Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ହୁତୁହୁତୁ ହୋଇ ଜଳିଗଲା ‘ଆମ ବସ୍’

Published January 10, 2026 ଦୁର୍ଘଟଣା
SHARE

ଓଡ଼ିଶା ଲେଖା ଅଫିସ୍: ସକାଳର ବଡ ଖବର । ହୁତୁହୁତୁ ହୋଇ ଜଳିଗଲା ଆମ ବସ୍ । ଏଭଳି ଅଘଟଣ ଦେଖିବାକୁ ମିଳିଛି ଭୁବନେଶ୍ବର କଳିଙ୍ଗ ଷ୍ଟୁଡ଼ିଓ ଛକ ନିକଟରେ । ଯାତ୍ରୀ ମାନେ ନିଆଁକୁ ଦେଖି ବସରୁ ଓହ୍ଲାଇ ପଡ଼ିଥିଲେ । ସୂଚନାନୁସାରେ, ରାଜ୍ୟ ସରକାରଙ୍କ ପକ୍ଷରୁ ଭୁବନେଶ୍ବରରେ ଆମ ବସ୍ ଚାଲୁଥିବା ବେଳେ ଆଜି ସକାଳୁ ସକାଳୁ ବସ୍ ଟି ଷ୍ଟୁଡ଼ିଓ ଛକ ଦେଇ ସମ ହସ୍ପିଟାଲ ଅଭିମୁଖେ ଯାଉଥିଲା । ତେବେ ଷ୍ଟୁଡ଼ିଓ ଛକ ନିକଟରେ ବସ ଟି ହଠାତ୍ ଜଳିବାକୁ ଲାଗିଲା । ସକାଳୁ ବସ୍ ରେ ପ୍ରାୟ ଯାତ୍ରୀ ନଥିବା ବେଳେ କମ ସଂଖ୍ୟକ ଯାତ୍ରୀ ଓହ୍ଲାଇ ପଡ଼ିଥିଲେ । ବସ୍ ଟି ଚାହୁଁ ଚାହୁଁ ହୁତୁହୂତୁ ହୋଇ ଜଳିବାକୁ ଲାଗିଛି । ଖବର ପାଇ ଅଗ୍ନିଶମ ବାହିନୀ ବସ ପାଖରେ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଚେଷ୍ଟା ଜାରି ରଖିଛି । ସକାଳୁ ବସ୍ ଟି ହଠାତ୍ ଜଳିଯିବା ଘଟଣା ସମସ୍ତଙ୍କୁ ଚକିତ କରିଥିବା ବେଳେ କେମିତି ଓ କାହିଁକି ବସ୍ ଟି ଜଳିଗଲା କାରଣ ଖୋଜା ଚାଲିଛି ।

Preloader Image
IMG-20260815-WA0003
IMG-20260108-WA0001
Odisha Lekha January 10, 2026 January 10, 2026
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ସଜାଗ ହେବେ ଦଳଡିଆଁ ନେତା ! ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଦେଲା ରାଜନୈତିକ ବାର୍ତ୍ତା,ପଞ୍ଚାୟତ ନିର୍ବାଚନ ପୂର୍ବରୁ ବଢ଼ିଲା ଚର୍ଚ୍ଚା
ସ୍ୱତନ୍ତ୍ର ଖବର
ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଫଳ ପ୍ରକାଶ:ବାଜି ମାରିଲା ବିଜୁ ଛାତ୍ର ଜନତା ଦଳ, ସଭାପତି କାର୍ତ୍ତିକ ମହାନ୍ତି ଓ ସମ୍ପାଦକ ସୁଭମ ପ୍ରକାଶ ପଣ୍ଡା
ଜିଲ୍ଲା ଖବର
ବିଜେପି କର୍ମୀଙ୍କ ଆକ୍ରମଣ ପ୍ରତିବାଦରେ ଏସ୍‌ପି କାର୍ଯ୍ୟାଳୟ ଆଗରେ କଂଗ୍ରେସର ଧାରଣା :ପ୍ରହଲ୍ଲାଦଙ୍କ ଅବସ୍ଥା ଗୁରୁତର:ଶାଶ୍ୱତଆହାତ
ଜିଲ୍ଲା ଖବର
ଛାତ୍ର ସଂସଦ ନିର୍ବାଚନ ଅପଡେଟ୍ : ସରିଲା ମତଦାନ, ଫଳାଫଳକୁ ଅପେକ୍ଷା:ନୟାଗଡ଼ ସ୍ୱୟଂଶାସିତ ମହାବିଦ୍ୟାଳୟରେ ୭୬.୫୩% ମତଦାନ
ଜିଲ୍ଲା ଖବର

ଅଧିକ ପଢନ୍ତୁ

ଦୁର୍ଘଟଣା

ପୋଖରୀରେ ବୁଡ଼ି ନାବାଳିକା ମୃତ:ଗାଁରେ ଶୋକାକୁଳ ପରିସ୍ଥିତି

Odisha Lekha October 3, 2026
ଦୁର୍ଘଟଣା

ବାଣିଗୋଚ୍ଛା ନିକଟରେ ‘ସାରଳା’ ବସ୍ ଦୁର୍ଘଟଣା

Odisha Lekha October 1, 2026
ଜିଲ୍ଲା ଖବରଦୁର୍ଘଟଣା

ସେଲ୍ଫି ହେଲା କାଳ! ସିଧାମୂଳା ବ୍ରିଜରୁ ଖସି ମହାନଦୀରେ ଯୁବକ ନିଖୋଜ

Odisha Lekha September 25, 2026
ଦୁର୍ଘଟଣା

ଦେଓଝର ରାସ୍ତାରେ ବାଇକ ଦୁର୍ଘଟଣା:ଜଣେ ଯୁବକଙ୍କ ମୃତ୍ୟୁ, ଜଣେ ଗୁରୁତର

Odisha Lekha September 9, 2026
ଦୁର୍ଘଟଣା

ଦେଓଝରରେ ଅଘଟଣ:ପଥରରେ ପଡ଼ି ପର୍ଯ୍ୟଟକଙ୍କ ମୃତ୍ୟୁ

Odisha Lekha September 5, 2026
ଜିଲ୍ଲା ଖବରଦୁର୍ଘଟଣା

ଗଛକୁ ଧକ୍କା ଦେଲା ଯାତ୍ରୀବାହୀ ବସ: ଡ୍ରାଇଭର ମୃତ, ୨୫ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ

Odisha Lekha September 4, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?