Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ସାଇ ହେଲଥ କେୟାର ଓ ଫିଜିଓ ଥେରାପି କ୍ଲିନିକ୍ ଉଦଘାଟିତ

Published March 20, 2026 ସ୍ବାସ୍ଥ୍ୟ
SHARE

ନୟାଗଡ଼, (ଓଡ଼ିଶା ଲେଖା): ନୟାଗଡ଼ ବ୍ଲକ ଇଟାମାଟି ଫିଲ୍ମ ହଲ ପାଖରେ ନୂତନ ଭାବେ ସାଇ ହେଲଥ କେୟାର ଏଵଂ ଫିଜିଓ ଥେରାପି କ୍ଲିନିକ୍  ଉଦଘାଟନ ହୋଇଯାଇଛି । ଅତିରିକ୍ତ ଜିଲ୍ଲାପାଳ ରୋଜିନା ଦାସ, ଉପଜିଲ୍ଲାପାଳ କର୍ଣ୍ଣଦେବ ସମାଦାର, ନୟାଗଡ଼ ତହସିଲଦାର ରାଜେଶ କେଶରୀ ସ୍ବାଇଁ, ଇଟାମାଟି ସରପଞ୍ଚ ସ୍ଵପ୍ନେଶ୍ଵରୀ ସେଠି, ପ୍ରତିଷ୍ଠିତ ବ୍ୟବସାୟୀ ବଳଭଦ୍ର ଚିନରା, ସତ୍ୟଭାମା ଦେଇ, ବିଜୟ କୁମାର ସାଥୁଆ, ଅଶୋକ ନାୟକ ଅତିଥି ଭାବେ ଯୋଗ ଦେଇ ଉଦଘାଟନ କରିଥିଲେ। ଆଜିର ଏହି କାର୍ଯ୍ୟକ୍ରମରେ ଭାଗିରଥୀ ବାଇ, ସବିତା ମଞ୍ଜରୀ, ସାଇ ସ୍ବରାଜ, ସାଇ ହେଲଥ କେୟାର  ତଥା ସାଇ ସିଦ୍ଧି ଫାଉଣ୍ଡେସନର ପ୍ରତିଷ୍ଠାତା ସାଇ ଶୁଭମ୍ ଏବଂ ସମସ୍ତ ସଦସ୍ୟ ଉପସ୍ଥିତ ରହିଥିଲେ।

ଏହି ପରିପ୍ରେକ୍ଷୀରେ ଡ଼ ଗୌତମ ବେନିଆ ଡ଼ ସତ୍ୟବ୍ରତ ପାଣିଗ୍ରାହୀ ସମସ୍ତ ରୋଗୀଙ୍କୁ ଚିକିତ୍ସା ଓ ପରାମର୍ଶ ଦେଇଥିଲେ (ଫିଜିଓଥେରାପି ଚିକିତ୍ସା) ତଥା ଅଣ୍ଟା ବ୍ୟଥା, ବେକ ବ୍ୟଥା, ପାରାଲିସିସ୍, ଶାରିରୀକ ଭିନ୍ନକ୍ଷମ ଶିଶୁଙ୍କ ଚିକିତ୍ସା ଆଦି କରା ହେଉଛି ବୋଲି କହିଥିଲେ ପ୍ରତିଷ୍ଠାତା ସାଇ ଶୁଭମ୍ ନୟାଗଡ଼ ବ୍ଲକ ଇଟାମାଟି ଗ୍ରାମରେ ଏହା ଏକମାତ୍ର ହୋଇ ଥିବାବେଳେ ଆଖପାଖ ଅଞ୍ଚଳର ରୋଗୀ ଉପକୃତ ହେବବୋଲି କହିଥିଲେ।  ପ୍ରଥମ ଦିନରେ ୧୦୦ ରୁ ଅଧିକ ରୋଗୀ ପରାମର୍ଶ କରିଥିଲେ ଶୁଭମ୍ ଜଣେ ଜଣାଶୁଣା ସମାଜସେବୀ, ହୋଇଥିବା ବେଳେ ଏହିଭଳି ଏକ ନିଆରା ପ୍ରୟାସ ଆଖପାଖ ଅଞ୍ଚଳର ଲୋକମାନେ ବିଶେଷ ଉପକୃତ ହେବେ ବୋଲି ଆଶା ରଖିଛନ୍ତି।

Preloader Image
IMG-20260815-WA0003
IMG-20260108-WA0001
Odisha Lekha March 20, 2026 March 20, 2026
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ବେହାଲ ହେଲାଣି ଶିଶୁ ଉଦ୍ୟାନ:ଶିଶୁ ମାନଙ୍କ ସୁରକ୍ଷାକୁ ନେଇ ସୃଷ୍ଟି ହେଉଛି ପ୍ରଶ୍ନବାଚୀ
ଜିଲ୍ଲା ଖବର
ଦଶହରା ଖର୍ଚ୍ଚ ପାଇଁ ଆଡ଼ଭାନ୍ସ ନମିଳିବାରୁ ସଫେଇ କର୍ମଚାରୀଙ୍କ ଧାରଣା
ଜିଲ୍ଲା ଖବର
ଛାତ୍ର ସଂସଦ ନିର୍ବାଚନ ହିଂସା:ଗୁରୁତର ଆହତ କଂଗ୍ରେସ କର୍ମୀ ପ୍ରହଲ୍ଲାଦଙ୍କୁ ଭେଟିଲେ ଅରୁଣ ସାହୁ
ଜିଲ୍ଲା ଖବର
ନୟାଗଡ଼ କଲେଜରେ ନବନିର୍ବାଚିତ ଛାତ୍ର ପ୍ରତିନିଧିଙ୍କ ଶପଥ ଗ୍ରହଣ ଉତ୍ସବ: ଛାତ୍ରଛାତ୍ରୀଙ୍କ ସମସ୍ୟା ସମାଧାନ ଓ ମହାବିଦ୍ୟାଳୟର ବିକାଶ ପାଇଁ ନେଲେ ଶପଥ
ଜିଲ୍ଲା ଖବର

ଅଧିକ ପଢନ୍ତୁ

ଆଞ୍ଚଳିକ ଖବରସ୍ବାସ୍ଥ୍ୟ

ଇଟାମାଟିରେ ରକ୍ତଦାନ ଶିବିର:୩୧ ୟୁନିଟ୍ ରକ୍ତ ସଂଗ୍ରହ

Odisha Lekha October 3, 2026
ଜିଲ୍ଲା ଖବରସ୍ବାସ୍ଥ୍ୟ

ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଭାବେ ଦାୟିତ୍ୱ ନେଲେ ଡାକ୍ତର ବି.ଏସ୍. ରାଓ

Odisha Lekha September 24, 2026
ଜିଲ୍ଲା ଖବରଶିକ୍ଷା ଓ ନିଯୁକ୍ତିସ୍ବାସ୍ଥ୍ୟ

ଭାପୁରରେ ସ୍ୱାସ୍ଥ୍ୟ ଓ ଶିକ୍ଷା ବ୍ୟବସ୍ଥା ନେଇ କଂଗ୍ରେସର ଦାବିପତ୍ର:ଏକ ଲକ୍ଷ ଲୋକଙ୍କ ପାଇଁ ମାତ୍ର ୫ ଡାକ୍ତର: ମାସେ ଭିତରେ ସମାଧାନ ନହେଲେ ସତ୍ୟାଗ୍ରହର ଚେତାବନୀ

Odisha Lekha September 22, 2026
ଜିଲ୍ଲା ଖବରସ୍ବାସ୍ଥ୍ୟ

ସ୍କାନ କରିବା ସମୟ ପଚାରିବାରୁ ଅଧିକାରୀଙ୍କ ଅସହଯୋଗ ଅଭିଯୋଗ:ଭିଡିଓ କରୁଥିବା ବେଳେ ମୋବାଇଲ ଛଡ଼ାଇବାକୁ ଉଦ୍ୟମ ଅଭିଯୋଗ: ନିରୁପାୟ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ

Odisha Lekha September 17, 2026
ଆଞ୍ଚଳିକ ଖବରସ୍ବାସ୍ଥ୍ୟ

ସ୍ୱାସ୍ଥ୍ୟ ପରାମର୍ଶ ଶିବିର ଉଦ୍‌ଘାଟିତ

Odisha Lekha September 13, 2026
ଜିଲ୍ଲା ଖବରସ୍ବାସ୍ଥ୍ୟ

ନୟାଗଡ଼ ମୁଖ୍ୟ ଚିକିତ୍ସାଳୟରେ ଅଲଟ୍ରାସାଉଣ୍ଡ ଗୃହରେ ତାଲା ! ସରକାରୀ ମେସିନ ଅଚଳ:ଘରୋଇ କ୍ଲିନିକ୍‌ରେ ପ୍ରସୂତି ମହିଳାଙ୍କ ଲମ୍ବା ଲାଇନ

Odisha Lekha September 5, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?