Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ନୟାଗଡରେ ୭୭ତମ ସାଧାରଣତନ୍ତ୍ର ଦିବସ:ଦେଶ ଗଠନ ଏବଂ ସମ୍ବିଧାନ ପ୍ରଣୟନରେ ସଂଗ୍ରାମୀମାନଙ୍କର ଭୂମିକା ଗୁରୁତ୍ୱପର୍ଣ୍ଣ:ମୁଖ୍ୟଅତିଥି

Published January 27, 2026 ରାଜ୍ୟ ଖବର
SHARE

ନୟାଗଡ଼, (ଓଡ଼ିଶା ଲେଖା): ନୟାଗଡରେ ୭୭ତମ ସାଧାରଣତନ୍ତ୍ର ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ଏହି ଅବସରରେ ଆୟୋଜିତ ପ୍ୟାରେଡ ଉତ୍ସବରେ ରାଜ୍ୟ ସରକାରଙ୍କ କ୍ରୀଡ଼ା ଓ ଉଚ୍ଚଶିକ୍ଷାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ପତାକା ଉତ୍ତୋଳନ କରିବା ସହ ପ୍ଯାରେଡ୍ ରେ ଅଭିବାଦନ ଗ୍ରହଣ କରିଥିଲେ । ସ୍ଥାନୀୟ ପିଟିଏସ୍ ପଡିଆଠାରେ ଆୟୋଜିତ ପ୍ଯାରେଡ୍ ରେ ବିଭିନ୍ନ ବିଦ୍ୟାଳୟ , କଲେଜ ଏବଂ ଆରକ୍ଷୀ ବାହିନୀର ୪୯ଟି ଦଳ ଭାଗ ନେଇଥିଲେ ।

ଏହାସହିତ ବିଭିନ୍ନ ବିଭାଗର ପ୍ରଜ୍ଞାପନ ମେଢ ପ୍ଯାରେଡ୍ ରେ ଭାଗ ନେଇଥିଲା । ମନ୍ତ୍ରୀ ଅଭିଭାଷଣରେ ଦେଶ ଗଠନ ଏବଂ ସମ୍ବିଧାନ ପ୍ରଣୟନରେ ସଂଗ୍ରାମୀମାନଙ୍କର ଭୂମିକା ସମ୍ପର୍କରେ ମତ ରଖିବା ସହ ନୟାଗଡର ବରପୁରୁଷଙ୍କ ସ୍ମୃତିଚାରଣ କରିଥିଲେ । ଆଗାମୀ ଦିନରେ ଉତ୍କର୍ଷ ଭାରତ ଗଠନ ପାଇଁ  ସରକାରଙ୍କ ବିଭିନ୍ନ ଯୋଜନା ସମ୍ପର୍କରେ ମତ ରଖିଥିଲେ ମନ୍ତ୍ରୀ । ଶେଷରେ ଛାତ୍ରଛାତ୍ରୀମାନେ ଦେଶାତ୍ମବୋଧକ ଗିତରେ ଚିତାକର୍ଷକ ନୃତ୍ଯ ପରିବେଷଣ କରିଥିଲେ ।

Preloader Image
IMG-20260815-WA0003
IMG-20260108-WA0001
Odisha Lekha January 27, 2026 January 27, 2026
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ସଜାଗ ହେବେ ଦଳଡିଆଁ ନେତା ! ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଦେଲା ରାଜନୈତିକ ବାର୍ତ୍ତା,ପଞ୍ଚାୟତ ନିର୍ବାଚନ ପୂର୍ବରୁ ବଢ଼ିଲା ଚର୍ଚ୍ଚା
ସ୍ୱତନ୍ତ୍ର ଖବର
ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଫଳ ପ୍ରକାଶ:ବାଜି ମାରିଲା ବିଜୁ ଛାତ୍ର ଜନତା ଦଳ, ସଭାପତି କାର୍ତ୍ତିକ ମହାନ୍ତି ଓ ସମ୍ପାଦକ ସୁଭମ ପ୍ରକାଶ ପଣ୍ଡା
ଜିଲ୍ଲା ଖବର
ବିଜେପି କର୍ମୀଙ୍କ ଆକ୍ରମଣ ପ୍ରତିବାଦରେ ଏସ୍‌ପି କାର୍ଯ୍ୟାଳୟ ଆଗରେ କଂଗ୍ରେସର ଧାରଣା :ପ୍ରହଲ୍ଲାଦଙ୍କ ଅବସ୍ଥା ଗୁରୁତର:ଶାଶ୍ୱତଆହାତ
ଜିଲ୍ଲା ଖବର
ଛାତ୍ର ସଂସଦ ନିର୍ବାଚନ ଅପଡେଟ୍ : ସରିଲା ମତଦାନ, ଫଳାଫଳକୁ ଅପେକ୍ଷା:ନୟାଗଡ଼ ସ୍ୱୟଂଶାସିତ ମହାବିଦ୍ୟାଳୟରେ ୭୬.୫୩% ମତଦାନ
ଜିଲ୍ଲା ଖବର

ଅଧିକ ପଢନ୍ତୁ

ରାଜ୍ୟ ଖବର

ବଦଳିଲେ ଓଡ଼ିଶା ସମେତ ୬ଟି ରାଜ୍ୟର ରାଜ୍ୟପାଳ:ବ୍ରଜମୋହନ ରାମଙ୍କୁ ଓଡ଼ିଶା ରାଜ୍ୟର ନୂଆ ଦାୟିତ୍ୱ

Odisha Lekha October 12, 2026
ରାଜ୍ୟ ଖବର

ନୟାଗଡ଼ ପ୍ରଜାମଣ୍ଡଳ ମହିଳା କଲେଜରେ ଉତ୍ତେଜନା:ପୋଲିସର ଭୂମିକାକୁ ନେଇ ବିଧାୟକ ଅରୁଣଙ୍କ କ୍ଷୋଭ :ଛାତ୍ର ସଂସଦ ନିର୍ବାଚନ ନାମାଙ୍କନକୁ ନେଇ ବିବାଦ:ଅନିର୍ଦ୍ଦିଷ୍ଟ କାଳ ପାଇଁ ‘ସାଇନ୍-ଏ-ଡାଏ’ ଘୋଷଣା କଲା ପ୍ରଶାସନ

Odisha Lekha October 9, 2026
ରାଜ୍ୟ ଖବର

ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ

Odisha Lekha October 2, 2026
ରାଜ୍ୟ ଖବର

ମହାନଦୀ ଜଳ ବିବାଦ:ଆଜି ଦିଲ୍ଲୀରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ

Odisha Lekha October 1, 2026
ଖେଳରାଜ୍ୟ ଖବର

ବିସିସିଆଇ ଚୟନ ସମିତିର ଅନ୍ତରୀଣ ଅଧ୍ୟକ୍ଷ ହେବେ ପ୍ରଜ୍ଞାନ ଓଝା:ପ୍ରିୟ ଓଡ଼ିଆ କ୍ରିକେଟରଙ୍କୁ ଶୁଭେଚ୍ଛାର ସୁଅ

Odisha Lekha October 1, 2026
ରାଜ୍ୟ ଖବର

ଆସନ୍ତାକାଲି ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା:ନବ ନିର୍ମାଣ କୃଷକ ସଂଗଠନର ଆହ୍ୱାନ:ଆଇନଶୃଙ୍ଖଳା ପାଇଁ ଜିଲ୍ଲାପାଳଙ୍କୁ ଗୃହ ବିଭାଗର ଚିଠି

Odisha Lekha September 29, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?