Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

କ୍ରସ ଭୋଟିଂ ମାମଲା:ବିଜେଡ଼ିରୁ ୬ବିଧାୟକ ସସପେଣ୍ଡ

Published March 21, 2026 ରାଜନୀତି
SHARE

ଓଡ଼ିଶା ଲେଖା ଅଫିସ୍: ବର୍ତ୍ତମାନର ବଡ଼ ଖବର। ବିଜେଡ଼ି ରୁ ସସପେଣ୍ଡ ହେଲେ ୬ବିଧାୟକ । ରାଜ୍ୟସଭା ନିର୍ବାଚନ ପରେ ବିଜେଡ଼ିର ବିଧାୟକଙ୍କ ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ। ବିଜେଡ଼ିରୁ ସସପେଣ୍ଡ ହେଲେ ୬ବିଧାୟକ। ବିଧାୟକ ମାନେ ହେଲେ ସୌଭିକ ବିଶ୍ୱାଳ, ଦେବି ରଞ୍ଜନ ତ୍ରିପାଠୀ, ସୁବାସିନୀ ଜେନା, ନବ କିଶୋର ମଲ୍ଲିକ୍, ରମାକାନ୍ତ ଭୋଇ ଓ ଚକ୍ରମଣି କହଁର। ଏହି ମହାନ ବିଧାୟକ ରାଜ୍ୟସଭା ନିର୍ବାଚନ ଦଳର ହୁଇପ୍ କୁ ନମାନି କ୍ରସ୍ ଭୋଟିଂ କରିଥିଲେ। ଯେଉଁଥି ପାଇଁ ବିଧାୟକ ମାନଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି ହୋଇଥିଲା। ତେବେ ଆଜି ସନ୍ଧ୍ୟାରେ ବିଜେଡ଼ି ର ପିଏସି ବୈଠକ ବସିଥିଲା। ଏବଂ ଏହି ବୈଠକର ନିଷ୍ପତ୍ତି ଅନୁଯାୟୀ ଆଜି ଦଳ ପ୍ରତି ବିଶ୍ୱାସଘାତକ କରିଥିବା ୬ବିଧାୟକଙ୍କୁ ସସପେଣ୍ଡ କରାଯାଇଥିବା ନେଇ ପ୍ରମିଳା ମଲ୍ଲିକ ସୂଚନା ଦେଇଛନ୍ତି। ବିଜେଡ଼ି ର ଏପରି ନିଷ୍ପତ୍ତିକୁ ରାଜ୍ୟ ରାଜନୀତିରେ ହଟଚମଟ ଖେଳିଯାଇଛି ।

Preloader Image
IMG-20260815-WA0003
IMG-20260108-WA0001
Odisha Lekha March 21, 2026 March 21, 2026
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଫଳ ପ୍ରକାଶ:ବାଜି ମାରିଲା ବିଜୁ ଛାତ୍ର ଜନତା ଦଳ, ସଭାପତି କାର୍ତ୍ତିକ ମହାନ୍ତି ଓ ସମ୍ପାଦକ ସୁଭମ ପ୍ରକାଶ ପଣ୍ଡା
ଜିଲ୍ଲା ଖବର
ବିଜେପି କର୍ମୀଙ୍କ ଆକ୍ରମଣ ପ୍ରତିବାଦରେ ଏସ୍‌ପି କାର୍ଯ୍ୟାଳୟ ଆଗରେ କଂଗ୍ରେସର ଧାରଣା :ପ୍ରହଲ୍ଲାଦଙ୍କ ଅବସ୍ଥା ଗୁରୁତର:ଶାଶ୍ୱତଆହାତ
ଜିଲ୍ଲା ଖବର
ଛାତ୍ର ସଂସଦ ନିର୍ବାଚନ ଅପଡେଟ୍ : ସରିଲା ମତଦାନ, ଫଳାଫଳକୁ ଅପେକ୍ଷା:ନୟାଗଡ଼ ସ୍ୱୟଂଶାସିତ ମହାବିଦ୍ୟାଳୟରେ ୭୬.୫୩% ମତଦାନ
ଜିଲ୍ଲା ଖବର
ଛାତ୍ର ସଂସଦ ନିର୍ବାଚନ ଅପଡେଟ୍: ଅପରାହ୍ନ ୧ଟା ସୁଦ୍ଧା ୭0% ମତଦାନ
ଜିଲ୍ଲା ଖବର

ଅଧିକ ପଢନ୍ତୁ

ରାଜନୀତି

୮ ଅକ୍ଟୋବର ଓଡ଼ିଶା ବନ୍ଦ ପାଇଁ ନୟାଗଡ଼ରେ ଇଣ୍ଡିଆ ମେଣ୍ଟର ପ୍ରସ୍ତୁତି ବୈଠକ:୩ରେ ବ୍ଲକସ୍ତରୀୟ ବୈଠକ, ୬ରେ ପଦଯାତ୍ରା ଓ ୭ରେ ମଶାଲ ଶୋଭାଯାତ୍ରା

Odisha Lekha October 2, 2026
ରାଜନୀତି

ବିଜେଡିର ମିଡିଆ ସେଲ୍ ପୁନର୍ଗଠିତ:ବିଭିନ୍ନ ଦାୟିତ୍ୱରେ  ନେତାଙ୍କୁ ନୂଆ ନିଯୁକ୍ତି:ଅରୁଣଙ୍କୁ ମିଳିଲା ମୁଖ୍ୟ ସଂଯୋଜକ ଦାୟୀତ୍ୱ

Odisha Lekha October 2, 2026
ରାଜନୀତିରାଜ୍ୟ ଖବର

୮ତାରିଖରେ ଓଡ଼ିଶା ବନ୍ଦ ଡାକରା: କଂଗ୍ରେସ

Odisha Lekha September 29, 2026
ରାଜନୀତିରାଜ୍ୟ ଖବର

ଦେହରେ ଜୀବନ ଥିବା ପର୍ଯ୍ୟନ୍ତ ଓଡ଼ିଶାବାସୀଙ୍କ ପାଇଁ ଲଢ଼େଇ ଜାରି ରହିବ:ନବୀନ

Odisha Lekha September 28, 2026
ଆଞ୍ଚଳିକ ଖବରରାଜନୀତି

ସ୍ୱାଭିମାନର ଗାଁ ବରକୋଳି ପାଟଣା:ଗାଁରେ ବିଜେଡ଼ିର ସାଙ୍ଗଠନିକ ବୈଠକ

Odisha Lekha September 27, 2026
ରାଜନୀତି

ଗଢ଼ା ହେଲା ବ୍ଲକ ଓ ନଗର ସଭାପତି:ସୁଦୃଢ ହେବ ବିଜୁ ମହିଳା ଜନତା ଦଳର ସଂଗଠନ

Odisha Lekha September 26, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?