Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ଟି-୨୦ ବିଶ୍ୱକପ୍:ଇଡେନ୍ ଗାର୍ଡେନରେ ମହାଲଢେଇ:୫ୱିକେଟ୍ ଭାରତ ବିଜୟୀ

Published March 2, 2026 ଖେଳ
SHARE

ଓଡ଼ିଶା ଲେଖା ଅଫିସ୍: ଟି-୨୦ ବିଶ୍ଵକପ ର ଆଜି ରୋମାଞ୍ଚକ ଖେଳ ଉପଭୋଗ କରିଛନ୍ତି କ୍ରିକେଟ୍ ପ୍ରେମୀ। କୋଲକାତା ଇଡେନ୍ ଗାର୍ଡେନ ଷ୍ଟାଡିୟମରେ ଭାରତ-ୱେଷ୍ଟଇଣ୍ଡିଜ୍ ମଧ୍ୟରେ ମହାଲଢେଇ ଦେଖିବାକୁ ମିଳିଛି। ଭାରତ ଆଜିର ମ୍ୟାଚ୍ ଜିତି ସେମିଫାଇନାଲ ରେ ପହଞ୍ଚିଛି। ଆଜିର ମ୍ୟାଚ୍ ରେ ଭାରତ ଟସ୍ ଜିତି ଫିଲ୍ଡିଂ କରିବାକୁ ନିଷ୍ପତ୍ତି ନେଇ ୱେଷ୍ଟଇଣ୍ଡିଜ୍ କୁ ବ୍ୟାଟିଂ କରିବାକୁ ଆମନ୍ତ୍ରଣ କରିଥିଲା। ତେବେ ୱେଷ୍ଟଇଣ୍ଡିଜ୍ ନିର୍ଦ୍ଧାରିତ ଓଭରରେ ୪ଟି ୱିକେଟ୍ ହରାଇ ୧୯୫ ରନର ବିଶାଳ ସ୍କୋର କରିଥିଲା। ତେବେ ଭାରତ ତରଫରୁ ବୁମରାହା ୨ଟି ୱିକେଟ୍ ନେଇଥିବା ବେଳେ ହାର୍ଦ୍ଦିକ ପାଣ୍ଡିଆ ଓ ବରୁନ ଚକ୍ରବର୍ତ୍ତୀ ଗୋଟିଏ ଲେଖାଏଁ ୱିକେଟ୍ ନେଇଥିଲେ।

ୱେଷ୍ଟଇଣ୍ଡିଜ୍ ଦଳ ପକ୍ଷରୁ ରୋଷ୍ଟନ୍ ଚେସ ୪୦, ଜସୋନ୍ ହୋଲଡ଼ର୍ ୩୭, ରୋଭମ୍ୟାନ୍ ପାୱେଲ ୩୪ ଓ ହୋପ୍ ୩୨ ରନ କରିଥିଲେ। ଭାରତ ୧୯୬ରନର ବିଜୟ ଲକ୍ଷ ନେଇ ପଡ଼ିଆକୁ ଓହ୍ଲାଇ ଥିଲା। ଭାରତ ଆରମ୍ଭ ବିପର୍ଯ୍ୟୟ ଘଟିଥିଲା। ତେବେ ସଞ୍ଜୁ ସମାସନ୍ ଧୂଆଁ ଧାର ବ୍ୟାଟିଂ କରି ଦଳକୁ ବିଜୟୀ କରାଇଥିଲେ। ଭାରତ ତରଫରୁ ତିଲକ ବର୍ମା ୨୭, ସୂର୍ଯ୍ୟକୁମାର ଯାଦବ ୧୮ ରନ୍ କରିଥିବା ବେଳେ ସଞ୍ଜୁ ସମାସନ୍ ୫୦ ବଲରେ ୧୨ଟି ଚୌକା ଓ ୪ଟି ଛକା ସହାୟତା ଅପରାଜିତ ରହି ୯୭ରନ କରି ଦଳକୁ ସେମି ଫାଇନାଲରେ ପହଞ୍ଚାଇଛନ୍ତି। ସଞ୍ଜୁ ସାମସନଙ୍କୁ ମ୍ୟାନ୍ ଅଫ୍ ଦି ମ୍ୟାଚ୍ ବିବେଚିତ କରାଯାଇ ପୁରସ୍କୁର କରାଯାଇଛି।

Preloader Image
IMG-20260815-WA0003
IMG-20260108-WA0001
Odisha Lekha March 2, 2026 March 2, 2026
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ସଜାଗ ହେବେ ଦଳଡିଆଁ ନେତା ! ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଦେଲା ରାଜନୈତିକ ବାର୍ତ୍ତା,ପଞ୍ଚାୟତ ନିର୍ବାଚନ ପୂର୍ବରୁ ବଢ଼ିଲା ଚର୍ଚ୍ଚା
ସ୍ୱତନ୍ତ୍ର ଖବର
ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଫଳ ପ୍ରକାଶ:ବାଜି ମାରିଲା ବିଜୁ ଛାତ୍ର ଜନତା ଦଳ, ସଭାପତି କାର୍ତ୍ତିକ ମହାନ୍ତି ଓ ସମ୍ପାଦକ ସୁଭମ ପ୍ରକାଶ ପଣ୍ଡା
ଜିଲ୍ଲା ଖବର
ବିଜେପି କର୍ମୀଙ୍କ ଆକ୍ରମଣ ପ୍ରତିବାଦରେ ଏସ୍‌ପି କାର୍ଯ୍ୟାଳୟ ଆଗରେ କଂଗ୍ରେସର ଧାରଣା :ପ୍ରହଲ୍ଲାଦଙ୍କ ଅବସ୍ଥା ଗୁରୁତର:ଶାଶ୍ୱତଆହାତ
ଜିଲ୍ଲା ଖବର
ଛାତ୍ର ସଂସଦ ନିର୍ବାଚନ ଅପଡେଟ୍ : ସରିଲା ମତଦାନ, ଫଳାଫଳକୁ ଅପେକ୍ଷା:ନୟାଗଡ଼ ସ୍ୱୟଂଶାସିତ ମହାବିଦ୍ୟାଳୟରେ ୭୬.୫୩% ମତଦାନ
ଜିଲ୍ଲା ଖବର

ଅଧିକ ପଢନ୍ତୁ

ଖେଳ

ଏସିଆନ ଗେମ୍ସ: ପାକିସ୍ତାନକୁ ୧୯ ରନ୍‌ରେ ହରାଇ ସ୍ୱର୍ଣ୍ଣ ହାତେଇଲା ଭାରତ:ଅଭିଷେକ ଶର୍ମା ଓ ତିଲକ ବର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ, ଦୁବେଙ୍କ ଅଲରାଉଣ୍ଡ ପ୍ରଦର୍ଶନ

Odisha Lekha October 3, 2026
ଖେଳରାଜ୍ୟ ଖବର

ବିସିସିଆଇ ଚୟନ ସମିତିର ଅନ୍ତରୀଣ ଅଧ୍ୟକ୍ଷ ହେବେ ପ୍ରଜ୍ଞାନ ଓଝା:ପ୍ରିୟ ଓଡ଼ିଆ କ୍ରିକେଟରଙ୍କୁ ଶୁଭେଚ୍ଛାର ସୁଅ

Odisha Lekha October 1, 2026
ଖେଳ

ଭାରତ-ୱେଷ୍ଟଇଣ୍ଡିଜ୍ ଦ୍ୱିତୀୟ ଦିନିକିଆ : ଗିଲଙ୍କ ଧୂଆଁଧାର ଦ୍ୱିଶତକ, ରୋହିତଙ୍କ ଶତକ :୮ୱିକେଟ୍‌ରେ ମ୍ୟାଚ୍ ଜିତି ସିରିଜ୍ କବ୍‌ଜା କଲା ଭାରତ

Odisha Lekha September 30, 2026
ଖେଳ

ରାଜ୍ୟସ୍ତରୀୟ ନୟାଗଡ଼ ଚ୍ୟାଲେଞ୍ଜ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ପାଇଁ ପ୍ରସ୍ତୁତି ବୈଠକ

Odisha Lekha September 23, 2026
ଖେଳଜିଲ୍ଲା ଖବର

ରଣଜିତ୍ କରିବେ ଖେଳ;ନୟାଗଡ଼ରେ ହେବ ଚ୍ୟାଲେଞ୍ଜ ଫୁଟବଲ ଟୁର୍ଣ୍ଣାମେଣ୍ଟ

Odisha Lekha September 22, 2026
ଖେଳ

ଶ୍ରୀଲଙ୍କାକୁ ୧୪୭ ରନ୍‌ରେ ହରାଇ ଲଗାତାର ଦ୍ୱିତୀୟଥର ସ୍ୱର୍ଣ୍ଣପଦକ ହାତେଇଲା ଭାରତୀୟ ମହିଳା କ୍ରିକେଟ୍ ଦଳ : ଖେଳାଳି ମାନଙ୍କୁ ଶୁଭେଚ୍ଛା ଜଣାଇଲେ ନବୀନ

Odisha Lekha September 22, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?