Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ଅବକାରୀ କର୍ମଚାରୀଙ୍କୁ ଆକ୍ରମଣ:ତିନି ଆହାତ

Published January 16, 2026 ଅପରାଧ
SHARE

ନୟାଗଡ଼, (ଓଡ଼ିଶା ଲେଖା): ମଦ ଧରିବାକୁ ଯାଇ ଆକ୍ରମଣର ଶିକାର ହେଲେ ନୟାଗଡ ଅବକାରୀ କର୍ମଚାରୀ । ସଦରଥାନା ବୋଦାପଡା ଗାଁରେ ଘଟିଛି ଘଟଣା । ଜଗବନ୍ଧୁ ଷଣ୍ଢ ନାମକ ଜଣେ ବ୍ଯକ୍ତି ରାସ୍ତାକଡରେ ମଦ ବିକୁଥିବା ଖବର ପାଇ ଚଢ଼ାଉ ପାଇଁ ଯାଇଥିବା ଅବକାରୀ ଟିମ୍ କୁ ୪ଜଣ ଗ୍ରାମବାସୀ ଆକ୍ରମଣ କରିଥିବା ସଦର ଥାନାରେ ଅଭିଯୋଗ ହୋଇଛି । ଆକ୍ରମଣରେ ୩ କନେଷ୍ଟବଳ ଆହତ ହୋଇଛନ୍ତି । ଆହତ ୩ କର୍ମଚାରୀମାନେ ହେଲେ ନିଳ ଲୋହିତ ମଲ୍ଲିକ , ଦେବୀପ୍ରସାଦ ପାଣି ଏବଂ କୈବଲ୍ୟ ସ୍ବାଇଁ ।

ଜଗବନ୍ଧୁ ଗାଁ ପାଖ ରାସ୍ତାକଡରେ ମଦ ବିକୁଥିବା ଖବରପାଇ ୫ଜଣିଆ ଅବକାରୀ ଟିମ୍ ଚଢାଉ କରିବାକୁ ଯାଇଥିଲେ । ଜଗବନ୍ଧୁଙ୍କୁ ଧରିବା ସମୟରେ ଜଗବନ୍ଧୁ , ତାଙ୍କ ଭାଇ ଗୋପିନାଥ ଷଣ୍ଢ ଏବଂ ଅନ୍ଯ ଦୁଇଜଣ ମିଳିତ ହୋଇ ଅବକାରୀ କର୍ମଚାରୀମାନଙ୍କୁ ଆକ୍ରମଣ କରିଥିଲେ । ଆକ୍ରମଣରେ କର୍ମଚାରୀଙ୍କ ନାକ , ମୁହଁ ଫାଟିଥିବା ଦେଖାଯାଇଛି । ସେହିରାସ୍ତାରେ ଯାଉଥିବା ଅନ୍ଯ ଏକ ସ୍କ୍ବାର୍ଡ ଟିମ୍ ଆକ୍ରମଣକାରୀଙ୍କ କବଳରୁ କର୍ମଚାରୀଙ୍କୁ ଉଦ୍ଧାର କରିବା ସହ ଜଗବନ୍ଧୁଙ୍କୁ ସଦରଥାନାକୁ ଆଣିଥିଲେ । ଥାନାରେ ଅଭିଯୋଗ ପରେ ପୋଲିସ ତଦନ୍ତ ଆରମ୍ଭ କରିଛି ।

Preloader Image
IMG-20260815-WA0003
IMG-20260108-WA0001
Odisha Lekha January 16, 2026 January 16, 2026
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ସଜାଗ ହେବେ ଦଳଡିଆଁ ନେତା ! ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଦେଲା ରାଜନୈତିକ ବାର୍ତ୍ତା,ପଞ୍ଚାୟତ ନିର୍ବାଚନ ପୂର୍ବରୁ ବଢ଼ିଲା ଚର୍ଚ୍ଚା
ସ୍ୱତନ୍ତ୍ର ଖବର
ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଫଳ ପ୍ରକାଶ:ବାଜି ମାରିଲା ବିଜୁ ଛାତ୍ର ଜନତା ଦଳ, ସଭାପତି କାର୍ତ୍ତିକ ମହାନ୍ତି ଓ ସମ୍ପାଦକ ସୁଭମ ପ୍ରକାଶ ପଣ୍ଡା
ଜିଲ୍ଲା ଖବର
ବିଜେପି କର୍ମୀଙ୍କ ଆକ୍ରମଣ ପ୍ରତିବାଦରେ ଏସ୍‌ପି କାର୍ଯ୍ୟାଳୟ ଆଗରେ କଂଗ୍ରେସର ଧାରଣା :ପ୍ରହଲ୍ଲାଦଙ୍କ ଅବସ୍ଥା ଗୁରୁତର:ଶାଶ୍ୱତଆହାତ
ଜିଲ୍ଲା ଖବର
ଛାତ୍ର ସଂସଦ ନିର୍ବାଚନ ଅପଡେଟ୍ : ସରିଲା ମତଦାନ, ଫଳାଫଳକୁ ଅପେକ୍ଷା:ନୟାଗଡ଼ ସ୍ୱୟଂଶାସିତ ମହାବିଦ୍ୟାଳୟରେ ୭୬.୫୩% ମତଦାନ
ଜିଲ୍ଲା ଖବର

ଅଧିକ ପଢନ୍ତୁ

ଅପରାଧଜିଲ୍ଲା ଖବର

ଚାହା ପାଇଁ ଛାତ୍ରଙ୍କୁ ଲହୁଲୁହାଣ ମାଡ଼ :ସୁପରିଟେଣ୍ଡେଣ୍ଟଙ୍କ ନାମରେ ଅଭିଯୋଗ

Odisha Lekha September 26, 2026
ଅପରାଧଜିଲ୍ଲା ଖବର

ହୋଟେଲ ଛାତରୁ ଡେଇଁ ବୟସ୍କ ବ୍ୟକ୍ତିଙ୍କ ଆତ୍ମହତ୍ୟା

Odisha Lekha September 25, 2026
ଅପରାଧ

୧୨ କ୍ୱିଣ୍ଟାଲ ଗଞ୍ଜେଇ ଜବତ:୨ଟି ଗାଡ଼ି ଜବତ, ୩ ଅଭିଯୁକ୍ତ ଗିରଫ

Odisha Lekha September 22, 2026
ଅପରାଧ

ବାଟୋଇଙ୍କ ଠାରୁ ଲୁଟ ଉଦ୍ୟମ ପଣ୍ଡ, ୭ ଗିରଫ

Odisha Lekha September 22, 2026
ଅପରାଧ

ଯୌତୁକ ନିର୍ଯାତନାରୁ ବୋହୂର ମୃତ୍ୟୁ :ଶାବଳରେ ତଣ୍ଟି ଚିପି ହତ୍ୟା ଅଭିଯୋଗ; ଶାଶୁ ଅଟକ, ସ୍ୱାମୀ ଓ ଶଶୁର ଫେରାର

Odisha Lekha September 19, 2026
ଅପରାଧ

ନକଲି ମଦ ଜବତ, ୪ ଗିରଫ

Odisha Lekha September 13, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?