Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ସର୍ବଭାରତୀୟ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ନୟାଗଡ଼ କପ୍:ଦ୍ୱିତୀୟ ଦିବସରେ କେରଳ ୨-୧ ଗୋଲରେ ବିଜୟୀ

Published January 20, 2026 ଖେଳ
SHARE

ନୟାଗଡ଼, (ଓଡ଼ିଶା ଲେଖା): ନୟାଗଡ଼ ଖେଳ ପଡିଆ ପରିସରରେ ଚାଲିଥିବା ସର୍ବ ଭାରତୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟର ଆଜି ୨ ୟ ଦିବସରେ ୟୁନାଇଟେଡ କ୍ଳବ୍ ଭୁବନେଶ୍ୱର ଏବଂ ଏସ ଜେ ସି ଫୁଟବଲ କେରଳ ଦଳ ପରସ୍ପରକୁ ଭେଟିଥିଲେ। ଶକ୍ତିଶାଳୀ କେରଳ ଦଳ ଆରମ୍ଭରୁ ଆକ୍ରମଣତ୍ମକ ଢଙ୍ଗରେ ଖେଳିବା ଆରମ୍ଭ କରିଥିଲେ ଏବଂ ପ୍ରଥମାର୍ଦ୍ଧର ପୂର୍ବରୁ ୩୭ ମିନିଟ୍ ସମୟରେ କେରଳର ୬୭ ନମ୍ବର ଖେଳାଳି ମୋବାରିସ ଗୋଟିଏ ଗୋଲ୍ ମାରି ଦଳକୁ ୧ -୦ ରେ  ଆଗୁଆ କରିଥିଲେ। ତେବେ ଦିତୀୟର୍ଦ୍ଧାରେ ଭୁବନେଶ୍ୱର ଦଳ ଗୋଲ୍ ଟିକୁ ପରିଶୋଧ କରି ସ୍ଥିତିକୁ ୧ – ୧ ରେ ବରାବର କରିବାରେ ସମର୍ଥ ହୋଇଥିଲେ । ଶେଷରେ ଖେଳ ଶେଷ ହେବାର ୧୦ ମିନିଟ୍ ପୂର୍ବରୁ କେରଳ ର ୧୦ ନମ୍ବର ଖେଳାଳି ଆଉ ଗୋଟିଏ ଗୋଲ୍ ମାରି କେରଳ କୁ ୨ – ୧ ରେ ଆଗୁଆ ରଖିବା ସହ ଦଳକୁ ବିଜୟୀ କରିବାରେ ସମର୍ଥ ହୋଇଥିଲେ । ମୁଖ୍ୟ ରେଫାରୀ ଭାବେ ଜ୍ୟୋତି ରଞ୍ଜନ ସ୍ବାଇଁ ଖେଳ ପରିଚାଳନା କରିଥିଲେ ଏବଂ ତାଙ୍କୁ ସହାୟତା କରିଥିଲେ ପ୍ରସନ୍ନ ନାୟକ ଓ ଶରତ ମହାରଣା। ଏଥି ସହିତ ରେଫାରି ରାଜୁ ମହାନ୍ତି ୪ର୍ଥ ରିଫାରୀ ଭାବେ କାର୍ଯ୍ୟ ତୁଲାଇ ଥିଲେ। ଆଜି ଖେଳରେ ରଣପୁର ବିଜ୍ଞାପିତ ଅଂଚଳ ପରିଷଦର ଅଧକ୍ଷ ରଙ୍ଗୀନ ମହାନ୍ତି , ଜିଲ୍ଲା ଗୁଇନ୍ଦା ବିଭାଗର ଅଧିକାରୀ ଡ଼ ଦିନେଶ ଚନ୍ଦ୍ର ନାୟକ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଥିବା ବେଳେ ୟୁଥ୍ କ୍ଳବ୍ ର ସଭାପତି ଶେଖ୍ ୟୁସୁବ୍, ସମ୍ପାଦକ ଅନୱର୍ ଅଲ୍ଲୀ, ଜିଲ୍ଲା ପରିଷଦ ସଭ୍ୟ ସୁବାସ ଚନ୍ଦ୍ର କହଁର,ସଂଗଠନ ସମ୍ପାଦକ ହଜରତ ଅଲ୍ଲୀ ଖାଁ, ସରିଫ ଖାଁ, ଶେଖ୍ ନାଇମୁ, ବିଭୁ କିଶୋର ସାହୁ  ପ୍ରମୁଖ ଉପସ୍ଥିତ ରହି ସମସ୍ତ କାର୍ଯ୍ୟ ନିରୀକ୍ଷଣ କରିଥିଲେ। ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥ ଧାରା ବିବରଣୀ ପ୍ରଚାର କରିଥିଲେ। ଦିନକୁ ଦିନ ପଡ଼ିଆରେ ଦର୍ଶକଙ୍କ ସଂଖ୍ୟା ବୃଦ୍ଧି ପାଇଥିବାର ଦେଖିବାକୁ ମିଳିଛି ।  ଏ ସବୁ ସତ୍ୱେ ଏ ସୁନ୍ଦର ଟୁର୍ଣ୍ଣାମେଣ୍ଟର ନିର୍ମାତା ତଥା ପ୍ରଚ୍ଛଦପଟ୍ଟ ନାୟକ ନୟାଗଡ଼ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ଡ଼ ଅରୁଣ କୁମାର ସାହୁଙ୍କ ଅନୁପସ୍ଥିତିକୁ ଲୋକେ ଅନୁଭବ କରିଥିଲେ । ଆସନ୍ତା କାଲି ଏଠାରେ ଓଡ଼ିଶା ପୋଲିସ କଟକ ଏବଂ ସୁଦୂର କାଶ୍ମୀର ପରସ୍ପରକୁ ଭେଟିବେ। ଆଜିର ଖେଳରେ କେରଳ ଦଳ ବିଜୟୀ ହୋଇଥିଲା।

Preloader Image
IMG-20260815-WA0003
IMG-20260108-WA0001
Odisha Lekha January 20, 2026 January 20, 2026
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ଛାତ୍ର ସଂସଦ ନିର୍ବାଚନ ହିଂସା:ଗୁରୁତର ଆହତ କଂଗ୍ରେସ କର୍ମୀ ପ୍ରହଲ୍ଲାଦଙ୍କୁ ଭେଟିଲେ ଅରୁଣ ସାହୁ
ଜିଲ୍ଲା ଖବର
ନୟାଗଡ଼ କଲେଜରେ ନବନିର୍ବାଚିତ ଛାତ୍ର ପ୍ରତିନିଧିଙ୍କ ଶପଥ ଗ୍ରହଣ ଉତ୍ସବ: ଛାତ୍ରଛାତ୍ରୀଙ୍କ ସମସ୍ୟା ସମାଧାନ ଓ ମହାବିଦ୍ୟାଳୟର ବିକାଶ ପାଇଁ ନେଲେ ଶପଥ
ଜିଲ୍ଲା ଖବର
କୃଷ୍ଣ ଗୌରାଙ୍ଗ ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ ପ୍ରସ୍ତୁତି ବୈଠକ ନୈରାଶ୍ୟଜନକ
ଆଞ୍ଚଳିକ ଖବର
ସଜାଗ ହେବେ ଦଳଡିଆଁ ନେତା ! ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଦେଲା ରାଜନୈତିକ ବାର୍ତ୍ତା,ପଞ୍ଚାୟତ ନିର୍ବାଚନ ପୂର୍ବରୁ ବଢ଼ିଲା ଚର୍ଚ୍ଚା
ସ୍ୱତନ୍ତ୍ର ଖବର

ଅଧିକ ପଢନ୍ତୁ

ଖେଳ

ଏସିଆନ ଗେମ୍ସ: ପାକିସ୍ତାନକୁ ୧୯ ରନ୍‌ରେ ହରାଇ ସ୍ୱର୍ଣ୍ଣ ହାତେଇଲା ଭାରତ:ଅଭିଷେକ ଶର୍ମା ଓ ତିଲକ ବର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ, ଦୁବେଙ୍କ ଅଲରାଉଣ୍ଡ ପ୍ରଦର୍ଶନ

Odisha Lekha October 3, 2026
ଖେଳରାଜ୍ୟ ଖବର

ବିସିସିଆଇ ଚୟନ ସମିତିର ଅନ୍ତରୀଣ ଅଧ୍ୟକ୍ଷ ହେବେ ପ୍ରଜ୍ଞାନ ଓଝା:ପ୍ରିୟ ଓଡ଼ିଆ କ୍ରିକେଟରଙ୍କୁ ଶୁଭେଚ୍ଛାର ସୁଅ

Odisha Lekha October 1, 2026
ଖେଳ

ଭାରତ-ୱେଷ୍ଟଇଣ୍ଡିଜ୍ ଦ୍ୱିତୀୟ ଦିନିକିଆ : ଗିଲଙ୍କ ଧୂଆଁଧାର ଦ୍ୱିଶତକ, ରୋହିତଙ୍କ ଶତକ :୮ୱିକେଟ୍‌ରେ ମ୍ୟାଚ୍ ଜିତି ସିରିଜ୍ କବ୍‌ଜା କଲା ଭାରତ

Odisha Lekha September 30, 2026
ଖେଳ

ରାଜ୍ୟସ୍ତରୀୟ ନୟାଗଡ଼ ଚ୍ୟାଲେଞ୍ଜ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ପାଇଁ ପ୍ରସ୍ତୁତି ବୈଠକ

Odisha Lekha September 23, 2026
ଖେଳଜିଲ୍ଲା ଖବର

ରଣଜିତ୍ କରିବେ ଖେଳ;ନୟାଗଡ଼ରେ ହେବ ଚ୍ୟାଲେଞ୍ଜ ଫୁଟବଲ ଟୁର୍ଣ୍ଣାମେଣ୍ଟ

Odisha Lekha September 22, 2026
ଖେଳ

ଶ୍ରୀଲଙ୍କାକୁ ୧୪୭ ରନ୍‌ରେ ହରାଇ ଲଗାତାର ଦ୍ୱିତୀୟଥର ସ୍ୱର୍ଣ୍ଣପଦକ ହାତେଇଲା ଭାରତୀୟ ମହିଳା କ୍ରିକେଟ୍ ଦଳ : ଖେଳାଳି ମାନଙ୍କୁ ଶୁଭେଚ୍ଛା ଜଣାଇଲେ ନବୀନ

Odisha Lekha September 22, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?