Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • Home
  • Contact Us
  • About Us
© 2025 -Odisha Lekha. All Rights Reserved.

ସାମ୍ବାଦିକ ଭବନ ପକ୍ଷରୁ ବନ୍ଧୁ ମିଳନ:ଶତାଧିକ ସାମ୍ବାଦିକଙ୍କ ସମାଗମ

Published January 16, 2026 ସ୍ୱତନ୍ତ୍ର ଖବର
SHARE

ନୟାଗଡ଼, (ଓଡ଼ିଶା ଲେଖା): ନୟାଗଡ଼ ସାମ୍ବାଦିକ ଭବନ ପକ୍ଷରୁ ଆଜି ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ପାଣିପୋଇଲା ଚିନିକଳ ନିକଟରେ ଥିବା ଏକ ଫାର୍ମ ହାଉସରେ ଅନୁଷ୍ଠିତ ହୋଇଯାଇଛି । ସାମ୍ବାଦିକ ଭବନ ସଭାପତି ବୈଦ୍ୟଭୂଷଣ ମହାପାତ୍ରଙ୍କ ଆବାହକତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଅତିଥି ଭାବେ ନୟାଗଡ଼ ବିଧାୟକ ଡ଼ ଅରୁଣ କୁମାର ସାହୁ, ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ, ପୈାର ପରିଷଦ ଅଧ୍ୟକ୍ଷା ନିରୂପମା ଖଟେଇ, ବ୍ଲକ ଅଧ୍ୟକ୍ଷ କିଶୋର ଚନ୍ଦ୍ର ସାହୁ, ଭାପୁର ବ୍ଲକ ଉପାଧ୍ୟକ୍ଷ ବେଣୁଧର ପ୍ରଧାନ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଲଗ୍ନଜିତ ରାଉତ, ଅତିରିକ୍ତ ଜିଲ୍ଲାପାଳ ବିଜୟାନନ୍ଦ ନାୟକ, ରୋଜିନା ଦାଶ, ଉପଜିଲ୍ଲାପାଳ କର୍ଣ୍ଣଦେବ ସମାଦ୍ଦାର, ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଜ୍ୟୋତ୍ସାମୟୀ ଆଚାର୍ଯ୍ୟଙ୍କ ସମେତ ଜିଲ୍ଲାର ବିଭିନ୍ନ ବ୍ଲକରୁ ପ୍ରତିନିଧିମାନେ ଯୋଗ ଦେଇଥିଲେ ।

ନବବର୍ଷ ଅବସରରେ ପ୍ରତ୍ୟେକ ବର୍ଷ ଭଳି ଚଳିତ ବର୍ଷ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା । ସାମ୍ବାଦିକ ଏକତାକୁ ସୁଦୃଢ଼ କରିବା, ସାମ୍ବାଦିକଙ୍କ ସୁରକ୍ଷା ପ୍ରତି ସମସ୍ତେ ଦାୟିତ୍ୱବାନ ହେବା ଉପରେ ଆଲୋଚନା ହୋଇଥିଲା । ସାମ୍ବାଦିକ ଭବନ ସମ୍ପାଦକ ଅନୀଲ କୁମାର ପଣ୍ଡା, କୋଷାଧ୍ୟକ୍ଷ ବିଶ୍ୱଜିତ ନାୟକ ସମସ୍ତ କାର୍ଯ୍ୟ ପରିଚାଳନା କରିଥିଲେ ।

ଉତ୍କଳ ସାମ୍ବାଦିକ ସଂଘ ସଭାପତି ଶ୍ରୀକାନ୍ତ କୁମାର ଖଟେଇ, ସାମ୍ବାଦିକ ଭବନ କାର୍ଯ୍ୟକାରିଣୀ ସଦସ୍ୟ କ୍ଷୀରୋଦ ପଟ୍ଟନାୟକ, ରବୀନ୍ଦ୍ର କୁମାର ଦାସ, ପ୍ରଶାନ୍ତ ଜେନା, ସଞ୍ଜୟ କୁମାର ସ୍ୱାଇଁ, ରଜତ କୁମାର ପଟ୍ଟନାୟକ, ରାମକୃଷ୍ଣ ରଥ, ନିହାର ପଟ୍ଟନାୟକ ପ୍ରମୂଖ ସହଯୋଗ କରିଥିଲେ । ଜିଲ୍ଲା ସାମ୍ବାଦିକ ଭବନର ସମସ୍ତ ସଦସ୍ୟ ଏବଂ ବ୍ଲକ ପ୍ରତିନିଧିଙ୍କୁ ମିଶାଇ ୧୪୦ରୁ ଉର୍ଦ୍ଧ୍ୱ ସାମ୍ବାଦିକଙ୍କ ସମାଗମ ହୋଇଥିଲା ।

Preloader Image
IMG-20260411-WA0004
IMG-20260330-WA0039
IMG-20260108-WA0001
Odisha Lekha January 16, 2026 January 16, 2026
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ‘ରଥପାଇଁ ଗଛଟିଏ’ କାର୍ଯ୍ୟକ୍ରମ:ଗଛ ଲଗାଇବା ପାଇଁ ସଂକଳ୍ପ ନେଲେ ଆଚାର୍ଯ୍ୟ ଆଚାର୍ଯ୍ୟା ଓ ଅଭିଭାବକ
ସ୍ୱତନ୍ତ୍ର ଖବର
ତେଲ ମାଲିସ୍ ନେତା ନେତ୍ରୀଙ୍କୁ କେବେ ମିଳିବ ସୁଯୋଗ ?
ରାଜନୀତି
ପ୍ରିୟଦିନି ଫାଉଣ୍ଡେସନର ତୃତୀୟ ପ୍ରତିଷ୍ଠା ଦିବସ
ସ୍ୱତନ୍ତ୍ର ଖବର
ବିଶ୍ୱନାଥ ପଣ୍ଡିତ ପାଠାଗାରର ଶୁଭ ଉଦଘାଟନ:ଯୁବ ପ୍ରକାଶକଙ୍କୁ ସମ୍ବର୍ଦ୍ଧନା
ସ୍ୱତନ୍ତ୍ର ଖବର

ଅଧିକ ପଢନ୍ତୁ

ସ୍ୱତନ୍ତ୍ର ଖବର

ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ‘ରଥପାଇଁ ଗଛଟିଏ’ କାର୍ଯ୍ୟକ୍ରମ:ଗଛ ଲଗାଇବା ପାଇଁ ସଂକଳ୍ପ ନେଲେ ଆଚାର୍ଯ୍ୟ ଆଚାର୍ଯ୍ୟା ଓ ଅଭିଭାବକ

Odisha Lekha July 15, 2026
ସ୍ୱତନ୍ତ୍ର ଖବର

ପ୍ରିୟଦିନି ଫାଉଣ୍ଡେସନର ତୃତୀୟ ପ୍ରତିଷ୍ଠା ଦିବସ

Odisha Lekha July 14, 2026
ସ୍ୱତନ୍ତ୍ର ଖବର

ବିଶ୍ୱନାଥ ପଣ୍ଡିତ ପାଠାଗାରର ଶୁଭ ଉଦଘାଟନ:ଯୁବ ପ୍ରକାଶକଙ୍କୁ ସମ୍ବର୍ଦ୍ଧନା

Odisha Lekha July 14, 2026
ସ୍ୱତନ୍ତ୍ର ଖବର

ଚକ୍ଷୁଦାନ କଲେ ଅଙ୍ଗନବାଡ଼ି ଜିଲ୍ଲା ସଭାନେତ୍ରୀ ଜ୍ୟୋତ୍ସାମୟୀ:ହଜାର ହଜାର ଲୋକଙ୍କ ଉପସ୍ଥିତିରେ ଶେଷକୃତ୍ତ୍ୟ:ଝିଅ ଦେଲା ମୁଖାଗ୍ନି

Odisha Lekha July 7, 2026
ସ୍ୱତନ୍ତ୍ର ଖବର

ନିରୋଗ ସେଣ୍ଟରରେ ସ୍ୱାସ୍ଥ୍ୟ ବିଭାଗ ଓ ତହସିଲଦାରଙ୍କ ଚଢ଼ାଉ

Odisha Lekha July 5, 2026
ସ୍ୱତନ୍ତ୍ର ଖବର

ଭୁଶୁଡ଼ି ପଡ଼ିଲା ୫୭ନଂ ଜାତୀୟ ରାଜପଥର ନୟାଗଡ଼ ବାଇପାସ୍ ରାସ୍ତା:ଗୋଟିଏ ପଟେ ସପୋର୍ଟ ରାସ୍ତା ସଂପୂର୍ଣ୍ଣ ନଷ୍ଟ

Odisha Lekha July 5, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?