Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ଜାତୀୟ ରାଷ୍ଟ୍ର ଗୀତ ‘ବନ୍ଦେ ମାତରମ୍’ର ୧୫୦ତମ ବାର୍ଷିକୀ ଉତ୍ସବ

Published January 20, 2026 ରାଜ୍ୟ ଖବର
SHARE

ନୟାଗଡ଼, (ଓଡ଼ିଶା ଲେଖା): ଜାତୀୟ ରାଷ୍ଟ୍ର ଗୀତ ‘ବନ୍ଦେ ମାତରମ୍’ର ୧୫୦ତମ ବାର୍ଷିକୀ ପାଳନ ଅବସରରେ ବ୍ଲକ୍ ସ୍ତରୀୟ ସାମୁହିକ ଗାନ ଓ ପୁରସ୍କାର ବିତରଣ କାର୍ଯ୍ୟକ୍ରମ ମଙ୍ଗଳବାର ଦିନ ଇଟାମାଟି ଇନଡୋର ଷ୍ଟାଡିୟମ୍  ଠାରେ ପାଳନ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ନୟାଗଡ଼ ଜିଲ୍ଲା ମୁଖ୍ୟ କାର୍ଯ୍ୟ ନିର୍ବାହୀ ଅଧିକାରୀ ଲଗ୍ନଜିତ ରାଉତ, ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ । ନୟାଗଡ଼ ବ୍ଲକର ଅଧ୍ୟକ୍ଷ କିଶୋର ଚନ୍ଦ୍ର ସାହୁ, ଉପାଧ୍ୟକ୍ଷା ଲକ୍ଷ୍ମୀପ୍ରିୟା ସାହୁ, ବିଡ଼ିଓ ଐଶ୍ୱର୍ଯ୍ୟ।ଭୂୟାଁ, ନୟାଗଡ଼ ଏବଂ ଇଟାମାଟି ପଞ୍ଚାୟତର ସରପଞ୍ଚ ସ୍ଵପ୍ନେଶ୍ୱରି ସେଠୀ, ନୟାଗଡ଼ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ  ଜ୍ୟୋତ୍ସ୍ନାମୟି ଆଚାର୍ଯ୍ୟ  ମହାବିଦ୍ୟାଳୟର ଅଧ୍ୟକ୍ଷ ଅଭୟ କୁମାର ଲେଙ୍କା, ପ୍ରମୁଖ ଉପସ୍ଥିତ ରହି ଦେଶପ୍ରେମ ଓ ଜାତୀୟ ଗୀତ ର ମହତ୍ତ୍ଵ ବିଷୟରେ ସଚେତନତା ସୃଷ୍ଟି କରିଥିଲେ। ଏହି କାର୍ଯ୍ୟକ୍ରମରେ  ସାମୁହିକ ବନ୍ଦେ ମାତରମ୍ ଗାନ ସହ  ସ୍ୱଦେଶୀ ସଂକଳ୍ପ ପାଠ କରା ଯାଇଥିଲା। ଏହା ପରେ ବିଭିନ୍ନ ପ୍ରତିଯୋଗିତାରେ କୃତି ଛାତ୍ରଛାତ୍ରୀଙ୍କୁ ପୁରସ୍କାର ମଧ୍ୟ ବିତରଣ କରାଯାଇଥିଲା। ଏହି କାର୍ଯ୍ୟକ୍ରମର ମଞ୍ଚ ପରିଚାଳନା ଶରତ ଚନ୍ଦ୍ର ଆଚାର୍ଯ୍ୟ କରିବା ସହ ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ପ୍ରିତମ କୁମାର ମହାରଣାଙ୍କ ତତ୍ତ୍ଵାବଧାନରେ ସମଗ୍ର କାର୍ଯ୍ୟକ୍ରମ ପରିଚାଳିତ ହେଇଥିଲା।

Preloader Image
IMG-20260815-WA0003
IMG-20260108-WA0001
Odisha Lekha January 20, 2026 January 20, 2026
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ନୟାଗଡ଼ ପୌରାଞ୍ଚଳରେ ଖାଦ୍ୟ ସୁରକ୍ଷା ଯାଞ୍ଚ:୪୫ କିଲୋ ବାସି ଖାଦ୍ୟ ନଷ୍ଟ, ୨୫୦୦ ଟଙ୍କା ଜରିମାନା ଆଦାୟ
ଜିଲ୍ଲା ଖବର
ଆଉ କିଛି ସମୟ ପରେ ଆରମ୍ଭ ହେବ ଛାତ୍ର ସଂସଦ ନିର୍ବାଚନର ମତଦାନ:ଅପରାହ୍ନରେ ପ୍ରକାଶ ପାଇବ ଫଳାଫଳ, ନୟାଗଡ଼ କଲେଜରେ ୨୧୦୦ ଛାତ୍ରଛାତ୍ରୀ ଦେବେ ଭୋଟ
ଜିଲ୍ଲା ଖବର
ସରିଲା ପ୍ରଚାର, ଅନ୍ଧାରି ବିଜେ ବେଳେ ହାତାହାତି! ଘଣ୍ଟାଏ ଧରି ଅଟକ ରହିଲେ ବ୍ଲକ ଅଧ୍ୟକ୍ଷ ଓ ତାଙ୍କ ପତ୍ନୀ, ଥାନାର ଦ୍ୱାରସ୍ଥ ହେଲେ କିଶୋର ସାହୁ
ଜିଲ୍ଲା ଖବର
ନୟାଗଡ଼ ଜିଲ୍ଲା ଯୋଜନା କମିଟିର ପ୍ରଥମ ବୈଠକ:୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ୧,୮୧,୪୬୭ କୋଟି ଟଙ୍କାର ବଜେଟ୍
ଜିଲ୍ଲା ଖବର

ଅଧିକ ପଢନ୍ତୁ

ରାଜ୍ୟ ଖବର

ବଦଳିଲେ ଓଡ଼ିଶା ସମେତ ୬ଟି ରାଜ୍ୟର ରାଜ୍ୟପାଳ:ବ୍ରଜମୋହନ ରାମଙ୍କୁ ଓଡ଼ିଶା ରାଜ୍ୟର ନୂଆ ଦାୟିତ୍ୱ

Odisha Lekha October 12, 2026
ରାଜ୍ୟ ଖବର

ନୟାଗଡ଼ ପ୍ରଜାମଣ୍ଡଳ ମହିଳା କଲେଜରେ ଉତ୍ତେଜନା:ପୋଲିସର ଭୂମିକାକୁ ନେଇ ବିଧାୟକ ଅରୁଣଙ୍କ କ୍ଷୋଭ :ଛାତ୍ର ସଂସଦ ନିର୍ବାଚନ ନାମାଙ୍କନକୁ ନେଇ ବିବାଦ:ଅନିର୍ଦ୍ଦିଷ୍ଟ କାଳ ପାଇଁ ‘ସାଇନ୍-ଏ-ଡାଏ’ ଘୋଷଣା କଲା ପ୍ରଶାସନ

Odisha Lekha October 9, 2026
ରାଜ୍ୟ ଖବର

ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ

Odisha Lekha October 2, 2026
ରାଜ୍ୟ ଖବର

ମହାନଦୀ ଜଳ ବିବାଦ:ଆଜି ଦିଲ୍ଲୀରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ

Odisha Lekha October 1, 2026
ଖେଳରାଜ୍ୟ ଖବର

ବିସିସିଆଇ ଚୟନ ସମିତିର ଅନ୍ତରୀଣ ଅଧ୍ୟକ୍ଷ ହେବେ ପ୍ରଜ୍ଞାନ ଓଝା:ପ୍ରିୟ ଓଡ଼ିଆ କ୍ରିକେଟରଙ୍କୁ ଶୁଭେଚ୍ଛାର ସୁଅ

Odisha Lekha October 1, 2026
ରାଜ୍ୟ ଖବର

ଆସନ୍ତାକାଲି ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା:ନବ ନିର୍ମାଣ କୃଷକ ସଂଗଠନର ଆହ୍ୱାନ:ଆଇନଶୃଙ୍ଖଳା ପାଇଁ ଜିଲ୍ଲାପାଳଙ୍କୁ ଗୃହ ବିଭାଗର ଚିଠି

Odisha Lekha September 29, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?