Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • Home
  • Contact Us
  • About Us
© 2025 -Odisha Lekha. All Rights Reserved.

ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଶୁଣାଣି: ତତ୍ କ୍ଷଣାତ ୨୧ଟି ଅଭିଯୋଗ ସମାଧାନ

Published March 2, 2026 ସ୍ୱତନ୍ତ୍ର ଖବର
SHARE

ନୟାଗଡ଼, (ଓଡ଼ିଶା ଲେଖା): ମାର୍ଚ୍ଚ ମାସର ପ୍ରଥମ ସୋମବାରରେ ନୟାଗଡ଼ ଜିଲ୍ଲାପାଳ ମଧୁମିତା ରଥ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଏସ ସୁଶ୍ରୀଙ୍କ ଯୁଗ୍ମ ଜନ ଶୁଣାଣୀ ଶିବିର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାର ବିଭିନ୍ନ ସ୍ଥାନରେ ୧୨୦ଟି ଅଭିଯୋଗ ପଞ୍ଜିକୃତ ହୋଇଥିବା ବେଳେ ସେଥିରୁ ୯୪ଟି ଅଭିଯୋଗ ବ୍ୟକ୍ତିଗତ ସମସ୍ୟା ଜନିତ ଅଭିଯୋଗ ହୋଇଥିବା ଜଣାପଡ଼ିଛି। ସେହିପରି ଗ୍ରାମ୍ୟ କମିଟି ସମସ୍ୟା ନେଇ ୭ଟି ଅଭିଯୋଗ ହୋଇଥିବା ବେଳେ ମୁଖ୍ୟମନ୍ତ୍ରୀ ସହାୟତା ରାଶି ପାଇବା ପାଇଁ ୧୯ଜଣ ଆବେଦନ କରିଥିବା ଜଣାପଡ଼ିଛି। ତେବେ ଏହି ସମସ୍ତ ଅଭିଯୋଗ ପଞ୍ଜିକୃତ ହୋଇଥିବା ବେଳେ ଜିଲ୍ଲାପାଳ ଶ୍ରୀମତୀ ରଥ ୨୧ଟି ଅଭିଯୋଗ ତତ୍ କ୍ଷଣାତ ସମାଧାନ କରିଛନ୍ତି। ଆଜିର ଏହି ଯୁଗ୍ମ ଜନ ଶୁଣାଣୀ ଶିବିର ଜିଲ୍ଲାର ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ଓ କର୍ମଚାରୀ ମାନେ ଉପସ୍ଥିତ ଥିଲେ।

Preloader Image
IMG-20260411-WA0004
IMG-20260330-WA0039
IMG-20260108-WA0001
Odisha Lekha March 2, 2026 March 2, 2026
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ‘ରଥପାଇଁ ଗଛଟିଏ’ କାର୍ଯ୍ୟକ୍ରମ:ଗଛ ଲଗାଇବା ପାଇଁ ସଂକଳ୍ପ ନେଲେ ଆଚାର୍ଯ୍ୟ ଆଚାର୍ଯ୍ୟା ଓ ଅଭିଭାବକ
ସ୍ୱତନ୍ତ୍ର ଖବର
ତେଲ ମାଲିସ୍ ନେତା ନେତ୍ରୀଙ୍କୁ କେବେ ମିଳିବ ସୁଯୋଗ ?
ରାଜନୀତି
ପ୍ରିୟଦିନି ଫାଉଣ୍ଡେସନର ତୃତୀୟ ପ୍ରତିଷ୍ଠା ଦିବସ
ସ୍ୱତନ୍ତ୍ର ଖବର
ବିଶ୍ୱନାଥ ପଣ୍ଡିତ ପାଠାଗାରର ଶୁଭ ଉଦଘାଟନ:ଯୁବ ପ୍ରକାଶକଙ୍କୁ ସମ୍ବର୍ଦ୍ଧନା
ସ୍ୱତନ୍ତ୍ର ଖବର

ଅଧିକ ପଢନ୍ତୁ

ସ୍ୱତନ୍ତ୍ର ଖବର

ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ‘ରଥପାଇଁ ଗଛଟିଏ’ କାର୍ଯ୍ୟକ୍ରମ:ଗଛ ଲଗାଇବା ପାଇଁ ସଂକଳ୍ପ ନେଲେ ଆଚାର୍ଯ୍ୟ ଆଚାର୍ଯ୍ୟା ଓ ଅଭିଭାବକ

Odisha Lekha July 15, 2026
ସ୍ୱତନ୍ତ୍ର ଖବର

ପ୍ରିୟଦିନି ଫାଉଣ୍ଡେସନର ତୃତୀୟ ପ୍ରତିଷ୍ଠା ଦିବସ

Odisha Lekha July 14, 2026
ସ୍ୱତନ୍ତ୍ର ଖବର

ବିଶ୍ୱନାଥ ପଣ୍ଡିତ ପାଠାଗାରର ଶୁଭ ଉଦଘାଟନ:ଯୁବ ପ୍ରକାଶକଙ୍କୁ ସମ୍ବର୍ଦ୍ଧନା

Odisha Lekha July 14, 2026
ସ୍ୱତନ୍ତ୍ର ଖବର

ଚକ୍ଷୁଦାନ କଲେ ଅଙ୍ଗନବାଡ଼ି ଜିଲ୍ଲା ସଭାନେତ୍ରୀ ଜ୍ୟୋତ୍ସାମୟୀ:ହଜାର ହଜାର ଲୋକଙ୍କ ଉପସ୍ଥିତିରେ ଶେଷକୃତ୍ତ୍ୟ:ଝିଅ ଦେଲା ମୁଖାଗ୍ନି

Odisha Lekha July 7, 2026
ସ୍ୱତନ୍ତ୍ର ଖବର

ନିରୋଗ ସେଣ୍ଟରରେ ସ୍ୱାସ୍ଥ୍ୟ ବିଭାଗ ଓ ତହସିଲଦାରଙ୍କ ଚଢ଼ାଉ

Odisha Lekha July 5, 2026
ସ୍ୱତନ୍ତ୍ର ଖବର

ଭୁଶୁଡ଼ି ପଡ଼ିଲା ୫୭ନଂ ଜାତୀୟ ରାଜପଥର ନୟାଗଡ଼ ବାଇପାସ୍ ରାସ୍ତା:ଗୋଟିଏ ପଟେ ସପୋର୍ଟ ରାସ୍ତା ସଂପୂର୍ଣ୍ଣ ନଷ୍ଟ

Odisha Lekha July 5, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?