Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ଟି-୨୦ ବିଶ୍ୱକପ୍:୭ରନରେ ଭାରତ ବିଜୟୀ:ମାର୍ଚ୍ଚ ୮ ବିଶ୍ୱକପ୍ ଫାଇନାଲ୍ ମ୍ୟାଚ୍: ମୁହାଁମୁହିଁ ହେବେ ଭାରତ ଓ ନ୍ୟୁିଜଲାଣ୍ଡ

Published March 5, 2026 ଖେଳ
SHARE

ଓଡ଼ିଶା ଲେଖା ଅଫିସ୍: ରୋମାଞ୍ଚକର ବିଜୟୀ ମ୍ୟାଚ୍। ଭାରତ ୭ରନରେ ବିଜୟୀ ହେବା ସହ ଫାଇନାଲରେ ପ୍ରବେଶ କରିଛି। ଭାରତ-ଇଂଲଣ୍ଡ ମଧ୍ୟରେ ଦ୍ୱିତୀୟ ସେମିଫାନାଲ ମୁମ୍ବାଇର ୱାଖେଡେ ଷ୍ଟାଡିୟମ୍ ଅନୁଷ୍ଠିତ ହୋଇଯାଇଛି। ଇଂଲଣ୍ଡ ଟସ୍ ଜିତି ଫିଲଡିଂ କରିବାର ନିଷ୍ପତ୍ତି ନେଇ ଭାରତୀୟ ଦଳକୁ ବ୍ୟାଟିଂ କରିବାକୁ ଆମନ୍ତ୍ରଣ କରିଥିଲା। ତେବେ ଭାରତ ଖେଳାଳୀ ମାନେ ପ୍ରଥମରୁ ଧୂଆଁ ଧାର ବ୍ୟାଟିଂ କରି ନିର୍ଦ୍ଧାରିତ ୨୦ ଓଭରରେ ୭ଟି ୱିକେଟ୍ ହରାଇ ୨୫୩ ରନ କରିବାରେ ସକ୍ଷମ ହୋଇଥିଲା। ଭାରତ ପକ୍ଷରୁ ସଞ୍ଜୁ ସାମସନ୍ ୪୨ଟି ବଲ ସମ୍ମୁଖିନ ହୋଇ ୭ଟି ଚ୍ଛକା ଓ ୮ଟି ଚୌକା ସହାୟତାରେ ୮୯ ରନ କରି ଆଉଟ୍ ହୋଇଥିଲେ। ତେବେ ସିଭମ ଦୁବେ ୪୩, ଇଶାନ କିଶାନ ୩୯, ହାର୍ଦିକ ପାଣ୍ଡ୍ୟା ୨୭ ଓ ତିଲକ୍ ବର୍ମା ୨୧ ରନ କରିଥିଲେ। ଇଂଲଣ୍ଡର ବୋଲର ଜ୍ୟାକ୍ସ ଓ ରସିଦ୍ ୨ଟି ଲେଖାଏଁ ୱିକେଟ୍ ନେଇଥିବା ବେଳେ ଆଚାର ଗୋଟିଏ ୱକେଟ୍ ନେଇଥିଲେ।

୨୫୪ ରନର ବିଜୟ ଲକ୍ଷ ନେଇ ଇଂଲଣ୍ଡ ପଡ଼ିଆକୁ ଓହ୍ଲାଇଥିଲା। ତେବେ ଧୂଆଁ ଧାର ବ୍ୟାଟିଂ ମଧ୍ୟ ଜାରି କରିବା ସହ ଆଜିର ଖେଳକୁ ସଂଘର୍ଷ ମୟ ଦେଖିବାକୁ ମିଳିଥିଲା। ଇଂଲଣ୍ଡ ବ୍ୟାଟିଂ କରି ୭ଟି ୱିକେଟ୍ ହରାଇ ୨୪୬ ରନରେ ପହଞ୍ଚିଥିଲା ଏବଂ ଭାରତ ଠାରୁ ମାତ୍ର ୭ରନରେ ପରାସ୍ତ ହୋଇଥିଲା ଇଂଲଣ୍ଡ। ବେଥଲି ୪୮ଟି ବଲରେ ୭ଟି ଛକା ଓ ୮ଟି ଚୌକା ସହାୟତାରେ ୧୦୫ ରନ କରି ଶତକୀୟ ଇନିସ୍ ଖେଳି ରନ୍ ଆଉଟ୍ ହୋଇ ପ୍ୟଭେଲିୟନ୍ ଫେରିଥିଲେ। ଦଳ ତରଫରୁ ଜ୍ୟାକ୍ସ ୩୫, ବଟଲର୍ ୨୫ ରନ କରିଥିବା ବେଳେ ଭାରତର ବୋଲର ହାର୍ଦ୍ଦିକ ପାଣ୍ଡ୍ୟା ୨ଟି ୱିକେଟ୍ ନେଇଥିବା ବେଳେ ଆର୍ସିଦିପ ସିଂ, ଜସପ୍ରିତ୍ ବୁମରାହା, ବରୁନ ଚକ୍ରବର୍ତ୍ତୀ ଓ ଅକ୍ଷର ପଟେଲ ଗୋଟିଏ ଲେଖାଏଁ ୱିକେଟ୍ ନେଇଥିଲେ।

ତେବେ ଭାରତ ଆଜିର ମ୍ୟାଚକୁ ଇଂଲଣ୍ଡ ଦଳକୁ ୭ରନ୍ ରେ ପରାସ୍ତ କରି ଫାଇନାଲରେ ପ୍ରବେଶ କରିଛି। ଆଜିର ମ୍ୟାଚରେ ସଞ୍ଜୁ ସାମସନ୍ ମ୍ୟାନ ଅଫ୍ ଦ ମ୍ୟାଚ୍ ବିବେଚିତ ହୋଇ ପୁରସ୍କୃତ ହୋଇଛନ୍ତି। ଭାରତ ଏହି ମ୍ୟାଚ୍ ଜିତି ଫାଇନାଲରେ ନ୍ୟୁିଜଲାଣ୍ଡକୁ ଭେଟିବ। ଆସନ୍ତା ୮ତାରିଖ ରବିବାର ବିଶ୍ବକପ୍ ଫାଇନାଲ ମ୍ୟାଚ୍ ହେବ ବୋଲି ବିସିସିଆଇ ପକ୍ଷରୁ ସୂଚନା ମିଳିଛି।

Preloader Image
IMG-20260815-WA0003
IMG-20260108-WA0001
Odisha Lekha March 5, 2026 March 5, 2026
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ଆଉ କିଛି ସମୟ ପରେ ଆରମ୍ଭ ହେବ ଛାତ୍ର ସଂସଦ ନିର୍ବାଚନର ମତଦାନ:ଅପରାହ୍ନରେ ପ୍ରକାଶ ପାଇବ ଫଳାଫଳ, ନୟାଗଡ଼ କଲେଜରେ ୨୧୦୦ ଛାତ୍ରଛାତ୍ରୀ ଦେବେ ଭୋଟ
ଜିଲ୍ଲା ଖବର
ସରିଲା ପ୍ରଚାର, ଅନ୍ଧାରି ବିଜେ ବେଳେ ହାତାହାତି! ଘଣ୍ଟାଏ ଧରି ଅଟକ ରହିଲେ ବ୍ଲକ ଅଧ୍ୟକ୍ଷ ଓ ତାଙ୍କ ପତ୍ନୀ, ଥାନାର ଦ୍ୱାରସ୍ଥ ହେଲେ କିଶୋର ସାହୁ
ଜିଲ୍ଲା ଖବର
ନୟାଗଡ଼ ଜିଲ୍ଲା ଯୋଜନା କମିଟିର ପ୍ରଥମ ବୈଠକ:୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ୧,୮୧,୪୬୭ କୋଟି ଟଙ୍କାର ବଜେଟ୍
ଜିଲ୍ଲା ଖବର
ମହିଳା ସ୍ୱୟଂ ସହାୟକ ଗୋଷ୍ଠୀର ଋଣ ଉଠାଣକୁ ନେଇ ବିବାଦ:୧୩ ଲକ୍ଷ ୩୦ ହଜାର ବଦଳରେ ପାସ୍‌ବୁକ୍‌ରେ ୧୩ ଲକ୍ଷ ୩୯ ହଜାର ଟଙ୍କା ଉଲ୍ଲେଖ ଅଭିଯୋଗ; ୯ ହଜାର ଟଙ୍କାକୁ ନେଇ ଉଠିଲା ପ୍ରଶ୍ନ
ଜିଲ୍ଲା ଖବର

ଅଧିକ ପଢନ୍ତୁ

ଖେଳ

ଏସିଆନ ଗେମ୍ସ: ପାକିସ୍ତାନକୁ ୧୯ ରନ୍‌ରେ ହରାଇ ସ୍ୱର୍ଣ୍ଣ ହାତେଇଲା ଭାରତ:ଅଭିଷେକ ଶର୍ମା ଓ ତିଲକ ବର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ, ଦୁବେଙ୍କ ଅଲରାଉଣ୍ଡ ପ୍ରଦର୍ଶନ

Odisha Lekha October 3, 2026
ଖେଳରାଜ୍ୟ ଖବର

ବିସିସିଆଇ ଚୟନ ସମିତିର ଅନ୍ତରୀଣ ଅଧ୍ୟକ୍ଷ ହେବେ ପ୍ରଜ୍ଞାନ ଓଝା:ପ୍ରିୟ ଓଡ଼ିଆ କ୍ରିକେଟରଙ୍କୁ ଶୁଭେଚ୍ଛାର ସୁଅ

Odisha Lekha October 1, 2026
ଖେଳ

ଭାରତ-ୱେଷ୍ଟଇଣ୍ଡିଜ୍ ଦ୍ୱିତୀୟ ଦିନିକିଆ : ଗିଲଙ୍କ ଧୂଆଁଧାର ଦ୍ୱିଶତକ, ରୋହିତଙ୍କ ଶତକ :୮ୱିକେଟ୍‌ରେ ମ୍ୟାଚ୍ ଜିତି ସିରିଜ୍ କବ୍‌ଜା କଲା ଭାରତ

Odisha Lekha September 30, 2026
ଖେଳ

ରାଜ୍ୟସ୍ତରୀୟ ନୟାଗଡ଼ ଚ୍ୟାଲେଞ୍ଜ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ପାଇଁ ପ୍ରସ୍ତୁତି ବୈଠକ

Odisha Lekha September 23, 2026
ଖେଳଜିଲ୍ଲା ଖବର

ରଣଜିତ୍ କରିବେ ଖେଳ;ନୟାଗଡ଼ରେ ହେବ ଚ୍ୟାଲେଞ୍ଜ ଫୁଟବଲ ଟୁର୍ଣ୍ଣାମେଣ୍ଟ

Odisha Lekha September 22, 2026
ଖେଳ

ଶ୍ରୀଲଙ୍କାକୁ ୧୪୭ ରନ୍‌ରେ ହରାଇ ଲଗାତାର ଦ୍ୱିତୀୟଥର ସ୍ୱର୍ଣ୍ଣପଦକ ହାତେଇଲା ଭାରତୀୟ ମହିଳା କ୍ରିକେଟ୍ ଦଳ : ଖେଳାଳି ମାନଙ୍କୁ ଶୁଭେଚ୍ଛା ଜଣାଇଲେ ନବୀନ

Odisha Lekha September 22, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?