Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ସଡକ ସୁରକ୍ଷା ମାସ ୨୦୨୬: ପାଲା ମାଧ୍ୟମରେ ସଚେତନତା ବାର୍ତ୍ତା

Published January 31, 2026 ସ୍ୱତନ୍ତ୍ର ଖବର
SHARE

ନୟାଗଡ଼, (ଓଡ଼ିଶା ଲେଖା): ସଡକ ସୁରକ୍ଷା ମାସ ୨୦୨୬ ଅବସରରେ ଜାନୁଆରୀ ୧ ଠାରୁ ୩୧ ତାରିଖ ପର୍ୟନ୍ତ୍ ପାଳନ କରାଯାଉଇଥିବା ବେଳେ, ଆଜି ହେଉଛି ଉଦଯାପନୀ ଦିବସ ଅବସରରେ ନୟାଗଡ଼ ବ୍ଲକ ଅଞ୍ଚଳରେ, ନୟାଗଡ଼ ଆଞ୍ଚଳିକ ପରିବହନ ବିଭାଗ ଏବଂ ସ୍ଵେଚ୍ଛାସେବୀ ଅନୁଷ୍ଠାନ ‘ସ୍ମାଇଲ ନୟାଗଡ଼’ର ମିଳିତ ଉଦ୍ୟମରେ ପାଲା ମାଧ୍ୟମରେ ବିଭିନ୍ନ ପଂଚାୟତ କୁ ଯାଇ ସଚେତନ କରାଯାଇ ଥିଲା। ପାଲା ଗାୟକ ପଣ୍ଡିତ ସୁବାସ ଚନ୍ଦ୍ର ଗ୍ରହାଚାର୍ଯ୍ୟ, ବାୟକ ରଘୁ, ଅର୍ଜୁନ, କାଶୀ ଏବଂ ଟୁକୁଙ୍କୁ ନେଇ ଅତି ସୁନ୍ଦର ଭାବେ ଟ୍ରାଫିକ ସଚେତନତା ବାର୍ତ୍ତା ପରିବେଷଣ କରିଥିଲେ।

ଦୁଇ ଚକିଆ ଗାଡ଼ି ଚଳାଇବା ସମୟରେ ହେଲମେଟ ପିନ୍ଧିବା , ମୋବାଇଲ ରେ କଥା ନ ହେବା, ତିନିଜଣ ବସି ନଯିବା, ଟ୍ରାଫିକ ନିୟମ ମାନି ଚଳିବା, ୧୮ବର୍ଷରୁ କମ ପିଲାଙ୍କୁ ବାଇକ୍ ନଦେବା, ଏବଂ ଚାରିଚକିଆ ଜାନ ଚଳାଇବା ସମୟରେ ସିଟ ବେଲ୍ଟ ମାରିବା ପ୍ରଭୁତି ଉପରେ ସଚେତନ କାର୍ଯକ୍ରମ ମାଛିପଡ଼ା,ଲାଠିପଡା, ନୟାଗଡ଼ ବଜାର, ବୋଦାପଡ଼ା ପ୍ରଭୁତି ଗାଁ ଗାଁ ବୁଲି ସଚେତନ କରାଯାଇଥିଲା।

Preloader Image
IMG-20260815-WA0003
IMG-20260108-WA0001
Odisha Lekha January 31, 2026 January 31, 2026
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ନୟାଗଡ଼ କଲେଜରେ ନବନିର୍ବାଚିତ ଛାତ୍ର ପ୍ରତିନିଧିଙ୍କ ଶପଥ ଗ୍ରହଣ ଉତ୍ସବ: ଛାତ୍ରଛାତ୍ରୀଙ୍କ ସମସ୍ୟା ସମାଧାନ ଓ ମହାବିଦ୍ୟାଳୟର ବିକାଶ ପାଇଁ ନେଲେ ଶପଥ
ଜିଲ୍ଲା ଖବର
କୃଷ୍ଣ ଗୌରାଙ୍ଗ ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ ପ୍ରସ୍ତୁତି ବୈଠକ ନୈରାଶ୍ୟଜନକ
ଆଞ୍ଚଳିକ ଖବର
ସଜାଗ ହେବେ ଦଳଡିଆଁ ନେତା ! ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଦେଲା ରାଜନୈତିକ ବାର୍ତ୍ତା,ପଞ୍ଚାୟତ ନିର୍ବାଚନ ପୂର୍ବରୁ ବଢ଼ିଲା ଚର୍ଚ୍ଚା
ସ୍ୱତନ୍ତ୍ର ଖବର
ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଫଳ ପ୍ରକାଶ:ବାଜି ମାରିଲା ବିଜୁ ଛାତ୍ର ଜନତା ଦଳ, ସଭାପତି କାର୍ତ୍ତିକ ମହାନ୍ତି ଓ ସମ୍ପାଦକ ସୁଭମ ପ୍ରକାଶ ପଣ୍ଡା
ଜିଲ୍ଲା ଖବର

ଅଧିକ ପଢନ୍ତୁ

ସ୍ୱତନ୍ତ୍ର ଖବର

ସଜାଗ ହେବେ ଦଳଡିଆଁ ନେତା ! ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଦେଲା ରାଜନୈତିକ ବାର୍ତ୍ତା,ପଞ୍ଚାୟତ ନିର୍ବାଚନ ପୂର୍ବରୁ ବଢ଼ିଲା ଚର୍ଚ୍ଚା

Odisha Lekha October 16, 2026
ସ୍ୱତନ୍ତ୍ର ଖବର

ନୟାଗଡ଼ର ମାଟିରେ ସ୍ୱାଧୀନତା ସଂଗ୍ରାମର ଅମର ଗାଥା:ଅକ୍ଟୋବର ୧୦ରେ ସହିଦ ହୋଇଥିଲେ ଆଦିବାସୀ ନେତା କଷ୍ଟି ଡାକୁଆ

Odisha Lekha October 10, 2026
ସ୍ୱତନ୍ତ୍ର ଖବର

ସ୍ୱାଧୀନତାର ୮୦ ବର୍ଷ – ଆମେ କେଉଁଠି ?

Odisha Lekha October 4, 2026
ସ୍ୱତନ୍ତ୍ର ଖବର

ନୟାଗଡ଼ର ଦୁଇ ପୂର୍ବତନ ଏସ୍‌ପିଙ୍କ ଭିନ୍ନ ଅନ୍ଦାଜ:ଜଣଙ୍କ କଠୋର ଅପରାଧ ଦମନ, ଆଉ ଜଣଙ୍କ ଲୋକସମ୍ପର୍କ ଓ ମାନବିକତା

Odisha Lekha October 1, 2026
ସ୍ୱତନ୍ତ୍ର ଖବର

ପାର୍ବଣ ଋତୁରେ ‘ଓଡ଼ିଶା ଲେଖା’ର ପୂଜା ଧମାକା :ଆସୁଛି ଲକି ଡ୍ର କୂପନ:୩୦ ଜଣ ଭାଗ୍ୟଶାଳୀ ବିଜେତାଙ୍କୁ ମିଳିବ ଆକର୍ଷଣୀୟ ପୁରସ୍କାର

Odisha Lekha September 25, 2026
ସ୍ୱତନ୍ତ୍ର ଖବର

ସମ୍ପାଦକୀୟ:ନୟାଗଡ଼ର ସୂର୍ଯ୍ୟୋଦୟ

Odisha Lekha September 16, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?