Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ନୟାଗଡ଼ ପ୍ରଜାମଣ୍ଡଳ ମହିଳା ମହାବିଦ୍ୟାଳୟରେ ଇଣ୍ଟର୍ନସିପ୍ ଓରିଏଣ୍ଟେସନ୍ କାର୍ଯ୍ୟକ୍ରମ

Published March 20, 2026 ଶିକ୍ଷା ଓ ନିଯୁକ୍ତି
SHARE

ନୟାଗଡ଼, (ଓଡ଼ିଶା ଲେଖା): ନୟାଗଡ଼ ପ୍ରଜାମଣ୍ଡଳ ମହିଳା ଡିଗ୍ରୀ ମହାବିଦ୍ୟାଳୟ ପରିସରରେ ଜାତୀୟ ଶିକ୍ଷା ନୀତି (NEP) ଏବଂ ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ମାର୍ଗଦର୍ଶିକା ଅନୁଯାୟୀ ଚତୁର୍ଥ ସେମିଷ୍ଟାର ଛାତ୍ରୀମାନଙ୍କ ପାଇଁ ଏକ ‘ଇଣ୍ଟର୍ନସିପ୍ ଓରିଏଣ୍ଟେସନ୍’ କାର୍ଯ୍ୟକ୍ରମ ସଫଳତାର ସହ ସମ୍ପନ୍ନ ହୋଇଯାଇଛି। ଏହି କାର୍ଯ୍ୟକ୍ରମ ରେ ୟୁଥ୍ ରେଡକ୍ରସ୍ ସଂଯୋଜିକା ମୀନାକ୍ଷୀବାଳା ମିଶ୍ର ସଂଯୋଜନା କରିଥିବା ବେଳେ ଓଡ଼ିଶା ନଲେଜ୍ କର୍ପୋରେସନ୍ ଲିମିଟେଡ୍ (OKCL)ର ଲର୍ଣ୍ଣିଂ କୋଅର୍ଡିନେଟର ଧୀରେନ୍ଦ୍ର କୁମାର ପଟ୍ଟନାୟକ ରିସୋର୍ସ ପର୍ସନ ଭାବେ ଯୋଗ ଦେଇଥିଲେ। ଶ୍ରୀ ପଟ୍ଟନାୟକ ଛାତ୍ରୀମାନଙ୍କୁ ଆଧୁନିକ ଯୁଗର ବିଭିନ୍ନ ବୈଷୟିକ କୌଶଳ ଯଥା- ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI), ୱେବ୍ ଡିଜାଇନ୍, ଟାଲି (Tally) ଏବଂ ଆଡଭାନ୍ସଡ୍ ଏକ୍ସେଲ୍ ଉପରେ ବିସ୍ତୃତ ଭାବେ ଆଲୋକପାତ କରିଥିଲେ। ସାମ୍ପ୍ରତିକ ସମୟରେ ଏହି ଡିଜିଟାଲ୍ କୌଶଳଗୁଡ଼ିକ କିଭଳି କ୍ୟାରିୟର ଗଠନରେ ସହାୟକ ହେବ, ସେ ନେଇ ସେ ଗୁରୁତ୍ୱାରୋପ କରିଥିଲେ।ଉକ୍ତ କର୍ମଶାଳାରେ ମହାବିଦ୍ୟାଳୟର ୧୦୦ରୁ ଅଧିକ ଛାତ୍ରୀ ଅଂଶଗ୍ରହଣ କରିଥିଲେ। ଏହି ଅବସରରେ ମହାବିଦ୍ୟାଳୟର ଅଧ୍ୟାପକ ବାପି ନାୟକ, ବାଣୀ ବନ୍ଦନା ବିଶ୍ୱାଳ, ବିଭୂତି ମହାପାତ୍ର, ପି.କେ. ପାଣି, ପ୍ରଭାତ କୁମାର ନାୟକ ଏବଂ ମଧୁପର୍ଣ୍ଣା ସାମଲ ପ୍ରମୁଖ ଉପସ୍ଥିତ ରହି ଛାତ୍ରୀମାନଙ୍କୁ ଉତ୍ସାହିତ କରିଥିଲେ।

Preloader Image
IMG-20260815-WA0003
IMG-20260108-WA0001
Odisha Lekha March 20, 2026 March 20, 2026
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ନେପାଳ ବନ୍ୟାରେ ଭାରତର ବଡ଼ ସହାୟତା:ପ୍ରଥମ ଦେଶ ଭାବେ ୬୮ ଟନ୍‌ ରିଲିଫ ସାମଗ୍ରୀ ପଠାଇଲା ଭାରତ, ବିଶ୍ୱର ବିଭିନ୍ନ ଦେଶ ବି ବଢ଼ାଇଲେ ସହାୟତାର ହାତ
ଦେଶ ବିଦେଶ
ନୟାଗଡ଼ ବିଜେଡ଼ି କାର୍ଯ୍ୟାଳୟରେ ‘Gen Z Inspection’ କାର୍ଯ୍ୟକ୍ରମ
ଜିଲ୍ଲା ଖବର
ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ;ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା:୧୦ ପ୍ରଶ୍ନର ଜବାବ୍ ମାଗିଲେ ଅରୁଣ
ରାଜନୀତି ରାଜ୍ୟ ଖବର
ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ସମ୍ବର୍ଦ୍ଧିତ ହେଲେ ସୌମ୍ୟ ରଞ୍ଜନ:ସାହସିକତା ପାଇଁ ପାଇଲେ ବିଜୁ ପଟ୍ଟନାୟକ ସାହସିକତା ପୁରସ୍କାର
ରାଜ୍ୟ ଖବର

ଅଧିକ ପଢନ୍ତୁ

ଶିକ୍ଷା ଓ ନିଯୁକ୍ତି

ସାମ୍ବାଦିକ ଭବନରେ ମେଗା ରକ୍ତଦାନ ଶିବିର, ୯୩ ୟୁନିଟ୍ ସଂଗୃହିତ:ଜୀବନ ପାଇଁ ରକ୍ତଦାତାଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ:ଚଳିତ ବର୍ଷ ଶିବିର ମଧ୍ୟରେ ରେକର୍ଡ଼

Odisha Lekha August 5, 2026
ଜିଲ୍ଲା ଖବରରାଜନୀତିଶିକ୍ଷା ଓ ନିଯୁକ୍ତି

ଯୁବ-ଛାତ୍ର ବିଜେଡି ଓ ଅଭିଭାବକଙ୍କ ପକ୍ଷରୁ ଶିକ୍ଷା ଅଧିକାର ସମାବେଶ:ନୟାଗଡ଼ରେ ଅରୁଣଙ୍କ ରଣହୁଙ୍କାର:ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବି

Odisha Lekha August 2, 2026
ଶିକ୍ଷା ଓ ନିଯୁକ୍ତି

ସାହିତ୍ୟ ଏକାଡେମୀର ଜିଲ୍ଲା ସ୍ତରୀୟ ବିଭିନ୍ନ ପ୍ରତିଯୋଗୀତା

Odisha Lekha July 7, 2026
ଶିକ୍ଷା ଓ ନିଯୁକ୍ତି

ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ କଣ୍ଢେଇ ଦିବସ

Odisha Lekha March 21, 2026
ଶିକ୍ଷା ଓ ନିଯୁକ୍ତି

ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ “ଘର ହିଁ ବିଦ୍ୟାଳୟ ପ୍ରକଳ୍ପ”

Odisha Lekha February 7, 2026
ଶିକ୍ଷା ଓ ନିଯୁକ୍ତି

ଗାଇଡାନ୍ସ ପବ୍ଲିକ ସ୍କୁଲର ୧୪ତମ ବାର୍ଷିକ ଉତ୍ସବ:ସଚେତନତା ମୂଳକ ନାଟକ ‘ମା ଓ ମମତା’ ମଞ୍ଚସ୍ଥ

Odisha Lekha February 2, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?