୍ଷା:ନୟାଗଡ଼ ସ୍ୱୟଂଶାସିତ ମହାବିଦ୍ୟାଳୟରେ ୭୬.୫୩% ମତଦାନ
ଜିଲ୍ଲା ଖବର

ଅଧିକ ପଢନ୍ତୁ

ଜିଲ୍ଲା ଖବରଶିକ୍ଷା ଓ ନିଯୁକ୍ତି

ବଦଳିଲେନୟାଗଡ଼ ଜିଲ୍ଲାରେ ଦୁଇ ବିଇଓ, ଜଣଙ୍କ ପଦବୀ ବଳବତ୍ତର

Odisha Lekha September 26, 2026
ଜିଲ୍ଲା ଖବରଶିକ୍ଷା ଓ ନିଯୁକ୍ତିସ୍ବାସ୍ଥ୍ୟ

ଭାପୁରରେ ସ୍ୱାସ୍ଥ୍ୟ ଓ ଶିକ୍ଷା ବ୍ୟବସ୍ଥା ନେଇ କଂଗ୍ରେସର ଦାବିପତ୍ର:ଏକ ଲକ୍ଷ ଲୋକଙ୍କ ପାଇଁ ମାତ୍ର ୫ ଡାକ୍ତର: ମାସେ ଭିତରେ ସମାଧାନ ନହେଲେ ସତ୍ୟାଗ୍ରହର ଚେତାବନୀ

Odisha Lekha September 22, 2026
ରାଜ୍ୟ ଖବରଶିକ୍ଷା ଓ ନିଯୁକ୍ତି

କ୍ୟାପିଟାଲ ଆଇନ ମହାବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ବନ୍ଧୁମିଳନ ଓ ପରିବେଶ ସୁରକ୍ଷା ଅଭିଯାନ

Odisha Lekha September 8, 2026
ଶିକ୍ଷା ଓ ନିଯୁକ୍ତି

ଜୟପୁର ସରକାରୀ ଉଚ୍ଚ ବିଦ୍ୟାଳୟରେ ସ୍ଥାୟୀ ଶିକ୍ଷକ ନିଯୁକ୍ତି ଦାବି:ଡିଇଓ କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣା

Odisha Lekha September 7, 2026
ଶିକ୍ଷା ଓ ନିଯୁକ୍ତି

ସାଇ ଶିକ୍ଷା ନିକେତନର ଦ୍ୱିତୀୟ ବାର୍ଷିକ ଉତ୍ସବ:ଅଭିଭାବକଙ୍କ ସକ୍ରିୟ ଭୂମିକା ଛାତ୍ରଛାତ୍ରୀଙ୍କ ସଫଳତାର ମୁଖ୍ୟ ଆଧାର:ଅରୁଣ

Odisha Lekha September 6, 2026
ଆଞ୍ଚଳିକ ଖବରଶିକ୍ଷା ଓ ନିଯୁକ୍ତି

ସପ୍ତମ ଶ୍ରେଣୀ ପ୍ରଶ୍ନ ବ୍ୟାଙ୍କ ପ୍ରସ୍ତୁତି ପାଇଁ ୩ ଦିନିଆ କର୍ମଶାଳା

Odisha Lekha September 4, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?