Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ସାହିତ୍ୟ ଓ ସଙ୍ଗୀତର ଯୁଗଳବନ୍ଦୀ: ଲୋକାର୍ପିତ ହେଲା ଡଃ ଅରୁଣ କୁମାର ସାହୁଙ୍କ ପୁସ୍ତକ ‘ପୀଡ଼ା’ ଓ ସଙ୍ଗୀତ ‘ଶୀତୁଆ ସନ୍ଧ୍ୟା’:”୬.୧୮ ରୁ ୭.୩୮: ଉତ୍କଳ ମଣ୍ଡପରେ ଅରୁଣଙ୍କ ସମୟାନୁବର୍ତ୍ତିତାର ନିଆରା ଝଲକ

Published February 2, 2026 ସ୍ୱତନ୍ତ୍ର ଖବର
Oplus_16908288
SHARE

ଭୁବନେଶ୍ୱର, (ଓଡ଼ିଶା ଲେଖା): ଭୁବନେଶ୍ୱର ସ୍ଥିତ ଉତ୍କଳ ମଣ୍ଡପରେ ଅନୁଷ୍ଠିତ ହୋଇଯାଇଛି ସାହିତ୍ୟ ଓ ସଙ୍ଗୀତର ଯୁଗଳବନ୍ଦୀ କାର୍ଯ୍ୟକ୍ରମ। ବରିଷ୍ଠ ରାଜନେତା ତଥା ବିଧାୟକ ଡ଼ ଅରୁଣ କୁମାର ସାହୁଙ୍କ ରଚିତ ଜୀବନଧର୍ମୀ ପୁସ୍ତକ ପୀଡ଼ା ଓ ସୁଗମ ସଙ୍ଗୀତ ଶୀତୁଆ ସନ୍ଧ୍ୟାର ଲୋକାର୍ପଣ ହୋଇଯାଇଛି। ଏହି ଉତ୍ସବରେ ଅତିଥି ଭାବେ ଯୋଗ ଦେଇଥିଲେ ବରିଷ୍ଠ ଶିକ୍ଷାବିତ୍ ତଥା ସାରସ୍ଵତ ସାଧକ ମନୋରଞ୍ଜନ ସାହୁ ଏବଂ ମହାନ ଚଇତି ନୃତ୍ୟ ଗୁରୁ ପଦ୍ମଶ୍ରୀ ଡ଼ ଉତ୍ସବ ଚରଣ ଦାସ । ଚିରାଚରିତ ଭିଡ଼ରୁ ବାହାରି କିଛି ଭିନ୍ନ କରିବାର ଝୁଙ୍କ ଅରୁଣଙ୍କୁ ଏକ ନିଆରା ପରିଚୟ ପ୍ରଦାନ କରିଛି। ଏହି କାର୍ଯ୍ୟକ୍ରମର ସ୍ଵତନ୍ତ୍ରତା ହେଉଛି ଏହା ସନ୍ଧ୍ୟା ୬.୧୮ରୁ ଆରମ୍ଭ ହୋଇ ୭.୩୮ ରେ ସମାପନ ହୋଇଥିଲା ଯାହାକୁ ନେଇ ବୁଦ୍ଧିଜିବୀ ମହଲରେ ଚର୍ଚ୍ଚା ଜୋରଧରିଛି। ସବୁବେଳେ ସମୟାନୁବର୍ତ୍ତିତାର ବାର୍ତ୍ତା ଦେଉଥିବା ଅରୁଣ ଏହି ସଭା ମାଧ୍ୟମରେ ଏହାକୁ ପୁଣିଥରେ ପ୍ରମାଣିତ କରିଛନ୍ତି।  

ଦୁଃସ୍ଥ, ଅସହାୟ, ନୋଚାଲାଖିର ଜୀବନକୁ ଭିନ୍ନ ଏକ ଢଙ୍ଗରେ ପରିବେଷଣ କରି ପୀଡ଼ା ପୁସ୍ତକକୁ ଜୀବନଧର୍ମୀ କରିଛନ୍ତି ଡ଼ ଅରୁଣ କୁମାର ସାହୁ। ଦ୍ୱେଷ, ଅସୂୟା, ନକାରାତ୍ମକତାରୁ ଉର୍ଦ୍ଧ୍ବକୁ ଉଠି ଦୃଢ଼ ମାନବବାଦର ଏକ ଦୃଢ଼ ପ୍ରତୀକ ଭାବେ ଉଭା ହୋଇଛି ଏହି ପୁସ୍ତକ।  ସେହିପରି ବେହାଲ ବର୍ଷା ସଙ୍ଗୀତର ଅହେତୁକ ସଫଳତା ପରେ ଅରୁଣଙ୍କ କଲମରୁ ଝରି ଆସିଛି ଶୀତୁଆ ସନ୍ଧ୍ୟା, ଯାହାକୁ ସଙ୍ଗୀତରେ ସଜେଇଛନ୍ତି ଯୁବ ସଙ୍ଗୀତ ନିର୍ଦ୍ଦେଶକ ଜାପାନୀ ଓ ଗାଇଛନ୍ତି ଉଦୀୟମାନ ଯୁବ କଣ୍ଠଶିଳ୍ପୀ ଚିରାଗଦୀପ ।

ପ୍ରାୟ ଦୁଇ ହଜାରରୁ ଉର୍ଦ୍ଧ୍ବ ଦର୍ଶକଙ୍କ ଉପସ୍ଥିତିରେ ଏହି ଉତ୍ସବ ସଫଳ ଭାବେ ଶେଷ ହୋଇଛି ଏବଂ ଏଥିପାଇଁ ସବୁ ମହଲରୁ ଡ଼ ଅରୁଣ ସାହୁଙ୍କୁ ଶୁଭେଚ୍ଛାର ସୁଅ ଛୁଟୁଛି।  ଉପସ୍ଥାପକ ଅଂଶୁମାନ ଜେନା ଏହି ସଫଳ ଉତ୍ସବର ସଞ୍ଚାଳନ କରିଥିବା ବେଳେ ଅନ୍ୟମାନେ ସହଯୋଗ କରିଥିଲେ।

Preloader Image
IMG-20260815-WA0003
IMG-20260108-WA0001
Odisha Lekha February 2, 2026 February 2, 2026
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ନୟାଗଡ଼ କଲେଜରେ ନବନିର୍ବାଚିତ ଛାତ୍ର ପ୍ରତିନିଧିଙ୍କ ଶପଥ ଗ୍ରହଣ ଉତ୍ସବ: ଛାତ୍ରଛାତ୍ରୀଙ୍କ ସମସ୍ୟା ସମାଧାନ ଓ ମହାବିଦ୍ୟାଳୟର ବିକାଶ ପାଇଁ ନେଲେ ଶପଥ
ଜିଲ୍ଲା ଖବର
କୃଷ୍ଣ ଗୌରାଙ୍ଗ ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ ପ୍ରସ୍ତୁତି ବୈଠକ ନୈରାଶ୍ୟଜନକ
ଆଞ୍ଚଳିକ ଖବର
ସଜାଗ ହେବେ ଦଳଡିଆଁ ନେତା ! ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଦେଲା ରାଜନୈତିକ ବାର୍ତ୍ତା,ପଞ୍ଚାୟତ ନିର୍ବାଚନ ପୂର୍ବରୁ ବଢ଼ିଲା ଚର୍ଚ୍ଚା
ସ୍ୱତନ୍ତ୍ର ଖବର
ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଫଳ ପ୍ରକାଶ:ବାଜି ମାରିଲା ବିଜୁ ଛାତ୍ର ଜନତା ଦଳ, ସଭାପତି କାର୍ତ୍ତିକ ମହାନ୍ତି ଓ ସମ୍ପାଦକ ସୁଭମ ପ୍ରକାଶ ପଣ୍ଡା
ଜିଲ୍ଲା ଖବର

ଅଧିକ ପଢନ୍ତୁ

ସ୍ୱତନ୍ତ୍ର ଖବର

ସଜାଗ ହେବେ ଦଳଡିଆଁ ନେତା ! ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଦେଲା ରାଜନୈତିକ ବାର୍ତ୍ତା,ପଞ୍ଚାୟତ ନିର୍ବାଚନ ପୂର୍ବରୁ ବଢ଼ିଲା ଚର୍ଚ୍ଚା

Odisha Lekha October 16, 2026
ସ୍ୱତନ୍ତ୍ର ଖବର

ନୟାଗଡ଼ର ମାଟିରେ ସ୍ୱାଧୀନତା ସଂଗ୍ରାମର ଅମର ଗାଥା:ଅକ୍ଟୋବର ୧୦ରେ ସହିଦ ହୋଇଥିଲେ ଆଦିବାସୀ ନେତା କଷ୍ଟି ଡାକୁଆ

Odisha Lekha October 10, 2026
ସ୍ୱତନ୍ତ୍ର ଖବର

ସ୍ୱାଧୀନତାର ୮୦ ବର୍ଷ – ଆମେ କେଉଁଠି ?

Odisha Lekha October 4, 2026
ସ୍ୱତନ୍ତ୍ର ଖବର

ନୟାଗଡ଼ର ଦୁଇ ପୂର୍ବତନ ଏସ୍‌ପିଙ୍କ ଭିନ୍ନ ଅନ୍ଦାଜ:ଜଣଙ୍କ କଠୋର ଅପରାଧ ଦମନ, ଆଉ ଜଣଙ୍କ ଲୋକସମ୍ପର୍କ ଓ ମାନବିକତା

Odisha Lekha October 1, 2026
ସ୍ୱତନ୍ତ୍ର ଖବର

ପାର୍ବଣ ଋତୁରେ ‘ଓଡ଼ିଶା ଲେଖା’ର ପୂଜା ଧମାକା :ଆସୁଛି ଲକି ଡ୍ର କୂପନ:୩୦ ଜଣ ଭାଗ୍ୟଶାଳୀ ବିଜେତାଙ୍କୁ ମିଳିବ ଆକର୍ଷଣୀୟ ପୁରସ୍କାର

Odisha Lekha September 25, 2026
ସ୍ୱତନ୍ତ୍ର ଖବର

ସମ୍ପାଦକୀୟ:ନୟାଗଡ଼ର ସୂର୍ଯ୍ୟୋଦୟ

Odisha Lekha September 16, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?