Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ସ୍ୱାଧୀନତା ଦିବସ ଓ ଜନ୍ମାଷ୍ଟମୀ ଉତ୍ସବ ପାଳନ

Published August 15, 2025 ରାଜ୍ୟ ଖବର
SHARE

ନୟାଗଡ଼, (ଓଡ଼ିଶା ଲେଖା): ନୟାଗଡ଼ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପରିସରରେ ୭୯ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ବିଶ୍ୱହିନ୍ଦୁ ପରିଷଦ ର ଜିଲ୍ଲା ଉପସଭାପତି ଚନ୍ଦ୍ରଭାନୁ ବରାଡ଼ ଦୀପ ପ୍ରଜ୍ବଳନ କରିଥିଲେ ପରିଚାଳନା ସମିତିର ସଭାପତି କେଶବ ଚନ୍ଦ୍ର ରାଉତରାୟ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ଭାରତର ସ୍ୱାଧୀନତାରେ ଯେଉଁ ବୀରପୁରୁଷ ମାନେ ସେମାନଙ୍କ ଜୀବନକୁ ବାଜିଲାଗାଇ ଭାରତ କୁ ସ୍ୱାଧୀନତା ର ସ୍ୱାଦ ଦେଇଥିଲେ ସେମାନେ ଆମପାଇଁ ଚିର ସ୍ମରଣୀୟ ବୋଲି ବକ୍ତବ୍ୟ ରଖିଥିଲେ।

ଏହାପରେ ବିଦ୍ୟାଳୟ ରେ ଜନ୍ମାଷ୍ଟମୀ ଉତ୍ସବ ପାଳନ କରାଯାଇଥିଲା। ପ୍ରାୟ ୧୦୦ରୁ ଉର୍ଦ୍ଧ୍ଵ ଶିଶୁ ଭାଇଭଉଣୀ ରାଧାକୃଷ୍ଣ,ବଳରାମ ବେଶରେ ସଜେଇ ହୋଇ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ପାଣିଭଣ୍ଡାର ଆଶ୍ରମର ସନ୍ଥ ସନାତନ ଦାସ ମହାରାଜ ଯୋଗଦେଇ ଶ୍ରୀକୃଷ୍ଣ ଜନ୍ମବୃତ୍ତାନ୍ତ ଅତ୍ୟନ୍ତ ସରସ ସୁନ୍ଦର ଓ ସାବଲୀଳ ଭାଷାରେ ପ୍ରବଚନ ଦେଇଥିଲେ। ଏହି ସମୟରେ ବିଦ୍ୟାଳୟର ପ୍ରାଙ୍ଗଣ ସତେ ଯେପରି ବୃନ୍ଦାପୁରୀ ଭଳି କୃଷ୍ଣମୟ ହୋଇଯାଇଥିଲା।

Preloader Image
IMG-20260815-WA0003
IMG-20260108-WA0001
odishalekha August 15, 2025 August 15, 2025
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy1
Angry0
Surprise0
Dead0
Wink0
ନୟାଗଡ଼ ପ୍ୟାଲେସରେ ଦାଣ୍ଡିଆ ନୃତ୍ୟ ଉତ୍ସବ:ଗୀତର ତାଳେ ତାଳେ ଝୁମିଲେ ହଜାର ହଜାର ମହିଳା
ଜିଲ୍ଲା ଖବର ମନୋରଞ୍ଜନ
ସାମ୍ବାଦିକଙ୍କୁ ଆକ୍ରମଣ ଘଟଣା:ମୁଖ୍ୟ ଅଭିଯୁକ୍ତ ଜିତେନ ଗିରଫ:ଭୁବନେଶ୍ୱରରୁ ଧରି ଘଟଣାର ସିନ୍‌ ରିକ୍ରିଏସନ୍‌ କରାଇଲା ରଣପୁର ପୋଲିସ
ଅପରାଧ
ପିସିସି ଓବିସି ସେଲ୍‌ର ରାଜ୍ୟ ଉପାଧ୍ୟକ୍ଷ ଭାବେ ନିଯୁକ୍ତ ହେଲେ କମଳ
ଜିଲ୍ଲା ଖବର ରାଜନୀତି
ବାଲୁଗାଁ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରରେ ଅବ୍ୟବସ୍ଥା:ବିନା ଅନୁମତିରେ ଡାକ୍ତର ଅନୁପସ୍ଥିତ:ସିଡିଏମ୍‌ଓଙ୍କ ଛାନଭିନ୍‌ ଆରମ୍ଭ
ଆଞ୍ଚଳିକ ଖବର

ଅଧିକ ପଢନ୍ତୁ

ରାଜ୍ୟ ଖବର

ବଦଳିଲେ ଓଡ଼ିଶା ସମେତ ୬ଟି ରାଜ୍ୟର ରାଜ୍ୟପାଳ:ବ୍ରଜମୋହନ ରାମଙ୍କୁ ଓଡ଼ିଶା ରାଜ୍ୟର ନୂଆ ଦାୟିତ୍ୱ

Odisha Lekha October 12, 2026
ରାଜ୍ୟ ଖବର

ନୟାଗଡ଼ ପ୍ରଜାମଣ୍ଡଳ ମହିଳା କଲେଜରେ ଉତ୍ତେଜନା:ପୋଲିସର ଭୂମିକାକୁ ନେଇ ବିଧାୟକ ଅରୁଣଙ୍କ କ୍ଷୋଭ :ଛାତ୍ର ସଂସଦ ନିର୍ବାଚନ ନାମାଙ୍କନକୁ ନେଇ ବିବାଦ:ଅନିର୍ଦ୍ଦିଷ୍ଟ କାଳ ପାଇଁ ‘ସାଇନ୍-ଏ-ଡାଏ’ ଘୋଷଣା କଲା ପ୍ରଶାସନ

Odisha Lekha October 9, 2026
ରାଜ୍ୟ ଖବର

ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ

Odisha Lekha October 2, 2026
ରାଜ୍ୟ ଖବର

ମହାନଦୀ ଜଳ ବିବାଦ:ଆଜି ଦିଲ୍ଲୀରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ

Odisha Lekha October 1, 2026
ଖେଳରାଜ୍ୟ ଖବର

ବିସିସିଆଇ ଚୟନ ସମିତିର ଅନ୍ତରୀଣ ଅଧ୍ୟକ୍ଷ ହେବେ ପ୍ରଜ୍ଞାନ ଓଝା:ପ୍ରିୟ ଓଡ଼ିଆ କ୍ରିକେଟରଙ୍କୁ ଶୁଭେଚ୍ଛାର ସୁଅ

Odisha Lekha October 1, 2026
ରାଜ୍ୟ ଖବର

ଆସନ୍ତାକାଲି ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା:ନବ ନିର୍ମାଣ କୃଷକ ସଂଗଠନର ଆହ୍ୱାନ:ଆଇନଶୃଙ୍ଖଳା ପାଇଁ ଜିଲ୍ଲାପାଳଙ୍କୁ ଗୃହ ବିଭାଗର ଚିଠି

Odisha Lekha September 29, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?