Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ଭୋଟ ଚୋର ଗାଦି ଛୋଡ୍‌:ନୟାଗଡ଼ ଜିଲ୍ଲା କଂଗ୍ରେସର ମଶାଲ ଶୋଭାଯାତ୍ରା

Published August 17, 2025 ରାଜନୀତି
SHARE

ନୟାଗଡ଼, (ଓଡ଼ିଶା ଲେଖା): ଏଆଇସିସି ଅଧ୍ୟକ୍ଷ ମାଲିକାର୍କୁନ ଖଡଗେ ଓ ପିସିସି ସଭାପତି ଭକ୍ତଚରଣ ଦାସଙ୍କ ନିର୍ଦ୍ଦେଶରେ ନୟାଗଡ଼ ଜିଲ୍ଲା କଂଗ୍ରେସ କମିଟି ସଭାପତି ସତ୍ୟବ୍ରତ ନୟକଙ୍କ ନେତୃତ୍ଵରେ ଭୋଟ ଚୋର ଗାଦି ଛୋଡ୍‌ ଦାବୀରେ ନୟାଗଡ଼ ସିନ୍ଦୁରିଆ ଠାରୁ ଦକ୍ଷୀଣକାଳୀ ମନ୍ଦିର ପର୍ଯ୍ୟନ୍ତ ଏକ ମଶାଲ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଏହି ଶୋଭାଯାତ୍ରାରେ କଂଗ୍ରେସ କାର୍ଯ୍ୟକର୍ତା ଯୋଗଦେଇ ଭୋଟ ଚୋରି କରି  ଶାସନ କରୁଥିବା ମୋଦି ସରକାରଙ୍କ ବିରୋଧରେ ଓ ଭାରତ ନିର୍ବାଚନ ଆୟୋଗ ବିରୋଧରେ ନାରାବାଜି କରିଥିଲେ । ଲୋକସଭାର ବିରୋଧି ଦଳର ନେତା ରାହୁଲ ଗାନ୍ଧି ନିଜସ୍ଵ ଅନୁସନ୍ଧାନ ଦ୍ଵାରା ଲୋକ ଲୋଚନକୁ ଆଣିଥିବା ଭୋଟ ଚୋରିର ୫ଟି କୁଖ୍ୟାତ କୌଶଳ ସଂମ୍ପର୍କରେ ଜନସାଧାରଣଙ୍କୁ ଅବଗତ କରାଇବା ସହ ଭୋଟ ଚୋରିକୁ ରୋକିବାକୁ ସମସ୍ତେ ଆଗେଇ ଆସିବାକୁ ଦଳ ପକ୍ଷରୁ ମଶାଲ ଶୋଭାଯାତ୍ରା ମାଧ୍ୟମରେ ସଚେତନ କରାଯାଇଥିଲା ।

ଗଣତନ୍ତ୍ର ବଞ୍ଚାଅ ମହାସଂଗ୍ରାମ ରେ ସାମିଲ ହେବାକୁ ଦଳ ପକ୍ଷରୁ ଜନସାଧାରଣଙ୍କୁ ଅନୁରୋଧ କରାଯାଇଛି। କାର୍ଯ୍ୟକ୍ରମରେ ରଞ୍ଜିତ ଦାସ, ହୁସେନ ଖାଁ, ମନୋଜ ସାହୁ, କମଳ ସାହୁ, ବିଭୁପ୍ରସାଦ ମିଶ୍ର, ବିନୋଦିନୀ ମହାନ୍ତି,ପୁର୍ଣ୍ଣଚନ୍ଦ୍ର ନାୟକ, ଅଶୋକ ନାୟକ, ପ୍ରତୀକ ମହାପାତ୍ର, ମିର ଅନୁବକର ସିଧିକ, ପିତବାଶ ଖୁଣ୍ଟିଆ, ପ୍ରକାଶ ଚନ୍ଦ୍ର ନାୟକ, ମଦନ କିଶୋଇ, ଅନିଲ ଛୁଆଳସିଂ, କୁଲେସ ମହାନ୍ତି, ସଞ୍ଜୟ ମହାନ୍ତି, ଆଲୋକ ଚନ୍ଦ୍ର ପ୍ରଧାନ, ଶୁରେଶ ମହାରଣା, ନବକିଶେର ସାଥୁଆ,ସଂଗ୍ରାମ ପାଇକରା, ସୁରେନ୍ଦ୍ର ନାୟକ ପ୍ରମୁଖ ସତାଧୂକ କଂଗ୍ରେସ, ଯୁବ କଂଗ୍ରେସ, ଛାତ୍ର କଂଗ୍ରେସ ଓ ସେବାଦଳର କାର୍ଯ୍ୟକର୍ତ୍ତା ମଶାଲ ଶୋଭାଯାତ୍ରାରେ ଯୋଗ ଦେଇଥିଲେ ।

Preloader Image
IMG-20260815-WA0003
IMG-20260108-WA0001
Odisha Lekha August 17, 2025 August 17, 2025
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ସଜାଗ ହେବେ ଦଳଡିଆଁ ନେତା ! ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଦେଲା ରାଜନୈତିକ ବାର୍ତ୍ତା,ପଞ୍ଚାୟତ ନିର୍ବାଚନ ପୂର୍ବରୁ ବଢ଼ିଲା ଚର୍ଚ୍ଚା
ସ୍ୱତନ୍ତ୍ର ଖବର
ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଫଳ ପ୍ରକାଶ:ବାଜି ମାରିଲା ବିଜୁ ଛାତ୍ର ଜନତା ଦଳ, ସଭାପତି କାର୍ତ୍ତିକ ମହାନ୍ତି ଓ ସମ୍ପାଦକ ସୁଭମ ପ୍ରକାଶ ପଣ୍ଡା
ଜିଲ୍ଲା ଖବର
ବିଜେପି କର୍ମୀଙ୍କ ଆକ୍ରମଣ ପ୍ରତିବାଦରେ ଏସ୍‌ପି କାର୍ଯ୍ୟାଳୟ ଆଗରେ କଂଗ୍ରେସର ଧାରଣା :ପ୍ରହଲ୍ଲାଦଙ୍କ ଅବସ୍ଥା ଗୁରୁତର:ଶାଶ୍ୱତଆହାତ
ଜିଲ୍ଲା ଖବର
ଛାତ୍ର ସଂସଦ ନିର୍ବାଚନ ଅପଡେଟ୍ : ସରିଲା ମତଦାନ, ଫଳାଫଳକୁ ଅପେକ୍ଷା:ନୟାଗଡ଼ ସ୍ୱୟଂଶାସିତ ମହାବିଦ୍ୟାଳୟରେ ୭୬.୫୩% ମତଦାନ
ଜିଲ୍ଲା ଖବର

ଅଧିକ ପଢନ୍ତୁ

ରାଜନୀତି

୮ ଅକ୍ଟୋବର ଓଡ଼ିଶା ବନ୍ଦ ପାଇଁ ନୟାଗଡ଼ରେ ଇଣ୍ଡିଆ ମେଣ୍ଟର ପ୍ରସ୍ତୁତି ବୈଠକ:୩ରେ ବ୍ଲକସ୍ତରୀୟ ବୈଠକ, ୬ରେ ପଦଯାତ୍ରା ଓ ୭ରେ ମଶାଲ ଶୋଭାଯାତ୍ରା

Odisha Lekha October 2, 2026
ରାଜନୀତି

ବିଜେଡିର ମିଡିଆ ସେଲ୍ ପୁନର୍ଗଠିତ:ବିଭିନ୍ନ ଦାୟିତ୍ୱରେ  ନେତାଙ୍କୁ ନୂଆ ନିଯୁକ୍ତି:ଅରୁଣଙ୍କୁ ମିଳିଲା ମୁଖ୍ୟ ସଂଯୋଜକ ଦାୟୀତ୍ୱ

Odisha Lekha October 2, 2026
ରାଜନୀତିରାଜ୍ୟ ଖବର

୮ତାରିଖରେ ଓଡ଼ିଶା ବନ୍ଦ ଡାକରା: କଂଗ୍ରେସ

Odisha Lekha September 29, 2026
ରାଜନୀତିରାଜ୍ୟ ଖବର

ଦେହରେ ଜୀବନ ଥିବା ପର୍ଯ୍ୟନ୍ତ ଓଡ଼ିଶାବାସୀଙ୍କ ପାଇଁ ଲଢ଼େଇ ଜାରି ରହିବ:ନବୀନ

Odisha Lekha September 28, 2026
ଆଞ୍ଚଳିକ ଖବରରାଜନୀତି

ସ୍ୱାଭିମାନର ଗାଁ ବରକୋଳି ପାଟଣା:ଗାଁରେ ବିଜେଡ଼ିର ସାଙ୍ଗଠନିକ ବୈଠକ

Odisha Lekha September 27, 2026
ରାଜନୀତି

ଗଢ଼ା ହେଲା ବ୍ଲକ ଓ ନଗର ସଭାପତି:ସୁଦୃଢ ହେବ ବିଜୁ ମହିଳା ଜନତା ଦଳର ସଂଗଠନ

Odisha Lekha September 26, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?