Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ଦନ୍ତାହାତୀର ମୃତ ଦେହ ଉଦ୍ଧାର:ମୃତ୍ୟୁର କାରଣ ଖୋଜୁଛି ବନ ବିଭାଗ

Published February 13, 2026 ଅପରାଧ
SHARE

ନରସିଂହପୁର, (ଓଡ଼ିଶା ଲେଖା): ନରସିଂହପୁର ଜଙ୍ଗଲରେ ଦନ୍ତାହାତୀ ମୃତ। ଦନ୍ତା ହାତୀ ର ଅସ୍ଵାଭାବିକ ମୃତ୍ୟୁ ନେଇ ବନ ବିଭାଗ ପକ୍ଷରୁ ସୂଚନା। ଏନେଇ ଆଠଗଡ଼ ଏସିଏଫ ମନୋଜ ପାତ୍ର ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ନରସିଂହପୁର ପଶ୍ଚିମ ରେଞ୍ଜ ଅନ୍ତର୍ଗତ ବାଲିକିଆରୀ ରିଜର୍ଭ ଫରେଷ୍ଟ କମ୍ପାଟମେଣ୍ଟ ନମ୍ବର-୨ ରେ ମୃତ୍ୟୁ ହୋଇଛି। ଘଟଣା ସ୍ଥଳରେ ନରସିଂହପୁର ରେଞ୍ଜର,ଅନୁଗୁଳ RCCF, ଆଠଗଡ଼ DFO, ACF ଆଠଗଡ଼ ଉପସ୍ଥିତ ଅଛନ୍ତି। ଶବ ବ୍ୟବଚ୍ଛେଦ ପରେ ପ୍ରକୃତ କାରଣ ସାମ୍ନା କୁ ଆସିବ ବୋଲି ଆଠଗଡ଼ Dfo ବିଶ୍ୱାଳ ଚିଚିଲିଚି ସୂଚନା ଦେଇଛନ୍ତି। ଏନେଇ ସଠିକ କାରଣ ଜଣାପଡିନଥିବା ବେଳେ ହାତୀ ର ସାମ୍ପୁଲ କୁ ଓୟୁଏଟି କୁ ପଠାଇବା ସହ ବନ ବିଭାଗ ପକ୍ଷରୁ ଅପମୃତ ମାମଲା ରୁଜୁ କରାଯିବ ବୋଲି କହିଛନ୍ତି ଏସିଏଫ ।

Preloader Image
IMG-20260815-WA0003
IMG-20260108-WA0001
Odisha Lekha February 13, 2026 February 13, 2026
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ନେପାଳ ବନ୍ୟାରେ ଭାରତର ବଡ଼ ସହାୟତା:ପ୍ରଥମ ଦେଶ ଭାବେ ୬୮ ଟନ୍‌ ରିଲିଫ ସାମଗ୍ରୀ ପଠାଇଲା ଭାରତ, ବିଶ୍ୱର ବିଭିନ୍ନ ଦେଶ ବି ବଢ଼ାଇଲେ ସହାୟତାର ହାତ
ଦେଶ ବିଦେଶ
ନୟାଗଡ଼ ବିଜେଡ଼ି କାର୍ଯ୍ୟାଳୟରେ ‘Gen Z Inspection’ କାର୍ଯ୍ୟକ୍ରମ
ଜିଲ୍ଲା ଖବର
ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ;ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା:୧୦ ପ୍ରଶ୍ନର ଜବାବ୍ ମାଗିଲେ ଅରୁଣ
ରାଜନୀତି ରାଜ୍ୟ ଖବର
ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ସମ୍ବର୍ଦ୍ଧିତ ହେଲେ ସୌମ୍ୟ ରଞ୍ଜନ:ସାହସିକତା ପାଇଁ ପାଇଲେ ବିଜୁ ପଟ୍ଟନାୟକ ସାହସିକତା ପୁରସ୍କାର
ରାଜ୍ୟ ଖବର

ଅଧିକ ପଢନ୍ତୁ

ଅପରାଧଜିଲ୍ଲା ଖବର

ନୟାଗଡ଼ରେ ଛାଉଣୀ ପୋଲିସ: ବିଜେପି ନେତାଙ୍କ ଚିରା ହୋଇଛି ପୋଷ୍ଟର:ଜିଲ୍ଲା ପୋଲିସର ପାରିପାର୍ଶ୍ୱିକ ସୁରକ୍ଷା ବ୍ୟବସ୍ଥା ଉପରେ ଉଠିଲା ପ୍ରଶ୍ନ

Odisha Lekha August 28, 2026
ଅପରାଧଜିଲ୍ଲା ଖବର

୨ କ୍ୱିଣ୍ଟାଲ ଗଞ୍ଜେଇ ଜବତ: ଗଞ୍ଜେଇ ଚାଲାଣ ସହ ରହିଛି ନୟାଗଡ଼ ଲିଙ୍କ:୮ ଗିରଫ

Odisha Lekha August 26, 2026
ଅପରାଧଜିଲ୍ଲା ଖବର

ରାସ୍ତା କଡ଼ରୁ ମୃତଦେହ ଉଦ୍ଧାର:ଗ୍ୟାସ୍ ପାଇଁ ଯାଇ ଶବ ହେଇ ଫେରିଲେ ନିରଞ୍ଜନ: ପରିବାର ଲୋକ ଆଣିଲେ ସାଂଘାତିକ ଅଭିଯୋଗ

Odisha Lekha August 19, 2026
ଅପରାଧ

କଙ୍ଗାରୁକୋର୍ଟର କରୁଣ ପରିଣତି:ନଳକୂପ ଚାବିରେ ବାଡ଼େଇ ବାଡ଼େଇ ହତ୍ୟା:୨ଘଣ୍ଟା ପରେ ଡାହୁକା ନଦୀରୁ ମୃତ ଦେହ ଉଦ୍ଧାର:ପୋଲିସର ଛାନଭିନ ଆରମ୍ଭ

Odisha Lekha July 7, 2026
ଅପରାଧ

ବୟସ୍କ ବ୍ୟକ୍ତିକୁ ବାଡ଼େଇ ବାଡ଼େଇ ହତ୍ୟା:ହତ୍ୟାକାରୀ ଗାଁ ଛାନଭିନ କରୁଛି ପୋଲିସ

Odisha Lekha July 1, 2026
ଅପରାଧ

ଗୋଡିଗଦା ମୃତ ଦେହ ଉଦ୍ଧାର:ଦୁର୍ଘଟଣା ନା ହତ୍ୟା !

Odisha Lekha June 28, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?