Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ବିଜୁ ଜନତା ଦଳ ସାଂଗଠନିକ ବୈଠକ:ଦଳକୁ ମଜବୁତ୍ କରିବା, ଲୋକଙ୍କ ପାଇଁ କାମ କରିବା:ଜନପ୍ରତିନିଧିଙ୍କୁ ଗୁରୁମନ୍ତ୍ର ଦେଲେ ଅରୁଣ

Published January 16, 2026 ରାଜନୀତି
SHARE

ନୟାଗଡ଼, (ଓଡ଼ିଶା ଲେଖା): ନୟାଗଡ଼ ଜିଲ୍ଲା ବିଜୁ ଜନତା ଦଳ ସାଂଗଠନିକ ବୈଠକ ତଥା ବନ୍ଧୁ ମିଳନ ବଲାଙ୍ଗୀ ପାର୍କ ପରିସରରେ ଥିବା ଆମ୍ପିଥେଟରରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ବିଜେଡି ସଭାପତି ତଥା ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ନୟାଗଡ଼ ବିଧାୟକ ଡ଼ ଅରୁଣ କୁମାର ସାହୁ ବିଜୁ ଜନତା ଦଳ ସମର୍ଥିତ ସମସ୍ତ ନିର୍ବାଚିତ ପ୍ରତିନିଧିଙ୍କୁ ସାଂଗଠନିକ ମନ୍ତ୍ର ଦେଇଛନ୍ତି । ଜିଲ୍ଲାରେବିଜୁ ଜନତା ଦଳକୁ ମଜବୁତ୍ କରିବା, ଲୋକଙ୍କ ପାଇଁ କାମ କରିବା, ରାଜନୀତିକୁ ସମାଜସେବା ଭାବେ ଗ୍ରହଣ କରିବା ସେ ମତ ରଖିଛନ୍ତି ।

ଦୀର୍ଘଦିନ ବ୍ୟବଧାନରେ ଆୟୋଜିତ ଏହି ସାଂଗଠନିକ ବୈଠକରେ ରଣପୁର ବିଧାୟକ ପ୍ରାର୍ଥୀ ସତ୍ୟ ନାରାୟଣ ପ୍ରଧାନ, ଖଣ୍ଡପଡ଼ା ନିର୍ବାଚନ ମଣ୍ଡଳୀ ନେତା ବେଣୁଧର ପ୍ରଧାନ, ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ, ପୈାର ପରିଷଦ ଅଧ୍ୟକ୍ଷା ନିରୂପମା ଖଟେଇ, କେନ୍ଦ୍ର ସମବାୟ ବ୍ୟାଙ୍କସ ସଭାପତି ରବୀନ୍ଦ୍ର କୁମାର ସାହୁ ଯୋଗ ଦେଇଥିଲେ । ଡବଲ ଇଞ୍ଜିନ ସରକାର ପ୍ରତିଶୃତି ପୂରଣ କରି ପାରୁନଥିବା ବେଳେ ଲୋକଙ୍କୁ ଭୁଆଁ ବୁଲାଇବା ପାଇଁ ବିଭିନ୍ନ ଷଡ଼ଯନ୍ତ୍ର କରୁଥିବା । ବିକାଶ ମୂଳକ କାର୍ଯ୍ୟରେ ମନ୍ଥରତା, ଜନହିତକର ଯୋଜନା ଗୁଡ଼ିକୁ କୋମାକୁ ଠେଲି ଦିଆଯାଉଥିବା ନେଇ ଅନେକ ନେତା ମତ ଦେଇଥିଲେ । ଏପରିକି ଜନପ୍ରତିନିଧିଙ୍କୁ ପ୍ରଶାସନିକ ଅଣଦେଖାକୁ ନେଇ ଅନେକ ମତ ଦେଇଥିଲେ ।

ଏହାକୁ ପ୍ରତିହତ କରିବାକୁ ଆବଶ୍ୟକ ପଡ଼ିଲେ ବିଜୁ ଜନତା ଦଳ ରାସ୍ତାକୁ ଓହ୍ଲାଇବାକୁ ପଛାଇବ ନାହିଁ ବୋଲି ମତ ପ୍ରକାଶ ପାଇଥିଲା । ନୟାଗଡ଼ ଜିଲ୍ଲା ଏବେ ବି ବିଜୁ ଜନତା ଦଳ ଗଡ଼ ଭାବେ ପରିଚତ ରହିଛି । ସରପଞ୍ଚଙ୍କଠାରୁ ଜିଲ୍ଲା ପରିଷଦ ଅଧ୍ୟକ୍ଷ ପର୍ଯ୍ୟନ୍ତ ସବୁ ଆସନରେ ବିଜେଡି ସମର୍ଥିତ ପ୍ରାର୍ଥୀମାନେ ନିର୍ବାଚିତ ହୋଇ କାର୍ଯ୍ୟ କରୁଛନ୍ତି । କୈାଣସି ପରିସ୍ଥିତିରେ ଦଳ ପଛକୁ ଘୁଞ୍ଚିବ ନାହିଁ ବୋଲି ଉପସ୍ଥିତ ନେତାମାନେ ମତ ବ୍ୟକ୍ତ କରିଥିଲେ । ଏହି ସାଂଗଠନିକ ସଭାରେ ୭ଟି ବ୍ଲକର ଅଧ୍ୟକ୍ଷ, ଉପାଧ୍ୟକ୍ଷ ଏବଂ ଏନ୍‌ଏସି ଅଧ୍ୟକ୍ଷ ଓ ଉପାଧ୍ୟକ୍ଷଙ୍କ ସମେତ ଜିଲ୍ଲା ପରିଷଦ ସଦସ୍ୟ, ସରପଞ୍ଚ, ସମିତିସଭ୍ୟ/ସଭ୍ୟା, ଯୋଗ ଦେଇଥିଲେ ।

Preloader Image
IMG-20260815-WA0003
IMG-20260108-WA0001
Odisha Lekha January 16, 2026 January 16, 2026
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ସଜାଗ ହେବେ ଦଳଡିଆଁ ନେତା ! ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଦେଲା ରାଜନୈତିକ ବାର୍ତ୍ତା,ପଞ୍ଚାୟତ ନିର୍ବାଚନ ପୂର୍ବରୁ ବଢ଼ିଲା ଚର୍ଚ୍ଚା
ସ୍ୱତନ୍ତ୍ର ଖବର
ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଫଳ ପ୍ରକାଶ:ବାଜି ମାରିଲା ବିଜୁ ଛାତ୍ର ଜନତା ଦଳ, ସଭାପତି କାର୍ତ୍ତିକ ମହାନ୍ତି ଓ ସମ୍ପାଦକ ସୁଭମ ପ୍ରକାଶ ପଣ୍ଡା
ଜିଲ୍ଲା ଖବର
ବିଜେପି କର୍ମୀଙ୍କ ଆକ୍ରମଣ ପ୍ରତିବାଦରେ ଏସ୍‌ପି କାର୍ଯ୍ୟାଳୟ ଆଗରେ କଂଗ୍ରେସର ଧାରଣା :ପ୍ରହଲ୍ଲାଦଙ୍କ ଅବସ୍ଥା ଗୁରୁତର:ଶାଶ୍ୱତଆହାତ
ଜିଲ୍ଲା ଖବର
ଛାତ୍ର ସଂସଦ ନିର୍ବାଚନ ଅପଡେଟ୍ : ସରିଲା ମତଦାନ, ଫଳାଫଳକୁ ଅପେକ୍ଷା:ନୟାଗଡ଼ ସ୍ୱୟଂଶାସିତ ମହାବିଦ୍ୟାଳୟରେ ୭୬.୫୩% ମତଦାନ
ଜିଲ୍ଲା ଖବର

ଅଧିକ ପଢନ୍ତୁ

ରାଜନୀତି

୮ ଅକ୍ଟୋବର ଓଡ଼ିଶା ବନ୍ଦ ପାଇଁ ନୟାଗଡ଼ରେ ଇଣ୍ଡିଆ ମେଣ୍ଟର ପ୍ରସ୍ତୁତି ବୈଠକ:୩ରେ ବ୍ଲକସ୍ତରୀୟ ବୈଠକ, ୬ରେ ପଦଯାତ୍ରା ଓ ୭ରେ ମଶାଲ ଶୋଭାଯାତ୍ରା

Odisha Lekha October 2, 2026
ରାଜନୀତି

ବିଜେଡିର ମିଡିଆ ସେଲ୍ ପୁନର୍ଗଠିତ:ବିଭିନ୍ନ ଦାୟିତ୍ୱରେ  ନେତାଙ୍କୁ ନୂଆ ନିଯୁକ୍ତି:ଅରୁଣଙ୍କୁ ମିଳିଲା ମୁଖ୍ୟ ସଂଯୋଜକ ଦାୟୀତ୍ୱ

Odisha Lekha October 2, 2026
ରାଜନୀତିରାଜ୍ୟ ଖବର

୮ତାରିଖରେ ଓଡ଼ିଶା ବନ୍ଦ ଡାକରା: କଂଗ୍ରେସ

Odisha Lekha September 29, 2026
ରାଜନୀତିରାଜ୍ୟ ଖବର

ଦେହରେ ଜୀବନ ଥିବା ପର୍ଯ୍ୟନ୍ତ ଓଡ଼ିଶାବାସୀଙ୍କ ପାଇଁ ଲଢ଼େଇ ଜାରି ରହିବ:ନବୀନ

Odisha Lekha September 28, 2026
ଆଞ୍ଚଳିକ ଖବରରାଜନୀତି

ସ୍ୱାଭିମାନର ଗାଁ ବରକୋଳି ପାଟଣା:ଗାଁରେ ବିଜେଡ଼ିର ସାଙ୍ଗଠନିକ ବୈଠକ

Odisha Lekha September 27, 2026
ରାଜନୀତି

ଗଢ଼ା ହେଲା ବ୍ଲକ ଓ ନଗର ସଭାପତି:ସୁଦୃଢ ହେବ ବିଜୁ ମହିଳା ଜନତା ଦଳର ସଂଗଠନ

Odisha Lekha September 26, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?