Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ସର୍ବଭାରତୀୟ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ନୟାଗଡ଼ କପ୍ :ଉତ୍କଳ ସ୍ପୋଟିଂ କ୍ଲବ୍ ଜଣୀକୁ ହରାଇ ସେମି ଫାଇନାଲରେ ମଙ୍ଗଳା କ୍ଳବ୍

Published January 23, 2026 ଖେଳ
SHARE

ନୟାଗଡ଼, (ଓଡ଼ିଶା ଲେଖା): ସର୍ବ ଭାରତୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟର ଆଜି ୫ ମ ଦିନର ଖେଳରେ ଉତ୍କଳ ସ୍ପୋଟିଂ କ୍ଲବ୍ ଜଟଣୀ ଏବଂ ମଙ୍ଗଳା ଏଫ୍ ସି କଟକ ପରସ୍ପରକୁ ଭେଟିଥିଲେ। ଆରମ୍ଭରୁ କଟକ ଦଳ ଆକ୍ରମଣ ଆରମ୍ଭ କରିଥିଲା। ପ୍ରଥମାର୍ଦ୍ଧରେ କଟକ ଦଳର ୮ ନମ୍ବର ଜର୍ଶିରେ ଥିବା ଖେଳାଳି ପବିତ୍ର ପ୍ରଧାନ ଖେଳର ୬ ମିନିଟ୍ ସମୟରେ , ୩୩ ମିନିଟ୍ ସମୟରେ ଏବଂ ୭୦ ମିନିଟ୍ ସମୟରେ ଗୋଟିଏ ଲେଖାଏଁ ଗୋଲ୍ ଦେଇଥିଲେ ଏବଂ ଶେଷ ମୁହୂର୍ତ୍ତରେ ପବିତ୍ର ଆଉ ଏକ ଗୋଲ୍ ଦେଇ ଥିଲେ।  ସେହି କଟକ ଦଳର ୨୩ ନମ୍ବର ଜର୍ଶିର ଖେଳାଳି ସୁନିଲ ସୋରେନ ଆଉ ଏକ ଗୋଲ୍ ଦେଇଥିଲେ।  ଆଜି ମଞ୍ଚରେ ବିଶିଷ୍ଟ ସମାଜସେବୀ ଇରାନୀ ରାୟ, ନୟାଗଡ଼ ବ୍ଲକ୍  ଉପାଧ୍ୟକ୍ଷା ଲକ୍ଷ୍ମୀପ୍ରିୟା ସାହୁ, ଚଳଚ୍ଚିତ୍ର ପ୍ରଯୋଜକ, ବିଶିଷ୍ଟ ସମାଜସେବୀ ପୂର୍ଣ୍ଣଚନ୍ଦ୍ର ସାହୁ, ପ୍ରଦୀପ୍ତ କୁମାର ଆଚାର୍ଯ୍ୟ ପ୍ରମୁଖ ଅତିଥି ଭାବରେ ଯୋଗ ଦେଇଥିଲେ। ମୁଖ୍ୟ ରେଫରି ଭାବେ ରାଜୁ ମହାନ୍ତି ଆଜିର ଖେଳ ପରିଚାଳନା କରିଥିଲେ।

ଏଥି ସହିତ ରେଫରି ପ୍ରସନ୍ନ ନାୟକ,ସରୋଜ ମହାରଣା ଲାଇନରେ ଜ୍ୟୋତି ପ୍ରକାଶ ସ୍ବାଇଁ ୪ ନମ୍ବର ରେପାରୀ  ଭାବେ କାର୍ଯ୍ୟ କରିଥିଲେ।  ୭୮୬ ୟୁଥ୍  କ୍ଳବ୍ ର ସଭାପତି  ଶେଖ୍ ୟୁଶୁବ୍,ସଂଗଠନ ସମ୍ପାଦକ ହଜରତ ଅଲ୍ଲୀ ଖାଁ, ଶରିଫ ଖାଁ, ଶେଖ୍ ନାଇଁମୁ,  ସମ୍ପାଦକ ଅନାୱର୍ ଅଲ୍ଲୀ ପ୍ରମୁଖ ଉପସ୍ଥିତ ରହି କାର୍ଯ୍ୟ ସମ୍ପାଦନ କରିଥିଲେ । ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥ ଧାରା ବିବରଣୀ ପ୍ରଚାର କରିଥିଲେ। ମୋଟାମୋଟି ଭାବେ ଆଜିର ଖେଳ ଏକ ତରଫା ହୋଇଥିଲା ଏବଂ( ୫- ୦ ) ଗୋଲ୍ ରେ ମଙ୍ଗଳା କ୍ଳବ୍ କଟକ ବିଜୟୀ ହୋଇ ସେମି ଫାଇନାଲରେ ପ୍ରବେଶ କରି ଥିଲା । ଆସନ୍ତା କାଲି ଏଠାରେ ୨ୟ ସେମି ଫାଇନାଲରେ ଓଡ଼ିଶା ପୋଲିସ କଟକ ସହ ଦଳର ମୁକାବିଲା ହେବ। ଆଜିର ଖେଳରେ ମ୍ୟାନ ଅଫ ଦି ମ୍ୟାଚ୍ ପୁରସ୍କାର ଲାଭ କରିଥିଲେ  ମଙ୍ଗଳା କ୍ଳବ୍ କଟକ ଦଳର ୮ ନମ୍ବର ଯାର୍ଶିରେ ଥିବା ଖେଳାଳି ପବିତ୍ର ପ୍ରଧାନ।

Preloader Image
IMG-20260815-WA0003
IMG-20260108-WA0001
Odisha Lekha January 23, 2026 January 23, 2026
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ଛାତ୍ର ସଂସଦ ନିର୍ବାଚନ ହିଂସା:ଗୁରୁତର ଆହତ କଂଗ୍ରେସ କର୍ମୀ ପ୍ରହଲ୍ଲାଦଙ୍କୁ ଭେଟିଲେ ଅରୁଣ ସାହୁ
ଜିଲ୍ଲା ଖବର
ନୟାଗଡ଼ କଲେଜରେ ନବନିର୍ବାଚିତ ଛାତ୍ର ପ୍ରତିନିଧିଙ୍କ ଶପଥ ଗ୍ରହଣ ଉତ୍ସବ: ଛାତ୍ରଛାତ୍ରୀଙ୍କ ସମସ୍ୟା ସମାଧାନ ଓ ମହାବିଦ୍ୟାଳୟର ବିକାଶ ପାଇଁ ନେଲେ ଶପଥ
ଜିଲ୍ଲା ଖବର
କୃଷ୍ଣ ଗୌରାଙ୍ଗ ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ ପ୍ରସ୍ତୁତି ବୈଠକ ନୈରାଶ୍ୟଜନକ
ଆଞ୍ଚଳିକ ଖବର
ସଜାଗ ହେବେ ଦଳଡିଆଁ ନେତା ! ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଦେଲା ରାଜନୈତିକ ବାର୍ତ୍ତା,ପଞ୍ଚାୟତ ନିର୍ବାଚନ ପୂର୍ବରୁ ବଢ଼ିଲା ଚର୍ଚ୍ଚା
ସ୍ୱତନ୍ତ୍ର ଖବର

ଅଧିକ ପଢନ୍ତୁ

ଖେଳ

ଏସିଆନ ଗେମ୍ସ: ପାକିସ୍ତାନକୁ ୧୯ ରନ୍‌ରେ ହରାଇ ସ୍ୱର୍ଣ୍ଣ ହାତେଇଲା ଭାରତ:ଅଭିଷେକ ଶର୍ମା ଓ ତିଲକ ବର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ, ଦୁବେଙ୍କ ଅଲରାଉଣ୍ଡ ପ୍ରଦର୍ଶନ

Odisha Lekha October 3, 2026
ଖେଳରାଜ୍ୟ ଖବର

ବିସିସିଆଇ ଚୟନ ସମିତିର ଅନ୍ତରୀଣ ଅଧ୍ୟକ୍ଷ ହେବେ ପ୍ରଜ୍ଞାନ ଓଝା:ପ୍ରିୟ ଓଡ଼ିଆ କ୍ରିକେଟରଙ୍କୁ ଶୁଭେଚ୍ଛାର ସୁଅ

Odisha Lekha October 1, 2026
ଖେଳ

ଭାରତ-ୱେଷ୍ଟଇଣ୍ଡିଜ୍ ଦ୍ୱିତୀୟ ଦିନିକିଆ : ଗିଲଙ୍କ ଧୂଆଁଧାର ଦ୍ୱିଶତକ, ରୋହିତଙ୍କ ଶତକ :୮ୱିକେଟ୍‌ରେ ମ୍ୟାଚ୍ ଜିତି ସିରିଜ୍ କବ୍‌ଜା କଲା ଭାରତ

Odisha Lekha September 30, 2026
ଖେଳ

ରାଜ୍ୟସ୍ତରୀୟ ନୟାଗଡ଼ ଚ୍ୟାଲେଞ୍ଜ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ପାଇଁ ପ୍ରସ୍ତୁତି ବୈଠକ

Odisha Lekha September 23, 2026
ଖେଳଜିଲ୍ଲା ଖବର

ରଣଜିତ୍ କରିବେ ଖେଳ;ନୟାଗଡ଼ରେ ହେବ ଚ୍ୟାଲେଞ୍ଜ ଫୁଟବଲ ଟୁର୍ଣ୍ଣାମେଣ୍ଟ

Odisha Lekha September 22, 2026
ଖେଳ

ଶ୍ରୀଲଙ୍କାକୁ ୧୪୭ ରନ୍‌ରେ ହରାଇ ଲଗାତାର ଦ୍ୱିତୀୟଥର ସ୍ୱର୍ଣ୍ଣପଦକ ହାତେଇଲା ଭାରତୀୟ ମହିଳା କ୍ରିକେଟ୍ ଦଳ : ଖେଳାଳି ମାନଙ୍କୁ ଶୁଭେଚ୍ଛା ଜଣାଇଲେ ନବୀନ

Odisha Lekha September 22, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?