Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

କଟକ ଜିଲ୍ଲା ପୋଲିସରେ ବଡ଼ ଧରଣର ବଦଳି: ବଡ଼ମ୍ବା ଥାନାରେ ନୂତନ ଇନ୍ସପେକ୍ଟରଙ୍କୁ ନିଯୁକ୍ତ

Published January 20, 2026 ସ୍ୱତନ୍ତ୍ର ଖବର
SHARE

ନରସିଂହପୁର, (ଓଡ଼ିଶା ଲେଖା): କଟକ ଗ୍ରାମାଞ୍ଚଳ ଆରକ୍ଷୀ ଅଧିକ୍ଷକଙ୍କ ପରାମର୍ଶ କ୍ରମେ ଇନ୍ସପେକ୍ଟର ସ୍ତରରେ ବଡ଼ ଧରଣର ବଦଳି ଓ ଅଦଳ ବଦଳ କରାଯାଇଛି । ଆଜି ୧୯ଜଣ ଇନ୍ସପେକ୍ଟରଙ୍କ ବଦଳି ଓ ଅଦଳ ବଦଳ କରିଛନ୍ତି କଟକ ଆରକ୍ଷୀ ଅଧିକ୍ଷକ ବିନିତ୍ ଅଗ୍ରୱାଲ। ତେବେ ଏସଆଇରୁ ଇନ୍ସପେକ୍ଟର ପାହ୍ୟାକୁ ପଦୋନ୍ନତି ହୋଇଥିବା ଇନ୍ସପେକ୍ଟର ପରମାନନ୍ଦ ନାୟକଙ୍କୁ ବଡ଼ମ୍ବା ଥାନାର ଆଇଆଇସି ଭାବେ ନିଯୁକ୍ତ କରାଯାଇଛି। ସେହିପରି ବୈଦ୍ୟସ୍ୱର ଥାନାର ସଞ୍ଜୟ କୁମାର ଜେନାଙ୍କୁ ଜିଲ୍ଲା ମୁଖ୍ୟାଳୟକୁ ବଦଳି କରାଯାଇଥିବା ବେଳେ କିଶାନ ନଗର ଥାନାର ଦୁର୍ଗେଶ ନନ୍ଦିନୀ ମହାନ୍ତିଙ୍କୁ ବୈଦ୍ୟସ୍ୱର ଥାନା ଅଧିକାରୀ ଭାବେ ନିଯୁକ୍ତ କରାଯାଇଛି। ଇନ୍ସପେକ୍ଟର ତପନ କୁମାର କରଙ୍କୁ ନରସିଂହପୁର ଥାନା, ସୁଶୀଲ କୁମାର ନାୟକଙ୍କୁ କାନପୁର ଥାନା, ବିଜୟ କୁମାର ମଲ୍ଲିକଙ୍କୁ ମାଣିଆବନ୍ଧ ଥାନାରେ ନିଯୁକ୍ତ କରାଯାଇଛି। ସେହିପରି ନିଆଳି, ସାଲେପୁର, ଟାଙ୍ଗି, ଖୁଣ୍ଟୁଣି, କିଶାନ ନଗର, ନିଶ୍ଚିତକୋଇଲି, ନେମାଳ, ଗୋବିନ୍ଦପୁର, ଯୁଡ଼ୁମ୍, ଗୁରୁଡ଼ିଜିହାତିଆ ଥାନା ମାନଙ୍କରେ ଆଇଆଇସି ନିଯୁକ୍ତ କରାଯାଇଛି। ନିଯୁକ୍ତ ହୋଇଥିବା ଥାନା ଗୁଡ଼ିକରେ ତୁରନ୍ତ ଯାଇ ଯୋଗ ଦେବାକୁ ନିର୍ଦ୍ଦେଶ ଜାରି କରିଛନ୍ତି ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ଅଗ୍ରୱାଲ।

Preloader Image
IMG-20260815-WA0003
IMG-20260108-WA0001
Odisha Lekha January 20, 2026 January 20, 2026
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ଛାତ୍ର ସଂସଦ ନିର୍ବାଚନ ହିଂସା:ଗୁରୁତର ଆହତ କଂଗ୍ରେସ କର୍ମୀ ପ୍ରହଲ୍ଲାଦଙ୍କୁ ଭେଟିଲେ ଅରୁଣ ସାହୁ
ଜିଲ୍ଲା ଖବର
ନୟାଗଡ଼ କଲେଜରେ ନବନିର୍ବାଚିତ ଛାତ୍ର ପ୍ରତିନିଧିଙ୍କ ଶପଥ ଗ୍ରହଣ ଉତ୍ସବ: ଛାତ୍ରଛାତ୍ରୀଙ୍କ ସମସ୍ୟା ସମାଧାନ ଓ ମହାବିଦ୍ୟାଳୟର ବିକାଶ ପାଇଁ ନେଲେ ଶପଥ
ଜିଲ୍ଲା ଖବର
କୃଷ୍ଣ ଗୌରାଙ୍ଗ ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ ପ୍ରସ୍ତୁତି ବୈଠକ ନୈରାଶ୍ୟଜନକ
ଆଞ୍ଚଳିକ ଖବର
ସଜାଗ ହେବେ ଦଳଡିଆଁ ନେତା ! ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଦେଲା ରାଜନୈତିକ ବାର୍ତ୍ତା,ପଞ୍ଚାୟତ ନିର୍ବାଚନ ପୂର୍ବରୁ ବଢ଼ିଲା ଚର୍ଚ୍ଚା
ସ୍ୱତନ୍ତ୍ର ଖବର

ଅଧିକ ପଢନ୍ତୁ

ସ୍ୱତନ୍ତ୍ର ଖବର

ସଜାଗ ହେବେ ଦଳଡିଆଁ ନେତା ! ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଦେଲା ରାଜନୈତିକ ବାର୍ତ୍ତା,ପଞ୍ଚାୟତ ନିର୍ବାଚନ ପୂର୍ବରୁ ବଢ଼ିଲା ଚର୍ଚ୍ଚା

Odisha Lekha October 16, 2026
ସ୍ୱତନ୍ତ୍ର ଖବର

ନୟାଗଡ଼ର ମାଟିରେ ସ୍ୱାଧୀନତା ସଂଗ୍ରାମର ଅମର ଗାଥା:ଅକ୍ଟୋବର ୧୦ରେ ସହିଦ ହୋଇଥିଲେ ଆଦିବାସୀ ନେତା କଷ୍ଟି ଡାକୁଆ

Odisha Lekha October 10, 2026
ସ୍ୱତନ୍ତ୍ର ଖବର

ସ୍ୱାଧୀନତାର ୮୦ ବର୍ଷ – ଆମେ କେଉଁଠି ?

Odisha Lekha October 4, 2026
ସ୍ୱତନ୍ତ୍ର ଖବର

ନୟାଗଡ଼ର ଦୁଇ ପୂର୍ବତନ ଏସ୍‌ପିଙ୍କ ଭିନ୍ନ ଅନ୍ଦାଜ:ଜଣଙ୍କ କଠୋର ଅପରାଧ ଦମନ, ଆଉ ଜଣଙ୍କ ଲୋକସମ୍ପର୍କ ଓ ମାନବିକତା

Odisha Lekha October 1, 2026
ସ୍ୱତନ୍ତ୍ର ଖବର

ପାର୍ବଣ ଋତୁରେ ‘ଓଡ଼ିଶା ଲେଖା’ର ପୂଜା ଧମାକା :ଆସୁଛି ଲକି ଡ୍ର କୂପନ:୩୦ ଜଣ ଭାଗ୍ୟଶାଳୀ ବିଜେତାଙ୍କୁ ମିଳିବ ଆକର୍ଷଣୀୟ ପୁରସ୍କାର

Odisha Lekha September 25, 2026
ସ୍ୱତନ୍ତ୍ର ଖବର

ସମ୍ପାଦକୀୟ:ନୟାଗଡ଼ର ସୂର୍ଯ୍ୟୋଦୟ

Odisha Lekha September 16, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?