Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ଭାରତ-ନ୍ୟୁଜିଲାଣ୍ଡ ଟି-୨୦ ସିରିଜ୍:୪-୧ ରେ ସିରିଜ୍ ହାତେଇଲା ଭାରତ: ଇଶାନ୍ କିଶାନଙ୍କ ପ୍ରଥମ ଟି-୨୦ ଶତକ, ଆର୍ଶିଦିପ ସିଂହଙ୍କ ଘାତକ ବୋଲିଂ

Published February 1, 2026 ଖେଳ
SHARE

ଓଡ଼ିଶା ଲେଖା ଅଫିସ୍: ଥିରୁଅନନ୍ତପୁରମ୍ ଚାଲିଥିବା ଭାରତ- ନ୍ୟୁଜିଲାଣ୍ଡ ଟି-୨୦ ସିରିଜ ଆଜି ଭାରତ ୪-୧ ସିରିଜ୍ ହାତେଇ ନେଇଛି। ଦମ୍ ଦାର ବ୍ୟାଟିଂ ଓ ବୋଲିଂ କରି ସିରିଜ୍ କବଜା କରିଛି ଭାରତ। ଭାରତ ପ୍ରଥମେ ଟଚ୍ ଜିତି ବ୍ୟାଟିଂ କରିବାର ନିଷ୍ପତ୍ତି ନେଇ ପଡ଼ିଆକୁ ଓହ୍ଲାଇଥିଲା। ନିର୍ଦ୍ଧାରିତ ୨୦ ଓଭରରେ ଦଳର ମୂଲ୍ୟବାନ ୫ଟି ୱିକେଟ୍ ହରାଇ ୨୭୧ରନର ବିଶାଳ ସ୍କୋର ଛିଡ଼ା କରିଥିଲା ଭାରତ। ଦଳ ତରଫରୁ ଇଶାନ କିଶାନ୍ ୪୩ ବଲ ସମ୍ମୁଖିନ ହୋଇ ୧୦ଟି ଛକା ଓ ୬ଟି ଚୌକା ସହାୟତାରେ ୧୦୩ ରନ କରି ଆଉଟ୍ ହୋଇଥିବା ବେଳେ ସୁର୍ଯ୍ୟକୁମାର ଯାଦବ ୬୩, ହାର୍ଦିକ ପାଣ୍ଡିଆ ୪୨ ଓ ଅଭିଷେକ ଶର୍ମା ୩୦ ରନ୍ କରିଥିଲେ।

୨୭୨ ରନ ବିଜୟ ଲକ୍ଷ ନେଇ ପଡ଼ିଆକୁ ଓହ୍ଲାଇଥିଲେ ନ୍ୟୁଜଲାଣ୍ଡ ଦଳ। ନ୍ୟୁଜଲାଣ୍ଡ ଦଳ ୧୯.୪ ଓଭାରରେ ଦଳର ସମସ୍ତ ୱିକେଟ୍ ହରାଇ ୨୨୫ ରନ୍ କରି ପରାଜୟ ବରଣ କରିଛି। ଭାରତ ପକ୍ଷରୁ ଆର୍ଷିଦିପ ସିଂହ ୫ଟି ୱିକେଟ୍, ଅକ୍ଷର ପଟେଲ୍ ୩ଟି ୱିକେଟ୍, ବରୁଣ ଚକ୍ରବର୍ତ୍ତୀ ଓ ରିଙ୍କୁ ସିଂ ଗୋଟିଏ ଲେଖାଏଁ ୱିକେଟ୍ ନେଇଥିଲେ। ଭାରତ ହାତକୁ ଚମ୍ପିୟାନ ଟ୍ରଫି ଯାଇଥିବା ବେଳେ ଇଶାନ୍ କିଶାନଙ୍କୁ ମ୍ୟାଚର ମ୍ୟାନ ଅଫ ଦି ମ୍ୟାଚ୍ ଭାବେ ପୁରସ୍କୃତ କରାଯାଇଥିବା ବେଳେ ସୁର୍ଯ୍ୟକୁମାର ଯାଦବଙ୍କୁ ମ୍ୟାନ ଅଫ ଦି ସିରିଜ୍ ଭାବେ ବିବେଚିତ କରାଯାଇ ପୁରସ୍କୃତ କରାଯାଇଛି।

Preloader Image
IMG-20260815-WA0003
IMG-20260108-WA0001
Odisha Lekha February 1, 2026 February 1, 2026
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ନୟାଗଡ଼ କଲେଜରେ ନବନିର୍ବାଚିତ ଛାତ୍ର ପ୍ରତିନିଧିଙ୍କ ଶପଥ ଗ୍ରହଣ ଉତ୍ସବ: ଛାତ୍ରଛାତ୍ରୀଙ୍କ ସମସ୍ୟା ସମାଧାନ ଓ ମହାବିଦ୍ୟାଳୟର ବିକାଶ ପାଇଁ ନେଲେ ଶପଥ
ଜିଲ୍ଲା ଖବର
କୃଷ୍ଣ ଗୌରାଙ୍ଗ ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ ପ୍ରସ୍ତୁତି ବୈଠକ ନୈରାଶ୍ୟଜନକ
ଆଞ୍ଚଳିକ ଖବର
ସଜାଗ ହେବେ ଦଳଡିଆଁ ନେତା ! ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଦେଲା ରାଜନୈତିକ ବାର୍ତ୍ତା,ପଞ୍ଚାୟତ ନିର୍ବାଚନ ପୂର୍ବରୁ ବଢ଼ିଲା ଚର୍ଚ୍ଚା
ସ୍ୱତନ୍ତ୍ର ଖବର
ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଫଳ ପ୍ରକାଶ:ବାଜି ମାରିଲା ବିଜୁ ଛାତ୍ର ଜନତା ଦଳ, ସଭାପତି କାର୍ତ୍ତିକ ମହାନ୍ତି ଓ ସମ୍ପାଦକ ସୁଭମ ପ୍ରକାଶ ପଣ୍ଡା
ଜିଲ୍ଲା ଖବର

ଅଧିକ ପଢନ୍ତୁ

ଖେଳ

ଏସିଆନ ଗେମ୍ସ: ପାକିସ୍ତାନକୁ ୧୯ ରନ୍‌ରେ ହରାଇ ସ୍ୱର୍ଣ୍ଣ ହାତେଇଲା ଭାରତ:ଅଭିଷେକ ଶର୍ମା ଓ ତିଲକ ବର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ, ଦୁବେଙ୍କ ଅଲରାଉଣ୍ଡ ପ୍ରଦର୍ଶନ

Odisha Lekha October 3, 2026
ଖେଳରାଜ୍ୟ ଖବର

ବିସିସିଆଇ ଚୟନ ସମିତିର ଅନ୍ତରୀଣ ଅଧ୍ୟକ୍ଷ ହେବେ ପ୍ରଜ୍ଞାନ ଓଝା:ପ୍ରିୟ ଓଡ଼ିଆ କ୍ରିକେଟରଙ୍କୁ ଶୁଭେଚ୍ଛାର ସୁଅ

Odisha Lekha October 1, 2026
ଖେଳ

ଭାରତ-ୱେଷ୍ଟଇଣ୍ଡିଜ୍ ଦ୍ୱିତୀୟ ଦିନିକିଆ : ଗିଲଙ୍କ ଧୂଆଁଧାର ଦ୍ୱିଶତକ, ରୋହିତଙ୍କ ଶତକ :୮ୱିକେଟ୍‌ରେ ମ୍ୟାଚ୍ ଜିତି ସିରିଜ୍ କବ୍‌ଜା କଲା ଭାରତ

Odisha Lekha September 30, 2026
ଖେଳ

ରାଜ୍ୟସ୍ତରୀୟ ନୟାଗଡ଼ ଚ୍ୟାଲେଞ୍ଜ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ପାଇଁ ପ୍ରସ୍ତୁତି ବୈଠକ

Odisha Lekha September 23, 2026
ଖେଳଜିଲ୍ଲା ଖବର

ରଣଜିତ୍ କରିବେ ଖେଳ;ନୟାଗଡ଼ରେ ହେବ ଚ୍ୟାଲେଞ୍ଜ ଫୁଟବଲ ଟୁର୍ଣ୍ଣାମେଣ୍ଟ

Odisha Lekha September 22, 2026
ଖେଳ

ଶ୍ରୀଲଙ୍କାକୁ ୧୪୭ ରନ୍‌ରେ ହରାଇ ଲଗାତାର ଦ୍ୱିତୀୟଥର ସ୍ୱର୍ଣ୍ଣପଦକ ହାତେଇଲା ଭାରତୀୟ ମହିଳା କ୍ରିକେଟ୍ ଦଳ : ଖେଳାଳି ମାନଙ୍କୁ ଶୁଭେଚ୍ଛା ଜଣାଇଲେ ନବୀନ

Odisha Lekha September 22, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?