Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • Home
  • Contact Us
  • About Us
© 2025 -Odisha Lekha. All Rights Reserved.

ବିଜୁ ଜନତା ଦଳ ସାଙ୍ଗଠନିକ ବୈଠକ:୧୧ରେ ହେବ ବିଶାଳ ଶୋଭାଯାତ୍ରା ଓ ବିକ୍ଷୋଭ

Published February 7, 2026 ରାଜନୀତି
SHARE

ନୟାଗଡ଼, (ଓଡ଼ିଶା ଲେଖା): ନୟାଗଡ଼ ବିଜୁ ଜନତା ଦଳ କାର୍ଯ୍ୟାଳୟଠାରେ ଆଜି ନିର୍ବାଚନ ମଣ୍ଡଳୀ ସ୍ତରୀୟ ସାଙ୍ଗଠନିକ ବୈଠକ ଅନୁଷ୍ଠିତ ହୋଇଯାଇଛି। ନୟାଗଡ଼ ବିଧାୟକ ଡ଼ ଅରୁଣ କୁମାର ସାହୁଙ୍କ ଅଧ୍ୟକ୍ଷତାରେ ଆୟୋଜିତ ବୈଠକରେ ନିର୍ବାଚନ ମଣ୍ଡଳୀ ସଭାପତି ଗଙ୍ଗାଧର ପଣ୍ଡା କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ। ନବ ନିର୍ବାଚିତ ବ୍ଲକ ସଭାପତି ଭଞ୍ଜକିଶୋର ମହାପାତ୍ର ଏବଂ ପୌର ପରିଷଦ ବିଜୁ ଜନତା ଦଳ ସଭାପତି ଦାଶରଥି ସାହୁଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ରାଜ୍ୟରେ ବିଜେପି ସରକାର ପ୍ରତି ସାଧାରଣ ଲୋକଙ୍କ ମଧ୍ୟରେ ବିତୃଷ୍ଣା ଆରମ୍ଭ ହେଲାଣି। ଆଗାମୀ ଦିନରେ ଲୋକେ ଉଚିତ୍ ଜବାବ ଦେବେ ବୋଲି ବିଧାୟକ କହିଥିଲେ। ଏହା ସହିତ ସଂଗଠନ ମଜବୁତ୍ କରିବା ଉପରେ ବକ୍ତବ୍ୟ ରଖିଥିଲେ।

ଚାଷୀ ସମସ୍ୟା, ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳା ପରିସ୍ଥିତିକୁ ନେଇ ଆଗାମୀ ୧୧ ତାରିଖରେ ବିକ୍ଷୋଭ କାର୍ଯ୍ୟକ୍ରମ କରାଯିବାକୁ ବିଧାୟକ ସୂଚନା ଦେଇଥିଲେ। ନୟାଗଡ଼ ଖେଳ ପଡ଼ିଆଠାରୁ ଶୋଭାଯାତ୍ରା ବାହାରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ କରାଯିବ ବୋଲି ବିଧାୟକ କହିଥିଲେ। ଏହା ଜିଲ୍ଲା ସ୍ତରୀୟ କାର୍ଯ୍ୟକ୍ରମ, ଅନ୍ୟ ନିର୍ବାଚନ ମଣ୍ଡଳୀରୁ ମଧ୍ୟ ଲୋକ ସାମିଲ ହେବେ ବୋଲି କହିଥିଲେ। ଆଜିର ବୈଠକରେ ବରିଷ୍ଠ ବିଜେଡି ନେତ୍ରୀ ଇରାନୀ ରାୟ, ନୟାଗଡ଼ ପୌର ପରିଷଦ ଅଧ୍ୟକ୍ଷା ନିରୁପମା ଖଟେଇ, ପୌର ପରିଷଦ ଉପାଧ୍ୟକ୍ଷ ଗୁରୁପ୍ରସାଦ ଜେନା, ବିଜେଡି ମହିଳା ସଭାପତି ବିରଜାଲକ୍ଷ୍ମୀ ସାହୁ, ଜିଲ୍ଲା ପରିଷଦ ସଭ୍ୟ ସୁବାଷ ଚନ୍ଦ୍ର କହଁର, ବିଭିନ୍ନ ପଞ୍ଚାୟତ ସରପଞ୍ଚ, ସମିତି ସଭ୍ୟ/ସଭ୍ୟା ଯୋଗ ଦେଇଥିଲେ।

Preloader Image
IMG-20260411-WA0004
IMG-20260330-WA0039
IMG-20260108-WA0001
Odisha Lekha February 7, 2026 February 7, 2026
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ‘ରଥପାଇଁ ଗଛଟିଏ’ କାର୍ଯ୍ୟକ୍ରମ:ଗଛ ଲଗାଇବା ପାଇଁ ସଂକଳ୍ପ ନେଲେ ଆଚାର୍ଯ୍ୟ ଆଚାର୍ଯ୍ୟା ଓ ଅଭିଭାବକ
ସ୍ୱତନ୍ତ୍ର ଖବର
ତେଲ ମାଲିସ୍ ନେତା ନେତ୍ରୀଙ୍କୁ କେବେ ମିଳିବ ସୁଯୋଗ ?
ରାଜନୀତି
ପ୍ରିୟଦିନି ଫାଉଣ୍ଡେସନର ତୃତୀୟ ପ୍ରତିଷ୍ଠା ଦିବସ
ସ୍ୱତନ୍ତ୍ର ଖବର
ବିଶ୍ୱନାଥ ପଣ୍ଡିତ ପାଠାଗାରର ଶୁଭ ଉଦଘାଟନ:ଯୁବ ପ୍ରକାଶକଙ୍କୁ ସମ୍ବର୍ଦ୍ଧନା
ସ୍ୱତନ୍ତ୍ର ଖବର

ଅଧିକ ପଢନ୍ତୁ

ରାଜନୀତି

ତେଲ ମାଲିସ୍ ନେତା ନେତ୍ରୀଙ୍କୁ କେବେ ମିଳିବ ସୁଯୋଗ ?

Odisha Lekha July 14, 2026
ରାଜନୀତି

ବିଜେପି ନେତ୍ରୀଙ୍କ ଜାଲି ଦସ୍ତଖତ ପ୍ରସଙ୍ଗ:ପ୍ରତିକ୍ରିୟା ରଖିଲେ କଂଗ୍ରେସର ଜିଲ୍ଲା ସଭାପତି

Odisha Lekha July 6, 2026
ରାଜନୀତି

ମାନବିକତା ଦେଖାଇଲେ ବ୍ଲକ୍ ଉପାଧ୍ୟକ୍ଷା:ସ୍ଥଗିତ ରହିଲା ଅହୋରାତ୍ର ଧାରଣା

Odisha Lekha June 16, 2026
ରାଜନୀତି

ଦଳିତ ବିରୋଧି ମନ୍ତବ୍ୟ ପ୍ରତିବାଦରେ:ଆସାମ ମୁଖ୍ୟମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ କଲା କଂଗ୍ରେସ

Odisha Lekha April 11, 2026
ରାଜନୀତି

କ୍ରସ ଭୋଟିଂ ମାମଲା:ବିଜେଡ଼ିରୁ ୬ବିଧାୟକ ସସପେଣ୍ଡ

Odisha Lekha March 21, 2026
ରାଜନୀତି

ବିଜେଡି ପକ୍ଷରୁ ଶୋଭାଯାତ୍ରା ଓ ପ୍ରତିବାଦ:ନାରୀ ଓ ଚାଷୀ ସମସ୍ତେ ଅସୁରକ୍ଷିତ:ଅରୁଣ

Odisha Lekha February 11, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?