Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ବର୍ତ୍ତମାନର ବଡ଼ ଖବର:ଅସହ୍ୟ ଚାପରେ କନେଷ୍ଟବଳଙ୍କ ଆତ୍ମହତ୍ୟା:କାହା ଚାପ ?

Published February 5, 2026 ଅପରାଧ ସ୍ୱତନ୍ତ୍ର ଖବର
SHARE

ନୟାଗଡ଼, (ଓଡ଼ିଶା ଲେଖା): ବର୍ତ୍ତମାନର ବଡ଼ ଖବର। ନିଜ ରିଭଲ ବଲରୁ ଗୁଳି ଚଳାଇ ଜଣେ କନେଷ୍ଟବଳଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି। ମୃତ କନେଷ୍ଟବଳ ଜଣଙ୍କ ହେଲେ ସୁନୀଲ ସେଠୀ। ନୟାଗଡ ଜିଲ୍ଲା ପୋଲିସ କାର୍ଯ୍ୟାଳୟ ନିକଟରେ ଥିବା ବାରାକ୍ ରେ ରହିଆସୁଥିବା ବେଳେ ସକାଳୁ ବଡ ନିଷ୍ପତ୍ତି ନେଇଛନ୍ତି ଏବଂ ନିଜ ରିଭଲ ବଲରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଜଣାପଡ଼ିଛି । ସୁନୀଲଙ୍କ ଘର ଓଡ଼ଗାଁ ଥାନା ବାହାଡ଼ାଝୋଲା ବେରୁଆବାରୀ ଅଞ୍ଚଳରେ ହୋଇଥିବା ବେଳେ ସେ ପୂର୍ବରୁ ଅବକାରୀ ବିଭାଗରରେ ନିଯୁକ୍ତ ଥିଲେ। ତେବେ ୨୦୨୩ ବ୍ୟାଚରେ ପୋଲିସ ବିଭାଗରେ କନେଷ୍ଟବଳ ଭାବେ ନିଯୁକ୍ତ ହୋଇ କାର୍ଯ୍ୟକରି ଆସୁଥିଲେ। ତେବେ କୌଣସି ଚାପରେ ପଡ଼ି ଏଭଳି ପଦକ୍ଷେପ ନେଇଥିବା ଆଲୋଚନା ହେଉଛି। ତେବେ ସୁନୀଲଙ୍କ ଉପରେ କାହାର ଚାପ ଥିଲା ତାକୁ ନେଇ ବଡ ପ୍ରଶ୍ନବାଚୀ ସୃଷ୍ଟି କରିଛି। ସେପଟେ ବାରାକ୍ ଛାତ ଉପରେ ସୁନୀଲଙ୍କ ମୃତ ଶରୀର ପଡ଼ିଥିବା ଶୁଣିବାକୁ ମିଳିଛି। ଘଟଣା ସ୍ଥଳରେ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ପହଞ୍ଚିଥିବା ବର୍ତ୍ତମାନ ଯାହା ସୂଚନା ମିଳିଛି।

Preloader Image
IMG-20260815-WA0003
IMG-20260108-WA0001
Odisha Lekha February 5, 2026 February 5, 2026
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଫଳ ପ୍ରକାଶ:ବାଜି ମାରିଲା ବିଜୁ ଛାତ୍ର ଜନତା ଦଳ, ସଭାପତି କାର୍ତ୍ତିକ ମହାନ୍ତି ଓ ସମ୍ପାଦକ ସୁଭମ ପ୍ରକାଶ ପଣ୍ଡା
ଜିଲ୍ଲା ଖବର
ବିଜେପି କର୍ମୀଙ୍କ ଆକ୍ରମଣ ପ୍ରତିବାଦରେ ଏସ୍‌ପି କାର୍ଯ୍ୟାଳୟ ଆଗରେ କଂଗ୍ରେସର ଧାରଣା :ପ୍ରହଲ୍ଲାଦଙ୍କ ଅବସ୍ଥା ଗୁରୁତର:ଶାଶ୍ୱତଆହାତ
ଜିଲ୍ଲା ଖବର
ଛାତ୍ର ସଂସଦ ନିର୍ବାଚନ ଅପଡେଟ୍ : ସରିଲା ମତଦାନ, ଫଳାଫଳକୁ ଅପେକ୍ଷା:ନୟାଗଡ଼ ସ୍ୱୟଂଶାସିତ ମହାବିଦ୍ୟାଳୟରେ ୭୬.୫୩% ମତଦାନ
ଜିଲ୍ଲା ଖବର
ଛାତ୍ର ସଂସଦ ନିର୍ବାଚନ ଅପଡେଟ୍: ଅପରାହ୍ନ ୧ଟା ସୁଦ୍ଧା ୭0% ମତଦାନ
ଜିଲ୍ଲା ଖବର

ଅଧିକ ପଢନ୍ତୁ

ସ୍ୱତନ୍ତ୍ର ଖବର

ନୟାଗଡ଼ର ମାଟିରେ ସ୍ୱାଧୀନତା ସଂଗ୍ରାମର ଅମର ଗାଥା:ଅକ୍ଟୋବର ୧୦ରେ ସହିଦ ହୋଇଥିଲେ ଆଦିବାସୀ ନେତା କଷ୍ଟି ଡାକୁଆ

Odisha Lekha October 10, 2026
ସ୍ୱତନ୍ତ୍ର ଖବର

ସ୍ୱାଧୀନତାର ୮୦ ବର୍ଷ – ଆମେ କେଉଁଠି ?

Odisha Lekha October 4, 2026
ସ୍ୱତନ୍ତ୍ର ଖବର

ନୟାଗଡ଼ର ଦୁଇ ପୂର୍ବତନ ଏସ୍‌ପିଙ୍କ ଭିନ୍ନ ଅନ୍ଦାଜ:ଜଣଙ୍କ କଠୋର ଅପରାଧ ଦମନ, ଆଉ ଜଣଙ୍କ ଲୋକସମ୍ପର୍କ ଓ ମାନବିକତା

Odisha Lekha October 1, 2026
ଅପରାଧଜିଲ୍ଲା ଖବର

ଚାହା ପାଇଁ ଛାତ୍ରଙ୍କୁ ଲହୁଲୁହାଣ ମାଡ଼ :ସୁପରିଟେଣ୍ଡେଣ୍ଟଙ୍କ ନାମରେ ଅଭିଯୋଗ

Odisha Lekha September 26, 2026
ସ୍ୱତନ୍ତ୍ର ଖବର

ପାର୍ବଣ ଋତୁରେ ‘ଓଡ଼ିଶା ଲେଖା’ର ପୂଜା ଧମାକା :ଆସୁଛି ଲକି ଡ୍ର କୂପନ:୩୦ ଜଣ ଭାଗ୍ୟଶାଳୀ ବିଜେତାଙ୍କୁ ମିଳିବ ଆକର୍ଷଣୀୟ ପୁରସ୍କାର

Odisha Lekha September 25, 2026
ଅପରାଧଜିଲ୍ଲା ଖବର

ହୋଟେଲ ଛାତରୁ ଡେଇଁ ବୟସ୍କ ବ୍ୟକ୍ତିଙ୍କ ଆତ୍ମହତ୍ୟା

Odisha Lekha September 25, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?