Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ନୟାଗଡ଼ ବ୍ଲକରେ ଯୋଗ ଦେଲେ ନୂତନ ଜିପିଡିଓ

Published February 7, 2026 ଆଞ୍ଚଳିକ ଖବର
SHARE

ନୟାଗଡ଼, (ଓଡ଼ିଶା ଲେଖା): ନୟାଗଡ଼ ଜିଲ୍ଲା ସଦର ବ୍ଲକରେ ଯୋଗ ଦେଲେ ନୂତନ ଗ୍ରାମ ପଞ୍ଚାୟତ ଉନ୍ନୟନ ଅଧିକାରୀ (ଜିପିଡିଓ)। ନୂତନ ଜିପିଡିଓ ଜଣଙ୍କ ହେଲେ ପଦୋନ୍ନତି ପାଇଥିବା ସୁରେନ୍ଦ୍ର ନାଥ ମିଶ୍ର। ଶ୍ରୀଯୁକ୍ତ ମିଶ୍ର ଦୀର୍ଘ ଦିନ ଧରି ପଞ୍ଚାୟତ ନିର୍ବାହୀ ଅଧିକାରୀ ଭାବେ ଜିଲ୍ଲାର ବିଭିନ୍ନ ପଞ୍ଚାୟତରେ ସୂଚାରୁ ରୂପେ କାର୍ଯ୍ୟ କରି ଆସିଥିବା ଯୋଗୁଁ କିଛି ଦିନ ତଳେ ପଞ୍ଚାୟତ ନିର୍ବାହୀ ଅଧିକାରୀରୁ ଗ୍ରାମ ପଞ୍ଚାୟତ ଉନ୍ନୟନ ଅଧିକାରୀ ପଦକୁ ପଦୋନ୍ନତି ହୋଇଥିଲା। ତେବେ ଓଡ଼ଗାଁ ବ୍ଲକରେ ଥିବା ସମୟରେ ପଦୋନ୍ନତି ହୋଇଥିବା ବେଳେ ଦୀର୍ଘଦିନ ଧରି ନୟାଗଡ଼ ବ୍ଲକ୍ ରେ ଖାଲି ଥିବା ଗ୍ରାମ ପଞ୍ଚାୟତ ଅଧିକାରୀ ପଦକୁ ପୁରଣ କରାଯାଇଛି । ଶ୍ରୀଯୁକ୍ତ ମିଶ୍ରଙ୍କୁ ନୟାଗଡ଼ ବ୍ଲକର ଗ୍ରାମ ପଞ୍ଚାୟତ ଉନ୍ନୟନ ଅଧିକାରୀ ଭାବେ ନିଯୁକ୍ତ କରାଯାଇଛି। ତେବେ ଏହାରି ଭିତରେ ଶ୍ରୀଯୁକ୍ତ ମିଶ୍ର ଜିପିଡିଓ ଚାର୍ଜରେ ତୁଷାର କାନ୍ତ ରାଉତଙ୍କ ଠାରୁ ଦାୟିତ୍ଵ ଗ୍ରହଣ କରିଥିବା ସୂଚନା ମିଳିଛି। ଶ୍ରୀଯୁକ୍ତ ମିଶ୍ର ଦାୟୀତ୍ଵ ନେବାପରେ ସହଯୋଗୀ କର୍ମଚାରୀ ମାନେ ପୁଷ୍ପଗୁଚ୍ଛ ଦେଇ ସ୍ଵାଗତ ଜଣାଇବା ସହ ଶୁଭେଚ୍ଛା ଜଣାଇଥିଲେ।

Preloader Image
IMG-20260815-WA0003
IMG-20260108-WA0001
Odisha Lekha February 7, 2026 February 7, 2026
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
“ସହର ଆମର, ସମ୍ପତ୍ତି ଆମର;ସ୍ୱଚ୍ଛତା ଓ ସୁରକ୍ଷା ଦାୟିତ୍ୱ ମଧ୍ୟ ଆମର”:ଅରୁଣ
ଜିଲ୍ଲା ଖବର
ସମ୍ପାଦକୀୟ: ନୟାଗଡ଼ର ସବୁଜ ବନାନୀ, ସୁରକ୍ଷା ଆମର ଦାୟିତ୍ୱ
ସ୍ୱତନ୍ତ୍ର ଖବର
ଖଣ୍ଡପଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର:ରୋଗୀଙ୍କୁ ମିଳୁନି ବେଡସିଟ୍ !
ଜିଲ୍ଲା ଖବର ସ୍ବାସ୍ଥ୍ୟ
ନେପାଳ ବନ୍ୟାରେ ଭାରତର ବଡ଼ ସହାୟତା:ପ୍ରଥମ ଦେଶ ଭାବେ ୬୮ ଟନ୍‌ ରିଲିଫ ସାମଗ୍ରୀ ପଠାଇଲା ଭାରତ, ବିଶ୍ୱର ବିଭିନ୍ନ ଦେଶ ବି ବଢ଼ାଇଲେ ସହାୟତାର ହାତ
ଦେଶ ବିଦେଶ

ଅଧିକ ପଢନ୍ତୁ

ଆଞ୍ଚଳିକ ଖବର

ନରସିଂହପୁରରେ ଚାଷୀଙ୍କ ୫ ଦଫା ସମସ୍ୟା ନେଇ ଦାବିପତ୍ର

Odisha Lekha August 28, 2026
ଆଞ୍ଚଳିକ ଖବରଦୁର୍ଘଟଣା

ମହାନଦୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ

Odisha Lekha August 24, 2026
ଆଞ୍ଚଳିକ ଖବର

ଜନଶକ୍ତି ସରକାରୀ ଉଚ୍ଚ ବିଦ୍ୟାଳୟରେ ରୋଟାରୀ କ୍ଲବ୍ ପକ୍ଷରୁ ୱାଟର ପ୍ୟୁରିଫାୟର ପ୍ରଦାନ

Odisha Lekha August 20, 2026
ଆଞ୍ଚଳିକ ଖବର

ମାନବିକତା ଦେଖାଇଲା ମୁକ୍ତି ସଂଗଠନ:ଶବ ସଂସ୍କାର ପାଇଁ ମିଳିଲାନି କାନ୍ଧ

Odisha Lekha August 18, 2026
ଆଞ୍ଚଳିକ ଖବର

ଅବସରପ୍ରାପ୍ତ କର୍ମଚାରୀଙ୍କୁ ସମ୍ୱର୍ଦ୍ଧନା

Odisha Lekha August 17, 2026
ଆଞ୍ଚଳିକ ଖବର

ସ୍ୱାଧୀନତା ଦିବସରେ ନୟାଗଡ଼ ରୋଟାରୀ କ୍ଲବ ପକ୍ଷରୁ ରକ୍ତଦାନ ଶିବିର ଅନୁଷ୍ଠିତ

Odisha Lekha August 16, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?