Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ହାତରେ ବୋମା ଫୁଟି ଛାତ୍ର ଗୁରୁତର

Published January 22, 2026 ଦୁର୍ଘଟଣା
SHARE

ନୟାଗଡ଼, (ଓଡ଼ିଶା ଲେଖା): ବର୍ତ୍ତମାନର ବଡ଼ ଖବର । ହାତରେ ବୋମା ଫୁଟି ଜଣେ ଛାତ୍ର ଗୁରୁତର ହୋଇଥିବା ଜଣାପଡିଛି । ଗୁରୁତର ଛାତ୍ର ଜଣଙ୍କୁ ପ୍ରଥମେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ପରେ ତାଙ୍କୁ ଭୁବନେଶ୍ୱର ସ୍ଥାନାନ୍ତରିତ କରାଯାଇଛି । ଛାତ୍ର ଜଣଙ୍କ ପିଜୁଳି ଖାଇବାକୁ ଗାଁ ମୁଣ୍ଡରେ ଥିବା ଏକ ବ୍ରିଜ ନିକଟକୁ ଯାଇଥିଲେ । ସେଠାରେ ଏକ କାଗଜ ଗୁଳାକୁ ପଥର ଭାବି ଉଠାଇଲେ ବେଳେ ବୋମା ଟି ହାତରେ ଫୁଟିଥିଲା । ଛାତ୍ରଙ୍କ ବାମ ହାତଟି ସଂମ୍ପୂର୍ଣ୍ଣ ନଷ୍ଟ ହୋଇଥିବା ବେଳେ ସ୍ଥାନୀୟ ଲୋକ ଉଦ୍ଧାର କରି ପ୍ରଥମେ ନୟାଗଡ଼ ମୁଖ୍ୟ ଚିକିତ୍ସାଳୟ ଆଣିଥିଲେ ଏବଂ ଅବସ୍ଥା ସଙ୍କଟାପର୍ଣ୍ଣ ଥିବାରୁ ଡାକ୍ତର ତାଙ୍କୁ ଭୁବନେଶ୍ୱର ସ୍ଥାନାନ୍ତର କରିଥିବା ଜଣାପଡିଛି । ଏଭଳି ଅଭାବନୀୟ ଘଟଣା ଘଟିଛି ଓଡ଼ଗାଁ ଥାନା ଅନ୍ତର୍ଗତ ଗୁମି ଅଞ୍ଚଳରେ । ଗୁମି ଗାଁର ବୃନ୍ଦାବନ ନିଶଙ୍କଙ୍କ ପୁଅ ଡାକ କାପ୍ତାପଲ୍ଲି ବିଦ୍ୟାଳୟରେ ଦଶମ ଶ୍ରେଣୀରେ ପାଠ ପଢନ୍ତି । ଆଜି ଡାକ ସ୍କୁଲରୁ ଫେରିବା ପରେ ଘରେ ବ୍ଯାଗ୍ ରଖି କୋଳି ଖାଇବା ପାଇଁ ବାହାରକୁ ଯାଇଥିଲେ । ଘରଠାରୁ ପ୍ରାୟ ୧କିମି ଦୁର କାମ୍ପେଲା ରାସ୍ତାରେ ଥିବା ଏକ ବ୍ରିଜ୍ କଡରେ ଏକ ସୁତୁଲି ଗୁଡା ହୋଇଥିବା ଜିନିଷ ପଡିଥିବା ଦେଖି ଡାକ ତାକୁ ଉଠାଇବା ସମୟରେ ତାହା ହଠାତ୍ ଫୁଟି ଯାଇଥିଲା । ଫଳରେ ଡାକର ଦୁଇ ହାତ , ମୁହଁ ଏବଂ ଜଙ୍ଘରେ ଗଭିର ଆଘାତ ଲାଗିଛି । ରାସ୍ତାରେ ଯାଉଥିବା ଲୋକମାନେ ଡାକର ଏପରି ଅବସ୍ଥା ଦେଖି ତାଙ୍କ ପରିବାରଲୋକଙ୍କୁ ଖବର ଦେଇଥିଲେ । ରାସ୍ତାକଡରେ ବାଣ କେଉଁଠୁ ଆସିଲା ତାକୁ ନେଇ ପ୍ରଶ୍ନ ଉଠୁଥିବାବେଳେ ବାର୍ହା ଶିକାର ପାଇଁ କେହି ବାଣ ରଖିଥିବା ଚର୍ଚ୍ଚା ହେଉଛି ।

Preloader Image
IMG-20260815-WA0003
IMG-20260108-WA0001
Odisha Lekha January 22, 2026 January 22, 2026
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ଯତ୍ନ ଓ ସୁରକ୍ଷା ଆବଶ୍ୟକ ଶିଶୁଙ୍କ ପାଇଁ ଶିକ୍ଷଣୀୟ କ୍ଷେତ୍ର ପରିଦର୍ଶନ
ଜିଲ୍ଲା ଖବର
ନାଟୁଗାଁରେ ମୁକୁଳା ପଡ଼ିଛି ବିଦ୍ୟୁତ୍ ଟ୍ରାନ୍ସଫର୍ମର: ଟିପିସିଓଡିଏଲ୍ ଅଧୀକ୍ଷଣ ଯନ୍ତ୍ରୀଙ୍କୁ ଚିଠି ଲେଖିଲେ ଅରୁଣ
ଆଞ୍ଚଳିକ ଖବର
ବରିଷ୍ଠ ଆଇନଜୀବୀ ଜୟଦେବ ନାୟକଙ୍କ ବିୟୋଗରେ ନୟାଗଡ଼ ଜିଲ୍ଲା ଓକିଲ ସଂଘର ଶୋକସଭା
ଆଞ୍ଚଳିକ ଖବର
ବ୍ରହ୍ମପୁରରେ ଓଡ଼ିଶା ଡିଜିଟାଲ ମିଡ଼ିଆ ମହାସଂଘର କ୍ଲଷ୍ଟରସ୍ତରୀୟ ପ୍ରଶିକ୍ଷଣ ଶିବିର:ଡିଜିଟାଲ ମିଡ଼ିଆର ସୁଯୋଗ, ସମ୍ଭାବନା, ଆହ୍ୱାନ ଓ ଦାୟିତ୍ୱବୋଧ ଉପରେ ଆଲୋଚନା
ଜିଲ୍ଲା ଖବର

ଅଧିକ ପଢନ୍ତୁ

ଆଞ୍ଚଳିକ ଖବରଦୁର୍ଘଟଣା

ମହାନଦୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ

Odisha Lekha August 24, 2026
ଦୁର୍ଘଟଣା

ମହାନଦୀରେ ବୁଡି ୧୩ବର୍ଷର ନାବାଳକ ମୃତ

Odisha Lekha August 23, 2026
ଦୁର୍ଘଟଣା

ଜଗନ୍ନାଥ ମନ୍ଦିର ନିକଟରେ ଜଳିଗଲା ଇଭି ଗାଡ଼ି

Odisha Lekha August 19, 2026
ଜିଲ୍ଲା ଖବରଦୁର୍ଘଟଣା

ସକାଳର ବଡ଼ ଖବର:ଓଲଟିଲା ବସ୍:୨୦ରୁ ଉର୍ଦ୍ଧ୍ବ ଯାତ୍ରୀ ଆହତ,୩ଗୁରୁତର

Odisha Lekha August 18, 2026
ଦୁର୍ଘଟଣା

ଅଙ୍ଗନୱାଡ଼ି ଜିଲ୍ଲା ସଭାନେତ୍ରୀଙ୍କ ପରଲୋକ

Odisha Lekha July 6, 2026
ଦୁର୍ଘଟଣା

ଟି ବ୍ରିଜରେ ବଡ଼ ଦୁର୍ଘଟଣା:ବାଇକ୍ ଓ ଅଟୋ ମୁହାଁମୁହିଁ ଧକ୍କା: ବାଇକ୍ ଚାଳକଙ୍କ ମୁଣ୍ଡ ଗଣ୍ଡି ଅଲଗା

Odisha Lekha June 14, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?