Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ଜିଲ୍ଲା ସ୍ତରୀୟ ପାଣି ପଞ୍ଚାୟତ ପକ୍ଷ -୨୦୨୬ ଉଦଯାପନୀ:ଜଳ ସଂରକ୍ଷଣ ବ୍ୟବସ୍ଥା ଗୁରୁତ୍ୱପୂର୍ଣ:ବାଚସ୍ପତି

Published January 14, 2026 ସ୍ୱତନ୍ତ୍ର ଖବର
SHARE

ନୟାଗଡ଼, (ଓଡ଼ିଶା ଲେଖା): ନୟାଗଡ଼ ଜିଲ୍ଲାର ଜିଲ୍ଲା ପରିଷଦ ସୃଜନ ସମ୍ମିଳନୀ କକ୍ଷରେ ମାନ୍ୟବର ବାଚସ୍ପତି ସୁରମା ପାଢ଼ୀଙ୍କ କରକମଳରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଖଣ୍ଡପଡ଼ା ବିଧାୟକ ଦୁଷ୍ମନ୍ତ କୁମାର ସ୍ୱାଇଁ, ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ, ଜିଲ୍ଲାପାଳ, ମଧୁମିତା ରଥ, ମୁଖ୍ୟ ଉନ୍ନୟନ ଅଧିକାରୀ ଲଗ୍ନଜିତ ରାଉତ,ଅଧିକ୍ଷଣ ଯନ୍ତ୍ରୀ, ଜଳ ସେଚନ ବିଭାଗ ବୈକୁଣ୍ଠନାଥ ଦଳାଇ ପ୍ରମୁଖ ଯୋଗ ଦେଇଥିଲେ । କାର୍ଯ୍ୟକ୍ରମର ପ୍ରାରମ୍ଭରେ ଅତିଥିମାନେ ପ୍ରଦୀପ ପ୍ରଜ୍ଜ୍ୱଳନ କରି କାର୍ଯ୍ୟକ୍ରମ ଉଦଘାଟନ କରିଥିଲେ।

ଏହାପରେ ସମୁହ ଜାତୀୟ ସଙ୍ଗୀତ ବନ୍ଦେ ଉତ୍କଳଜନନୀ ଗାନ କରାଯାଇଥିଲା । ଅଧିକ୍ଷଣ ଯନ୍ତ୍ରୀ, ଜଳସେଚନ ବିଭାଗ ସ୍ୱାଗତ ଭାଷଣ ରଖିଥିଲେ । ଏହାପରେ ମାନ୍ୟବର ବାଚସ୍ପତି ଅଭିଭାଷଣ ରଖିଥିଲେ। ସେ କହିଥିଲେ ଯେ ଜଳ ସଂରକ୍ଷଣ କରାଯିବା ସହ ଛୋଟ ଛୋଟ କେନାଲ ମାନଙ୍କୁ ମରାମତି କରାଯାଇ ପାରିଲେ ପାଣି ସମସ୍ୟା ଦୁରିଭୁତ ହୋଇ ପାରିବ । କୃଷି କ୍ଷେତ୍ରରେ ଜଳସେଚନ ର ପରିବର୍ତନ ଆଣିବା ପାଇଁ ଆହୁରି ସରକାର ଉପ-ଯୋଜନା ଯୋଡ଼ିଛନ୍ତି ସେଚାଞ୍ଚଳ ର ଉନ୍ନୟନ ଆଧୁନିକିକରଣ ମାଧ୍ୟମରେ ।

କମ୍ ପାଣିରେ ଅଧିକ ଅଞ୍ଚଳରେ ଜଳ ସେଚନ କରାଯିବା ପାଇଁ ବହୁ ପଦକ୍ଷେପ ନିଆଯାଉଛି । ସେହିପରି ଯୋଜନାର ସଫଳ ରୂପାୟନ ପାଇଁ ଅନ୍ୟ ଅତିଥି ମାନେ ଅଭିଭାଷଣ ରଖିଥିଲେ ।ଏଥିରେ ବହୁ ଵିଭିଗୀୟ ଅଧିକାରୀ, କୃଷକମାନେ, ଛାତ୍ରଛାତ୍ରୀ ପ୍ରମୁଖ ଯୋଗ ଦେଇଥିଲେ । ପାଣି ପଞ୍ଚାୟତ ପକ୍ଷ ସଂକ୍ରାନ୍ତିୟ ପ୍ରତିଯୋଗିତା ରେ କୃତୀ ଛାତ୍ରମାନଙ୍କୁ ପୁରସ୍କୃତ କରାଯାଇଥିଲା । ସଚେତନତା ସ୍ଵରୁପ ଛୋଟ ଛୋଟ ନାଟକ, ସଙ୍ଗୀତ ପରିବେଷଣ କରାଯାଇଥିଲା ।

Preloader Image
IMG-20260815-WA0003
IMG-20260108-WA0001
Odisha Lekha January 14, 2026 January 14, 2026
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ବ୍ରହ୍ମପୁରରେ ଓଡ଼ିଶା ଡିଜିଟାଲ ମିଡ଼ିଆ ମହାସଂଘର କ୍ଲଷ୍ଟରସ୍ତରୀୟ ପ୍ରଶିକ୍ଷଣ ଶିବିର:ଡିଜିଟାଲ ମିଡ଼ିଆର ସୁଯୋଗ, ସମ୍ଭାବନା, ଆହ୍ୱାନ ଓ ଦାୟିତ୍ୱବୋଧ ଉପରେ ଆଲୋଚନା
ଜିଲ୍ଲା ଖବର
ନରସିଂହପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଡାକ୍ତର ଅଭାବ ଅଭିଯୋଗ;ଖୁବ୍‌ଶୀଘ୍ର ୪ ଜଣ ଡାକ୍ତରଙ୍କ ପଦବୀ ପୂରଣ ପାଇଁ ପ୍ରକ୍ରିୟା ଆରମ୍ଭ:ବିଧାୟକ
ଆଞ୍ଚଳିକ ଖବର ସ୍ବାସ୍ଥ୍ୟ
“ସହର ଆମର, ସମ୍ପତ୍ତି ଆମର;ସ୍ୱଚ୍ଛତା ଓ ସୁରକ୍ଷା ଦାୟିତ୍ୱ ମଧ୍ୟ ଆମର”:ଅରୁଣ
ଜିଲ୍ଲା ଖବର
ସମ୍ପାଦକୀୟ: ନୟାଗଡ଼ର ସବୁଜ ବନାନୀ, ସୁରକ୍ଷା ଆମର ଦାୟିତ୍ୱ
ସ୍ୱତନ୍ତ୍ର ଖବର

ଅଧିକ ପଢନ୍ତୁ

ସ୍ୱତନ୍ତ୍ର ଖବର

ସମ୍ପାଦକୀୟ: ନୟାଗଡ଼ର ସବୁଜ ବନାନୀ, ସୁରକ୍ଷା ଆମର ଦାୟିତ୍ୱ

Odisha Lekha August 31, 2026
ସ୍ୱତନ୍ତ୍ର ଖବର

ସମ୍ପାଦକୀୟ:ପ୍ରଥମ ବର୍ଷରେ ‘ଓଡ଼ିଶା ଲେଖା’

Odisha Lekha August 15, 2026
ସ୍ୱତନ୍ତ୍ର ଖବର

ମେଧାବୀ ଛାତ୍ରୀ ରଶ୍ମିତାଙ୍କୁ ପୁନଃ ରୋଟାରୀ କ୍ଲବର ସହାୟତା

Odisha Lekha August 7, 2026
ସ୍ୱତନ୍ତ୍ର ଖବର

ଅଗଷ୍ଟ ୫ରେ ଆସନ୍ତୁ:ସ୍ୱେଚ୍ଛାକୃତ ଭାବେ ରକ୍ତଦାନ କରନ୍ତୁ:ସାମ୍ବାଦିକ ଭବନ

Odisha Lekha August 2, 2026
ସ୍ୱତନ୍ତ୍ର ଖବର

ଓଡ଼ଗାଁ ବିଜ୍ଞାପିତ ଅଞ୍ଚଳ ପରିଷଦର ମାରାଥନ ଉଦଘାଟନ: ମାଡ଼ ଖାଇଲା ଓଡ଼ିଆ ଅସ୍ମିତା:ଜୋତା ପିନ୍ଧି ନଡ଼ିଆ ଭାଙ୍ଗିଲେ ସାଂସଦ

Odisha Lekha July 19, 2026
ସ୍ୱତନ୍ତ୍ର ଖବର

ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ‘ରଥପାଇଁ ଗଛଟିଏ’ କାର୍ଯ୍ୟକ୍ରମ:ଗଛ ଲଗାଇବା ପାଇଁ ସଂକଳ୍ପ ନେଲେ ଆଚାର୍ଯ୍ୟ ଆଚାର୍ଯ୍ୟା ଓ ଅଭିଭାବକ

Odisha Lekha July 15, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?