Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ଜୁଆ ଆଡ୍ଡା ଉପରେ ଚଢ଼ଉ:ଅଧ୍ୟାପକଙ୍କ ସହ ୪ଗିରଫ: ଲକ୍ଷାଧିକ ଟଙ୍କା ଓ ଗାଡ଼ି ଜବତ

Published February 19, 2026 ଅପରାଧ
SHARE

ନୟାଗଡ଼, (ଓଡ଼ିଶା ଲେଖା): ନୟାଗଡ଼ ସଦର ପୋଲିସକୁ ମିଳିଛି ବଡ଼ ସଫଳତା। ଜୁଆ ଆଡ୍ଡା ଉପରେ ଚଢ଼ଉ କରି ଜଣେ ଅଧ୍ୟାପକଙ୍କ ସହ ୪ଜଣ ଯୁଆଡ଼ିଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ସଦର ପୋଲିସ। ଗିରଫ ହୋଇଥିବା ଜୁଆଡି ମାନେ ହେଲେ ଶରଣକୁଳ ଥାନା ମଗରବନ୍ଧ ଗାଁର ରାଜିବ ପ୍ରଧାନ, ଇଟାମାଟି ଥାନା କୃଷ୍ଣପ୍ରସାଦ ଗାଁର ଦିଲ୍ଲିପ କୁମାର ନାୟକ, ହିଞ୍ଜଳଗାଡିଆ ଗାଁର ଧ୍ରୁବ ବରାଡ଼, ନୟାଗଡ଼ ଟାଉନ୍ ଥାନା ସିନ୍ଦୂରିଆ ଗାଁର ତୟବୁଦ୍ଦିନ ମଲ୍ଲିକ୍ ଓ ବଢ଼ିଆସାହିର କୁନା ସ୍ଵାଇଁ। ସୂଚନାନୁସାରେ, ନୟାଗଡ଼ ସଦର ଥାନା ପୋଲିସ ପାଟ୍ରୋଲିଂ କରୁଥିବା ବେଳେ ସଦର ଥାନା ଅଧୀନରେ ଥିବା ହିଞ୍ଜଳଗାଡ଼ିଆ ଗାଁ ନିକଟରେ ଥିବା ଆଇଟିଆଇ ଟ୍ରେନିଂ ସ୍କୁଲ ପାଖରେ ଜୁଆ ଆଡ୍ଡା ଜମାଇଥିବା ଦେଖିବାକୁ ପାଇଥିଲେ। ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଜୁଆ ଆଡ୍ଡା ଉପରେ ଅତର୍କିତ ଚଢ଼ାଉ କରିବା ସହ ଜୁଆଡ଼ି ମାନଙ୍କୁ କାବୁ କରିବାରେ ସଫଳ ହୋଇଥିଲେ। ଜୁଆ ଆଡ୍ଡା ସ୍ଥଳରୁ ପୋଲିସ୍ ୫ଜଣଙ୍କୁ ଗିରଫ କରିବା ସହ ଲକ୍ଷାଧିକ ଟଙ୍କା, ୫ଟି ମଟର ସାଇକେଲ ଓ ୩ଟି ମୋବାଇଲ ଫୋନ୍ ଜବତ୍ କରିଛି ସଦର ପୋଲିସ। ପୋଲିସ ଛାନ୍ ଭିନ କରିବା ସମୟରେ ସେହି ଜୁଆଡି ମାନଙ୍କ ମଧ୍ୟରେ ଜଣେ ଅଧ୍ୟାପକ ଥିବା ଜଣାପଡିଛି। ତେବେ ସେମାନଙ୍କୁ ସଦର ପୋଲିସ୍ ଥାନାରେ କେସ ନଂ ୪୭/୨୦୨୬ ରେ ମାମଲା ରୁଜୁ କରି କୋର୍ଟ ଚାଲାଣ କରିଛନ୍ତି ତଦନ୍ତକାରୀ ଅଫିସର ଏସଆଇ ଏମଡି ଜଫୁର୍ଲା। ଏ ନେଇ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଜ୍ୟୋତି ରଞ୍ଜନ ସାମନ୍ତରାୟ ସୂଚନା ପ୍ରକାଶ କରିଛନ୍ତି।

Preloader Image
IMG-20260815-WA0003
IMG-20260108-WA0001
Odisha Lekha February 19, 2026 February 19, 2026
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ବେହାଲ ହେଲାଣି ଶିଶୁ ଉଦ୍ୟାନ:ଶିଶୁ ମାନଙ୍କ ସୁରକ୍ଷାକୁ ନେଇ ସୃଷ୍ଟି ହେଉଛି ପ୍ରଶ୍ନବାଚୀ
ଜିଲ୍ଲା ଖବର
ଦଶହରା ଖର୍ଚ୍ଚ ପାଇଁ ଆଡ଼ଭାନ୍ସ ନମିଳିବାରୁ ସଫେଇ କର୍ମଚାରୀଙ୍କ ଧାରଣା
ଜିଲ୍ଲା ଖବର
ଛାତ୍ର ସଂସଦ ନିର୍ବାଚନ ହିଂସା:ଗୁରୁତର ଆହତ କଂଗ୍ରେସ କର୍ମୀ ପ୍ରହଲ୍ଲାଦଙ୍କୁ ଭେଟିଲେ ଅରୁଣ ସାହୁ
ଜିଲ୍ଲା ଖବର
ନୟାଗଡ଼ କଲେଜରେ ନବନିର୍ବାଚିତ ଛାତ୍ର ପ୍ରତିନିଧିଙ୍କ ଶପଥ ଗ୍ରହଣ ଉତ୍ସବ: ଛାତ୍ରଛାତ୍ରୀଙ୍କ ସମସ୍ୟା ସମାଧାନ ଓ ମହାବିଦ୍ୟାଳୟର ବିକାଶ ପାଇଁ ନେଲେ ଶପଥ
ଜିଲ୍ଲା ଖବର

ଅଧିକ ପଢନ୍ତୁ

ଅପରାଧଜିଲ୍ଲା ଖବର

ଚାହା ପାଇଁ ଛାତ୍ରଙ୍କୁ ଲହୁଲୁହାଣ ମାଡ଼ :ସୁପରିଟେଣ୍ଡେଣ୍ଟଙ୍କ ନାମରେ ଅଭିଯୋଗ

Odisha Lekha September 26, 2026
ଅପରାଧଜିଲ୍ଲା ଖବର

ହୋଟେଲ ଛାତରୁ ଡେଇଁ ବୟସ୍କ ବ୍ୟକ୍ତିଙ୍କ ଆତ୍ମହତ୍ୟା

Odisha Lekha September 25, 2026
ଅପରାଧ

୧୨ କ୍ୱିଣ୍ଟାଲ ଗଞ୍ଜେଇ ଜବତ:୨ଟି ଗାଡ଼ି ଜବତ, ୩ ଅଭିଯୁକ୍ତ ଗିରଫ

Odisha Lekha September 22, 2026
ଅପରାଧ

ବାଟୋଇଙ୍କ ଠାରୁ ଲୁଟ ଉଦ୍ୟମ ପଣ୍ଡ, ୭ ଗିରଫ

Odisha Lekha September 22, 2026
ଅପରାଧ

ଯୌତୁକ ନିର୍ଯାତନାରୁ ବୋହୂର ମୃତ୍ୟୁ :ଶାବଳରେ ତଣ୍ଟି ଚିପି ହତ୍ୟା ଅଭିଯୋଗ; ଶାଶୁ ଅଟକ, ସ୍ୱାମୀ ଓ ଶଶୁର ଫେରାର

Odisha Lekha September 19, 2026
ଅପରାଧ

ନକଲି ମଦ ଜବତ, ୪ ଗିରଫ

Odisha Lekha September 13, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?