Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

କେସି କ୍ଳବର ଶତବାର୍ଷିକ ଉତ୍ସବ ଉଦଯାପିତ :ଭାଷଣ ନୁହେଁ, କାମ କରିବା ପାଇଁ ଆସିଛି:ଜିଲ୍ଲାପାଳ

Published January 31, 2026 ସ୍ୱତନ୍ତ୍ର ଖବର
SHARE

ନୟାଗଡ, (ଓଡ଼ିଶା ଲେଖା): ନୟାଗଡ଼ ଜିଲ୍ଲାର ସର୍ବ ପୁରାତନ କ୍ଲବ୍ ଭାବେ ନିଜର ସ୍ୱତନ୍ତ୍ରତା ବଜାୟ ରଖିଥିବା କେସି କ୍ଲବ୍ ଶତବାର୍ଷିକ ଉତ୍ସବ ସମାରୋହ ପାଳନ କରୁଛି। ୫ଦିନ ଧରି ଅନୁଷ୍ଠିତ ହୋଇଆସୁଥିବା କେସି କ୍ଲବର ଶତବାର୍ଷିକ ଜୟନ୍ତୀ ସମାରୋହର ଉଦଯାପନୀ ଉତ୍ସବରେ ରାଜ୍ୟ ସରକାରଙ୍କ ରାଜସ୍ଵ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବାବେଳେ ନୟାଗଡ଼ ଜିଲ୍ଲାପାଳ ମଧୁମିତା ରଥ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। ତତ୍ ସହିତ ଖଣ୍ଡପଡ଼ା ବିଧାୟକ ଦୁଷ୍ମନ୍ତ କୁମାର ସ୍ଵାଇଁ, ରାଜ୍ୟ ବିଜେପି ଯୁବମୋର୍ଚ୍ଚା ସଭାପତି ଅଭିଳାଷ ପଣ୍ଡା, କ୍ଲବ୍ ସଭାପତି ଭାଗିରଥି ଦାସ, ଉପ ସଭାପତି ଭବାନୀ ଶଙ୍କର ଦାସ, ସଂପାଦକ ସଂଗ୍ରାମ କେଶରୀ ଗୁମାନସିଂହ, ଯୁଗ୍ମ ସଂପାଦକ ଚନ୍ଦନ ମହାପାତ୍ର, କୋଷାଧ୍ୟକ୍ଷ ଶାରଦା ପ୍ରସାଦ ମହାପାତ୍ର ଉପସ୍ଥିତ ଥିବା ବେଳେ କ୍ଲବର ସଦସ୍ୟ ରାମକୃଷ୍ଣ ରଥ ମଞ୍ଚ ସଂଯୋଜନା କରିଥିଲେ।

ତେବେ ଏହି ଉଦଯାପନୀ ଉତ୍ସବରେ କେସି କ୍ଳବ ଘଡିସନ୍ଧି ମୃହୁତ୍ ଦେଇ ଶତବାର୍ଷିକର ବୀବରଣୀ ପାଠ କରାଯାଇଥିବା ବେଳେ କ୍ଲବର ଏକ ସମ୍ମିଳନୀ ଗୃହ ଓ ଡିଜିଟାଲ ଲାଇବ୍ରେରୀ ନିର୍ମାଣ ପାଇଁ ଆର୍ଥିକ ଅନୁଦାନ ଯୋଗାଇ ଦେବାକୁ ମନ୍ତ୍ରୀ ଶ୍ରୀଯୁକ୍ତ ସୂରେଶ ପୂଜାରୀଙ୍କ ପାଖରେ ଖୋଲା ମଞ୍ଚରେ ଦାବି ଉପସ୍ଥାପନ ଜଣାଇଥିଲେ ଖଣ୍ଡପଡ଼ା ବିଧାୟକ ଶ୍ରୀଯୁକ୍ତ ସ୍ୱାଇଁ। ସେହିପରି ଭାବେ ଅପ୍ଳ କଥା କହି ସମସ୍ତଙ୍କ ହୃଦୟକୁ ଜିଣି ନେଇଛନ୍ତି ନୟାଗଡ଼ ଜିଲ୍ଲାପାଳ ମଧୁମିତା ରଥ। ଭାଷଣ ଦେବା ପାଇଁ ନୁହେଁ, ମୁଁ କାମ କରିବାକୁ ଆସିଛି ଏବଂ ନୟାଗଡ଼ ଜିଲ୍ଲାର ବିକାଶ ଏକ ମାତ୍ର ଲକ୍ଷ ରହିଥିବା ବେଳେ ବିକଶିତ ନୟାଗଡ଼ ସ୍ବପ୍ନ ଦେଖିବା, ସ୍ବପ୍ନ ପୁରଣ କରିବା ମୁଖ୍ୟ ଉଦେଶ୍ୟ ବୋଲି ଜିଲ୍ଲାପାଳ ଶ୍ରୀମତୀ ରଥ ବକ୍ତବ୍ୟ ରଖିଥିଲେ।

Preloader Image
IMG-20260815-WA0003
IMG-20260108-WA0001
Odisha Lekha January 31, 2026 January 31, 2026
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ସଜାଗ ହେବେ ଦଳଡିଆଁ ନେତା ! ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଦେଲା ରାଜନୈତିକ ବାର୍ତ୍ତା,ପଞ୍ଚାୟତ ନିର୍ବାଚନ ପୂର୍ବରୁ ବଢ଼ିଲା ଚର୍ଚ୍ଚା
ସ୍ୱତନ୍ତ୍ର ଖବର
ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଫଳ ପ୍ରକାଶ:ବାଜି ମାରିଲା ବିଜୁ ଛାତ୍ର ଜନତା ଦଳ, ସଭାପତି କାର୍ତ୍ତିକ ମହାନ୍ତି ଓ ସମ୍ପାଦକ ସୁଭମ ପ୍ରକାଶ ପଣ୍ଡା
ଜିଲ୍ଲା ଖବର
ବିଜେପି କର୍ମୀଙ୍କ ଆକ୍ରମଣ ପ୍ରତିବାଦରେ ଏସ୍‌ପି କାର୍ଯ୍ୟାଳୟ ଆଗରେ କଂଗ୍ରେସର ଧାରଣା :ପ୍ରହଲ୍ଲାଦଙ୍କ ଅବସ୍ଥା ଗୁରୁତର:ଶାଶ୍ୱତଆହାତ
ଜିଲ୍ଲା ଖବର
ଛାତ୍ର ସଂସଦ ନିର୍ବାଚନ ଅପଡେଟ୍ : ସରିଲା ମତଦାନ, ଫଳାଫଳକୁ ଅପେକ୍ଷା:ନୟାଗଡ଼ ସ୍ୱୟଂଶାସିତ ମହାବିଦ୍ୟାଳୟରେ ୭୬.୫୩% ମତଦାନ
ଜିଲ୍ଲା ଖବର

ଅଧିକ ପଢନ୍ତୁ

ସ୍ୱତନ୍ତ୍ର ଖବର

ସଜାଗ ହେବେ ଦଳଡିଆଁ ନେତା ! ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଦେଲା ରାଜନୈତିକ ବାର୍ତ୍ତା,ପଞ୍ଚାୟତ ନିର୍ବାଚନ ପୂର୍ବରୁ ବଢ଼ିଲା ଚର୍ଚ୍ଚା

Odisha Lekha October 16, 2026
ସ୍ୱତନ୍ତ୍ର ଖବର

ନୟାଗଡ଼ର ମାଟିରେ ସ୍ୱାଧୀନତା ସଂଗ୍ରାମର ଅମର ଗାଥା:ଅକ୍ଟୋବର ୧୦ରେ ସହିଦ ହୋଇଥିଲେ ଆଦିବାସୀ ନେତା କଷ୍ଟି ଡାକୁଆ

Odisha Lekha October 10, 2026
ସ୍ୱତନ୍ତ୍ର ଖବର

ସ୍ୱାଧୀନତାର ୮୦ ବର୍ଷ – ଆମେ କେଉଁଠି ?

Odisha Lekha October 4, 2026
ସ୍ୱତନ୍ତ୍ର ଖବର

ନୟାଗଡ଼ର ଦୁଇ ପୂର୍ବତନ ଏସ୍‌ପିଙ୍କ ଭିନ୍ନ ଅନ୍ଦାଜ:ଜଣଙ୍କ କଠୋର ଅପରାଧ ଦମନ, ଆଉ ଜଣଙ୍କ ଲୋକସମ୍ପର୍କ ଓ ମାନବିକତା

Odisha Lekha October 1, 2026
ସ୍ୱତନ୍ତ୍ର ଖବର

ପାର୍ବଣ ଋତୁରେ ‘ଓଡ଼ିଶା ଲେଖା’ର ପୂଜା ଧମାକା :ଆସୁଛି ଲକି ଡ୍ର କୂପନ:୩୦ ଜଣ ଭାଗ୍ୟଶାଳୀ ବିଜେତାଙ୍କୁ ମିଳିବ ଆକର୍ଷଣୀୟ ପୁରସ୍କାର

Odisha Lekha September 25, 2026
ସ୍ୱତନ୍ତ୍ର ଖବର

ସମ୍ପାଦକୀୟ:ନୟାଗଡ଼ର ସୂର୍ଯ୍ୟୋଦୟ

Odisha Lekha September 16, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?