Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ସର୍ବଭାରତୀୟ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ନୟାଗଡ଼ କପ୍-୨୦୨୬କାଶ୍ମିରୀ ସିଟୁ କ୍ଲବକୁ ୧-୩ ଗୋଲରେ ହରାଇଲା ଓଡ଼ିଶା ପୋଲିସ

Published January 21, 2026 ଖେଳ
SHARE

ନୟାଗଡ଼, (ଓଡ଼ିଶା ଲେଖା): ନୟାଗଡ଼ ଖେଳ ପଡିଆ ଠାରେ ୭୮୬ ୟୁଥ୍ କ୍ଳବ୍ ସିନ୍ଦୂରିଆ ଆନୁକୂଲ୍ୟରେ ଚାଲିଥିବା ସର୍ବ ଭାରତୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟର ଆଜି ୩ୟ ଦିବସର ଖେଳ ବେଶ୍ ରୋମାଞ୍ଚ ପୂର୍ଣ୍ଣ ହୋଇଥିଲା। ଦୁଇ ନାମୀ ଦାମୀ ଫୁଟବଲ ଦଳ ଓଡ଼ିଶା ପୋଲିସ କଟକ ଏବଂ ସିଟୁ ଫୁଟବଲ କ୍ଳବ୍ କାଶ୍ମୀର ଆଜି ଏଠାରେ ପରସ୍ପରକୁ ଭେଟିଥିଲେ। ଆରମ୍ଭରୁ ଖେଳ ସଂଘର୍ଷପୂର୍ଣ ହୋଇଥିଲା। ମୁଖ୍ୟ ରେଫରି ଭାବେ ଜାତୀୟ ସ୍ତରର ଖ୍ୟାତି ସମ୍ପନ୍ନ ରେଫରୀ ରାଜୁ ସ୍ବାଇଁ ଆଜିର ଖେଳ ପରିଚାଳନା କରିଥିଲେ ଏବଂ ତାଙ୍କୁ ସହାୟତା କରିଥିଲେ ପ୍ରସନ୍ନ ନାୟକ ଓ ସରୋଜ ମହାରଣା ଏବଂ ଜ୍ୟୋତି ରଞ୍ଜନ ସ୍ବାଇଁ ୪ର୍ଥ ରେଫାରି ଭାବେ କାର୍ଯ୍ୟ ତୁଲାଇ ଥିଲେ। ଅତିଥି ମାନଙ୍କ ମଧ୍ୟରେ ଅବସର ପ୍ରାପ୍ତ ପ୍ରଧାନ ଶିକ୍ଷକ ଗିରିଧର ପ୍ରଧାନ, ଏସ କେ ସଦୁରୁଡିନ ଅବସର ପ୍ରାପ୍ତ ନାଭାଲ ଅଫିସର, ଜୟନ୍ତ ବେହେରା ପୂର୍ବତନ ଫୁଟବଲ ଖେଳାଳି, ଭିକାରୀ ଖଣ୍ଡାୟତ, ଦୟନ୍ ଖାଁ, ସାମ୍ବାଦିକ ଭବନର ସଭାପତି ବୈଦ୍ୟ ଭୂଷଣ ମହାପାତ୍ର ପ୍ରମୁଖ ଯୋଗ ଦେଇଥିଲେ। ନୟାଗଡ଼ ବିଧାୟକ ଡ଼ ଅରୁଣ କୁମାର ସାହୁଙ୍କ ପ୍ରଚେଷ୍ଟାରେ ଏକ ନୂତନ ଆକର୍ଷଣୀୟ ରୂପରେଖ ପାଇଥିବା ଏହି ପଡିଆ ଉଭୟ ଖେଳାଳି ଓ ଦର୍ଶକଙ୍କ ଦ୍ଵାରା ବେଶ୍ ପ୍ରଶଂସା ଲାଭ କରିଛି। ଆଜି ଖେଳରେ ଦର୍ଶକ ପଡିଆ ଚାରିପଟେ ଖୁବ୍ ଭିଡ ଜମାଇଥିଲେ ଏବଂ ଖେଳକୁ ଉପଭୋଗ କରିଥିଲେ।

ସାମ୍ବାଦିକ ରାମକୃଷ୍ଣ ରଥ ଧାରା ବିବରଣୀ ପ୍ରଚାର କରିଥିଲେ। ୭୮୬ ୟୁଥ୍ କ୍ଳବର ସଭାପତି ଶେଖ୍ ୟୁଶୁବ, ସମ୍ପାଦକ ଅନୱର ଅଲ୍ଲୀ, ସଂଗଠନ ସମ୍ପାଦକ ହଜରତ ଅଲ୍ଲୀ ଖାଁ, ସୁବାସ କହଁର, ସରିଫ୍ ଖାଁ, ମୁସିରୁଦ୍ଦିନ ଖାଁ (ଇଲୁ), ଶେଖ୍ ନଈମୁ, ରାଜା ପଠାନ୍ ପ୍ରମୁଖ ଉପସ୍ଥିତ ସମସ୍ତ କାର୍ଯ୍ୟ ନିରୀକ୍ଷଣ କରିଥିଲେ। ଶେଷରେ ଓଡ଼ିଶା ପୋଲିସ ଦଳ ୩ – ୧ ଗୋଲ୍ ରେ ବିଜୟୀ ହୋଇଥିଲା। କାଶ୍ମୀର ଦଳର ୧୩ ନମ୍ବର ଖେଳାଳି ଆକ୍ୟୁବ ମ୍ୟାନ ଅଫ ଦି ମ୍ୟାଚ୍ ଏବଂ ଓଡ଼ିଶା ପୋଲିସ ଦଳର ୧୬ ନମ୍ବର ଖେଳାଳି ଆନନ୍ଦ ସୋରେନ ବେଷ୍ଟ ସ୍କୋରର ଭାବେ ବ୍ଲକ ଅଧକ୍ଷ କିଶୋର ସାହୁଙ୍କ ଠାରୁ ପୁରସ୍କୃତ ହୋଇଥିଲେ । ଆସନ୍ତା କାଲି ଏଠାରେ ପ୍ରଥମ ସେମି ଫାଇନାଲରେ କେରଳ ଦଳ ଭଞ୍ଜନଗରକୁ ଭେଟିବ।

Preloader Image
IMG-20260815-WA0003
IMG-20260108-WA0001
Odisha Lekha January 21, 2026 January 21, 2026
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ଛାତ୍ର ସଂସଦ ନିର୍ବାଚନ ହିଂସା:ଗୁରୁତର ଆହତ କଂଗ୍ରେସ କର୍ମୀ ପ୍ରହଲ୍ଲାଦଙ୍କୁ ଭେଟିଲେ ଅରୁଣ ସାହୁ
ଜିଲ୍ଲା ଖବର
ନୟାଗଡ଼ କଲେଜରେ ନବନିର୍ବାଚିତ ଛାତ୍ର ପ୍ରତିନିଧିଙ୍କ ଶପଥ ଗ୍ରହଣ ଉତ୍ସବ: ଛାତ୍ରଛାତ୍ରୀଙ୍କ ସମସ୍ୟା ସମାଧାନ ଓ ମହାବିଦ୍ୟାଳୟର ବିକାଶ ପାଇଁ ନେଲେ ଶପଥ
ଜିଲ୍ଲା ଖବର
କୃଷ୍ଣ ଗୌରାଙ୍ଗ ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ ପ୍ରସ୍ତୁତି ବୈଠକ ନୈରାଶ୍ୟଜନକ
ଆଞ୍ଚଳିକ ଖବର
ସଜାଗ ହେବେ ଦଳଡିଆଁ ନେତା ! ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଦେଲା ରାଜନୈତିକ ବାର୍ତ୍ତା,ପଞ୍ଚାୟତ ନିର୍ବାଚନ ପୂର୍ବରୁ ବଢ଼ିଲା ଚର୍ଚ୍ଚା
ସ୍ୱତନ୍ତ୍ର ଖବର

ଅଧିକ ପଢନ୍ତୁ

ଖେଳ

ଏସିଆନ ଗେମ୍ସ: ପାକିସ୍ତାନକୁ ୧୯ ରନ୍‌ରେ ହରାଇ ସ୍ୱର୍ଣ୍ଣ ହାତେଇଲା ଭାରତ:ଅଭିଷେକ ଶର୍ମା ଓ ତିଲକ ବର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ, ଦୁବେଙ୍କ ଅଲରାଉଣ୍ଡ ପ୍ରଦର୍ଶନ

Odisha Lekha October 3, 2026
ଖେଳରାଜ୍ୟ ଖବର

ବିସିସିଆଇ ଚୟନ ସମିତିର ଅନ୍ତରୀଣ ଅଧ୍ୟକ୍ଷ ହେବେ ପ୍ରଜ୍ଞାନ ଓଝା:ପ୍ରିୟ ଓଡ଼ିଆ କ୍ରିକେଟରଙ୍କୁ ଶୁଭେଚ୍ଛାର ସୁଅ

Odisha Lekha October 1, 2026
ଖେଳ

ଭାରତ-ୱେଷ୍ଟଇଣ୍ଡିଜ୍ ଦ୍ୱିତୀୟ ଦିନିକିଆ : ଗିଲଙ୍କ ଧୂଆଁଧାର ଦ୍ୱିଶତକ, ରୋହିତଙ୍କ ଶତକ :୮ୱିକେଟ୍‌ରେ ମ୍ୟାଚ୍ ଜିତି ସିରିଜ୍ କବ୍‌ଜା କଲା ଭାରତ

Odisha Lekha September 30, 2026
ଖେଳ

ରାଜ୍ୟସ୍ତରୀୟ ନୟାଗଡ଼ ଚ୍ୟାଲେଞ୍ଜ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ପାଇଁ ପ୍ରସ୍ତୁତି ବୈଠକ

Odisha Lekha September 23, 2026
ଖେଳଜିଲ୍ଲା ଖବର

ରଣଜିତ୍ କରିବେ ଖେଳ;ନୟାଗଡ଼ରେ ହେବ ଚ୍ୟାଲେଞ୍ଜ ଫୁଟବଲ ଟୁର୍ଣ୍ଣାମେଣ୍ଟ

Odisha Lekha September 22, 2026
ଖେଳ

ଶ୍ରୀଲଙ୍କାକୁ ୧୪୭ ରନ୍‌ରେ ହରାଇ ଲଗାତାର ଦ୍ୱିତୀୟଥର ସ୍ୱର୍ଣ୍ଣପଦକ ହାତେଇଲା ଭାରତୀୟ ମହିଳା କ୍ରିକେଟ୍ ଦଳ : ଖେଳାଳି ମାନଙ୍କୁ ଶୁଭେଚ୍ଛା ଜଣାଇଲେ ନବୀନ

Odisha Lekha September 22, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?