Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • Home
  • Contact Us
  • About Us
© 2025 -Odisha Lekha. All Rights Reserved.

ଯୁବ ସଭାପତି ପଦ ବଜାୟ ରଖିଲେ ଦୁର୍ଯ୍ୟୋଧନ, ଛାତ୍ରରେ ଅମରେଶ୍ୱର

Published January 25, 2026 ରାଜନୀତି
SHARE

ନୟାଗଡ଼, (ଓଡ଼ିଶା ଲେଖା): ବିଜୁ ଯୁବ ଓ ଛାତ୍ର ଜନତା ଦଳ ପକ୍ଷରୁ ଆଜି ୧୦ଟି ଜିଲ୍ଲାର ଯୁବ ସଭାପତି ଓ ଛାତ୍ର ସଭାପତିଙ୍କ ନାମ ଘୋଷଣା କରିଛନ୍ତି ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ। ୧୦ଟି ଜିଲ୍ଲା ମଧ୍ୟରେ ନୟାଗଡ଼ ଜିଲ୍ଲା ବିଜୁ ଯୁବ ଜନତା ଦଳ ସଭାପତି ଓ ବିଜୁ ଛାତ୍ର ଜନତା ଦଳର ସଭାପତିଙ୍କ ନାମ ଘୋଷଣା କରିଛନ୍ତି ବିଜେଡ଼ି ସୁପ୍ରିମୋ। ତେବେ ପୂର୍ବରୁ ବିଜୁ ଯୁବ ଜନତା ଦଳର ସଭାପତି ଭାବେ ଦୁର୍ଯ୍ୟୋଧନ ବେହେରା ମଙ୍ଗ ଧରିଥିବା ବେଳେ ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ଶ୍ରୀଯୁକ୍ତ ବେହେରାଙ୍କ ଉପରେ ଆଉ ଥରେ ଆଶା ପ୍ରକଟ କରି ବିଯୁ ଯୁବ ଜନତା ଦଳର ସଭାପତି ଭାବେ ନିଯୁକ୍ତ କରିଛନ୍ତି। ସେହିପରି ବିଜୁ ଛାତ୍ର ଜନତା ଦଳର ସଭାପତି ଭାବେ ପୂର୍ବରୁ ନୀଳମାଧବ ପଣ୍ଡା ଦୀର୍ଘ ବର୍ଷ ଧରି ନିଜ ଦାୟିତ୍ବ ତୁଲାଇ ଆସିଥିବା ବେଳେ ଏଥର କିନ୍ତୁ ଅମରେଶ୍ୱର ଜେନାଙ୍କ ଉପରେ ବିଜେଡ଼ି ସୁପ୍ରିମୋ ଆଶା ପ୍ରକଟ କରି ବିଜୁ ଛାତ୍ର ଜନତା ଦଳର ସଭାପତି ଭାବେ ନିଯୁକ୍ତ କରିଛନ୍ତି। ବିଜୁ ଯୁବ ଓ ଛାତ୍ର ସଭାପତିଙ୍କ ନାମ ଘୋଷଣା ହେବା ପରେ ଉଭୟଙ୍କୁ ଶୁଭେଚ୍ଛା ସୁଅ ଛୁଟିବାରେ ଲାଗିଥିବା ବେଳେ ଉଭୟ ଯୁବ ଓ ଛାତ୍ର ସଭାପତି ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ଓ ନୟାଗଡ଼ ବିଧାୟକ ଡ଼ ଅରୁଣ କୁମାର ସାହୁଙ୍କୁ ହୃଦୟରୁ କୃତଜ୍ଞତା ଜ୍ଞାପନ କରିଛନ୍ତି।

Preloader Image
IMG-20260411-WA0004
IMG-20260330-WA0039
IMG-20260108-WA0001
Odisha Lekha January 25, 2026 January 25, 2026
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ‘ରଥପାଇଁ ଗଛଟିଏ’ କାର୍ଯ୍ୟକ୍ରମ:ଗଛ ଲଗାଇବା ପାଇଁ ସଂକଳ୍ପ ନେଲେ ଆଚାର୍ଯ୍ୟ ଆଚାର୍ଯ୍ୟା ଓ ଅଭିଭାବକ
ସ୍ୱତନ୍ତ୍ର ଖବର
ତେଲ ମାଲିସ୍ ନେତା ନେତ୍ରୀଙ୍କୁ କେବେ ମିଳିବ ସୁଯୋଗ ?
ରାଜନୀତି
ପ୍ରିୟଦିନି ଫାଉଣ୍ଡେସନର ତୃତୀୟ ପ୍ରତିଷ୍ଠା ଦିବସ
ସ୍ୱତନ୍ତ୍ର ଖବର
ବିଶ୍ୱନାଥ ପଣ୍ଡିତ ପାଠାଗାରର ଶୁଭ ଉଦଘାଟନ:ଯୁବ ପ୍ରକାଶକଙ୍କୁ ସମ୍ବର୍ଦ୍ଧନା
ସ୍ୱତନ୍ତ୍ର ଖବର

ଅଧିକ ପଢନ୍ତୁ

ରାଜନୀତି

ତେଲ ମାଲିସ୍ ନେତା ନେତ୍ରୀଙ୍କୁ କେବେ ମିଳିବ ସୁଯୋଗ ?

Odisha Lekha July 14, 2026
ରାଜନୀତି

ବିଜେପି ନେତ୍ରୀଙ୍କ ଜାଲି ଦସ୍ତଖତ ପ୍ରସଙ୍ଗ:ପ୍ରତିକ୍ରିୟା ରଖିଲେ କଂଗ୍ରେସର ଜିଲ୍ଲା ସଭାପତି

Odisha Lekha July 6, 2026
ରାଜନୀତି

ମାନବିକତା ଦେଖାଇଲେ ବ୍ଲକ୍ ଉପାଧ୍ୟକ୍ଷା:ସ୍ଥଗିତ ରହିଲା ଅହୋରାତ୍ର ଧାରଣା

Odisha Lekha June 16, 2026
ରାଜନୀତି

ଦଳିତ ବିରୋଧି ମନ୍ତବ୍ୟ ପ୍ରତିବାଦରେ:ଆସାମ ମୁଖ୍ୟମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ କଲା କଂଗ୍ରେସ

Odisha Lekha April 11, 2026
ରାଜନୀତି

କ୍ରସ ଭୋଟିଂ ମାମଲା:ବିଜେଡ଼ିରୁ ୬ବିଧାୟକ ସସପେଣ୍ଡ

Odisha Lekha March 21, 2026
ରାଜନୀତି

ବିଜେଡି ପକ୍ଷରୁ ଶୋଭାଯାତ୍ରା ଓ ପ୍ରତିବାଦ:ନାରୀ ଓ ଚାଷୀ ସମସ୍ତେ ଅସୁରକ୍ଷିତ:ଅରୁଣ

Odisha Lekha February 11, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?