Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ବିଜେଡ଼ି ବ୍ଲକ ଓ ନଗର ସଭାପତିଙ୍କ ନାମ ଘୋଷଣା

Published January 17, 2026 ରାଜନୀତି
SHARE

ନୟାଗଡ଼, (ଓଡ଼ିଶା ଲେଖା): ବିଜୁ ଜନତା ଦଳ ପକ୍ଷରୁ ଆଜି ଆନୁଷ୍ଠାନିକ ଭାବେ ବ୍ଲକ ଓ ନଗର ସଭାପତିଙ୍କ ନାମ ଘୋଷଣା ହୋଇଛି । ବରିଷ୍ଠ ଉପସଭାପତି ଦେବୀପ୍ରସାଦ ମିଶ୍ରଙ୍କ ଦ୍ୱାରା ବିଜୁ ଜନତା ଦଳ ପକ୍ଷରୁ ଆଜି ବିଜ୍ଞପ୍ତି ପ୍ରକାଶ ପାଇଛି । ନୟାଗଡ଼ ଜିଲ୍ଲା ଦଶପଲ୍ଲା ବ୍ଲକ ସଭାପତି ଭାବେ ସୁଦାମ ଚରଣ ନାୟକ, ନଗର ସଭାପତି ଭାବେ ଅନୀଲ କୁମାର ରାୟ, ଗଣିଆ ବ୍ଲକ ସଭାପତି ଭାବେ ସଦାଶିବ ମିଶ୍ର, ନୂଆଗାଁ ବ୍ଲକ ସଭାପତି ଭାବେ ଯୁଗଳ କିଶୋର ସାହୁ, ଖଣ୍ଡପଡ଼ା ବ୍ଲକ ସଭାପତି ଭାବେ ବିଜୟ କୁମାର ତ୍ରିପାଠୀ, ଖଣ୍ଡପଡ଼ା ନଗର ସଭାପତି ଭାବେ ମିହିର କୁମାର ମିଶ୍ର, ଭାପୁର ବ୍ଲକ ସଭାପତି ଭାବେ ଶିବ ପ୍ରସାଦ ଷଡ଼ଙ୍ଗୀ, ରଣପୁର ବ୍ଲକ ସଭାପତି ଭାବେ ସଚ୍ଚିକାନ୍ତ ଷଡ଼ଙ୍ଗୀ, ରଣପୁର ଏନଏସି ସଭାପତି ଭାବେ ଲିଙ୍ଗରାଜ ନାୟକ, ନୟାଗଡ଼ ବ୍ଲକ ସଭାପତି ଭାବେ ଭଞ୍ଜ କିଶୋର ମହାପାତ୍ର, ନୟାଗଡ଼ ନଗର ସଭାପତି ଭାବେ ଦାଶରଥି ସାହୁ, ଓଡ଼ଗାଁ ବ୍ଲକ ସଭାପତି ଭାବେ ନିତ୍ୟାନନ୍ଦ ପ୍ରଧାନ, ଓଡ଼ଗାଁ ନଗର ସଭାପତି ଭାବେ ମନୋଜ ପାତ୍ରଙ୍କ ନାମ ଘୋଷଣା ହୋଇଛି ।

Preloader Image
IMG-20260815-WA0003
IMG-20260108-WA0001
Odisha Lekha January 17, 2026 January 17, 2026
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ଛାତ୍ର ସଂସଦ ନିର୍ବାଚନ ହିଂସା:ଗୁରୁତର ଆହତ କଂଗ୍ରେସ କର୍ମୀ ପ୍ରହଲ୍ଲାଦଙ୍କୁ ଭେଟିଲେ ଅରୁଣ ସାହୁ
ଜିଲ୍ଲା ଖବର
ନୟାଗଡ଼ କଲେଜରେ ନବନିର୍ବାଚିତ ଛାତ୍ର ପ୍ରତିନିଧିଙ୍କ ଶପଥ ଗ୍ରହଣ ଉତ୍ସବ: ଛାତ୍ରଛାତ୍ରୀଙ୍କ ସମସ୍ୟା ସମାଧାନ ଓ ମହାବିଦ୍ୟାଳୟର ବିକାଶ ପାଇଁ ନେଲେ ଶପଥ
ଜିଲ୍ଲା ଖବର
କୃଷ୍ଣ ଗୌରାଙ୍ଗ ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ ପ୍ରସ୍ତୁତି ବୈଠକ ନୈରାଶ୍ୟଜନକ
ଆଞ୍ଚଳିକ ଖବର
ସଜାଗ ହେବେ ଦଳଡିଆଁ ନେତା ! ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଦେଲା ରାଜନୈତିକ ବାର୍ତ୍ତା,ପଞ୍ଚାୟତ ନିର୍ବାଚନ ପୂର୍ବରୁ ବଢ଼ିଲା ଚର୍ଚ୍ଚା
ସ୍ୱତନ୍ତ୍ର ଖବର

ଅଧିକ ପଢନ୍ତୁ

ରାଜନୀତି

୮ ଅକ୍ଟୋବର ଓଡ଼ିଶା ବନ୍ଦ ପାଇଁ ନୟାଗଡ଼ରେ ଇଣ୍ଡିଆ ମେଣ୍ଟର ପ୍ରସ୍ତୁତି ବୈଠକ:୩ରେ ବ୍ଲକସ୍ତରୀୟ ବୈଠକ, ୬ରେ ପଦଯାତ୍ରା ଓ ୭ରେ ମଶାଲ ଶୋଭାଯାତ୍ରା

Odisha Lekha October 2, 2026
ରାଜନୀତି

ବିଜେଡିର ମିଡିଆ ସେଲ୍ ପୁନର୍ଗଠିତ:ବିଭିନ୍ନ ଦାୟିତ୍ୱରେ  ନେତାଙ୍କୁ ନୂଆ ନିଯୁକ୍ତି:ଅରୁଣଙ୍କୁ ମିଳିଲା ମୁଖ୍ୟ ସଂଯୋଜକ ଦାୟୀତ୍ୱ

Odisha Lekha October 2, 2026
ରାଜନୀତିରାଜ୍ୟ ଖବର

୮ତାରିଖରେ ଓଡ଼ିଶା ବନ୍ଦ ଡାକରା: କଂଗ୍ରେସ

Odisha Lekha September 29, 2026
ରାଜନୀତିରାଜ୍ୟ ଖବର

ଦେହରେ ଜୀବନ ଥିବା ପର୍ଯ୍ୟନ୍ତ ଓଡ଼ିଶାବାସୀଙ୍କ ପାଇଁ ଲଢ଼େଇ ଜାରି ରହିବ:ନବୀନ

Odisha Lekha September 28, 2026
ଆଞ୍ଚଳିକ ଖବରରାଜନୀତି

ସ୍ୱାଭିମାନର ଗାଁ ବରକୋଳି ପାଟଣା:ଗାଁରେ ବିଜେଡ଼ିର ସାଙ୍ଗଠନିକ ବୈଠକ

Odisha Lekha September 27, 2026
ରାଜନୀତି

ଗଢ଼ା ହେଲା ବ୍ଲକ ଓ ନଗର ସଭାପତି:ସୁଦୃଢ ହେବ ବିଜୁ ମହିଳା ଜନତା ଦଳର ସଂଗଠନ

Odisha Lekha September 26, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?