Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ବାଣ ଭିଡ଼ିବା ବେଳେ ବିସ୍ଫୋରଣ:୬ଗୁରୁତର, ଦୁଇ ଅଟକ

Published April 4, 2026 ରାଜ୍ୟ ଖବର
SHARE

ନୟାଗଡ଼, (ଓଡ଼ିଶା ଲେଖା): ନୂଆଗାଁ କୋରଡ଼ାରେ ବାଣ ଭିଡୁଥିବା ବେଳେ ଘଟିଛି ଅଘଟଣ। ବିସ୍ପୋରଣରେ ନାବାଳକ ସହ ୬ଜଣ ଅବସ୍ଥା ଗୁରୁତର ଥିବା ଜଣାପଡିଛି। ଗୁରୁତର ଆହତ ମାନଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ପରେ ଭୁବନେଶ୍ୱରରେଫର କରାଯାଇଛି। ସୂଚନାନୁସାରେ, ଦଶପଲ୍ଲା ଲଙ୍କାପୋଡି ପାଇଁ ବାଣ ପ୍ରସ୍ତୁତି ବେଳେ ଭୟାଭୟ ବିସ୍ପୋରଣ ଘଟି ୬ ଗୁରୁତର ଆହତ ହୋଇଛନ୍ତି । ସମସ୍ତଙ୍କୁ ଭୁବନେଶ୍ଵର ସ୍ଥାନାନ୍ତର କରାଯାଇଛି । ନୂଆଗାଁ ଥାନା କୋରଡା ଗାଁରେ ଏହି ଭୟାଭୟ ବାଣ ବିସ୍ପୋରଣ ଘଟିଛି । ଆଗକୁ ଦଶପଲ୍ଲାରେ ଲଙ୍କାପୋଡ଼ି ଥିବାରୁ କୋରଡା ଗାଁର କାହ୍ନୁ ସେଠିଙ୍କ ଘରେ ସବୁ ବର୍ଷ ପରି ଏ ବର୍ଷ ମଧ୍ୟ ବାଣ ତିଆରି ଚାଲିଥିଲା । ତେବେ କୌଣସି କାରଣରୁ ବାରୁଦରେ ନିଆଁ ଲାଗି ଯାଇଥିଲା, ଫଳରେ  ବାଣ ବିସ୍ପୋରଣ ଘଟିଥିଲା । ବାଣ ପ୍ରସ୍ତୁତ କରୁଥିବା ୬ଜଣ ଗୁରୁତର ହୋଇଛନ୍ତି , ସେମାନଙ୍କ ମଧ୍ୟରେ ଜଣେ ନାବାଳକ ଥିବା ଜଣା ପଡିଛି । ଗୁରୁତର ଆହତ ମାନେ ହେଲେ ହାଡ଼ିବନ୍ଧୁ ସେଠି ପୁଅ ନବ ସେଠୀ ଏବଂମାନସ ନାୟକ,  ନିରଞ୍ଜନ ନାହାକ, ବାପି ନାୟକ ସମେତ ଜଣେ ୧୨ବର୍ଷିୟ ନାବାଳକ ମଧ୍ୟ ଗୁରୁତର ଆହତ ହୋଇଛନ୍ତି । ସମସ୍ତଙ୍କୁ ପ୍ରଥମେ ନୟାଗଡ ପରେ ଭୁବନେଶ୍ଵର ସ୍ଥାନାନ୍ତର କରାଯାଇଥିବା ବେଳେ ସମସ୍ତଙ୍କ ଅବସ୍ଥା ସଙ୍କଟାପୂର୍ଣ ରହିଛି । ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ବେଳେ ଆର୍ଥିକ କାରବାର କରୁଥିବା ଜଣେ ମହିଳା ଓ ଜଣେ ବ୍ୟକ୍ତିଙ୍କୁ  ଅଟକ ରଖିଛି ନୂଆଗାଁ ପୋଲିସ୍।

Preloader Image
IMG-20260815-WA0003
IMG-20260108-WA0001
Odisha Lekha April 4, 2026 April 4, 2026
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ନୟାଗଡ଼ ପୌରାଞ୍ଚଳରେ ଖାଦ୍ୟ ସୁରକ୍ଷା ଯାଞ୍ଚ:୪୫ କିଲୋ ବାସି ଖାଦ୍ୟ ନଷ୍ଟ, ୨୫୦୦ ଟଙ୍କା ଜରିମାନା ଆଦାୟ
ଜିଲ୍ଲା ଖବର
ଆଉ କିଛି ସମୟ ପରେ ଆରମ୍ଭ ହେବ ଛାତ୍ର ସଂସଦ ନିର୍ବାଚନର ମତଦାନ:ଅପରାହ୍ନରେ ପ୍ରକାଶ ପାଇବ ଫଳାଫଳ, ନୟାଗଡ଼ କଲେଜରେ ୨୧୦୦ ଛାତ୍ରଛାତ୍ରୀ ଦେବେ ଭୋଟ
ଜିଲ୍ଲା ଖବର
ସରିଲା ପ୍ରଚାର, ଅନ୍ଧାରି ବିଜେ ବେଳେ ହାତାହାତି! ଘଣ୍ଟାଏ ଧରି ଅଟକ ରହିଲେ ବ୍ଲକ ଅଧ୍ୟକ୍ଷ ଓ ତାଙ୍କ ପତ୍ନୀ, ଥାନାର ଦ୍ୱାରସ୍ଥ ହେଲେ କିଶୋର ସାହୁ
ଜିଲ୍ଲା ଖବର
ନୟାଗଡ଼ ଜିଲ୍ଲା ଯୋଜନା କମିଟିର ପ୍ରଥମ ବୈଠକ:୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ୧,୮୧,୪୬୭ କୋଟି ଟଙ୍କାର ବଜେଟ୍
ଜିଲ୍ଲା ଖବର

ଅଧିକ ପଢନ୍ତୁ

ରାଜ୍ୟ ଖବର

ବଦଳିଲେ ଓଡ଼ିଶା ସମେତ ୬ଟି ରାଜ୍ୟର ରାଜ୍ୟପାଳ:ବ୍ରଜମୋହନ ରାମଙ୍କୁ ଓଡ଼ିଶା ରାଜ୍ୟର ନୂଆ ଦାୟିତ୍ୱ

Odisha Lekha October 12, 2026
ରାଜ୍ୟ ଖବର

ନୟାଗଡ଼ ପ୍ରଜାମଣ୍ଡଳ ମହିଳା କଲେଜରେ ଉତ୍ତେଜନା:ପୋଲିସର ଭୂମିକାକୁ ନେଇ ବିଧାୟକ ଅରୁଣଙ୍କ କ୍ଷୋଭ :ଛାତ୍ର ସଂସଦ ନିର୍ବାଚନ ନାମାଙ୍କନକୁ ନେଇ ବିବାଦ:ଅନିର୍ଦ୍ଦିଷ୍ଟ କାଳ ପାଇଁ ‘ସାଇନ୍-ଏ-ଡାଏ’ ଘୋଷଣା କଲା ପ୍ରଶାସନ

Odisha Lekha October 9, 2026
ରାଜ୍ୟ ଖବର

ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ

Odisha Lekha October 2, 2026
ରାଜ୍ୟ ଖବର

ମହାନଦୀ ଜଳ ବିବାଦ:ଆଜି ଦିଲ୍ଲୀରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ

Odisha Lekha October 1, 2026
ଖେଳରାଜ୍ୟ ଖବର

ବିସିସିଆଇ ଚୟନ ସମିତିର ଅନ୍ତରୀଣ ଅଧ୍ୟକ୍ଷ ହେବେ ପ୍ରଜ୍ଞାନ ଓଝା:ପ୍ରିୟ ଓଡ଼ିଆ କ୍ରିକେଟରଙ୍କୁ ଶୁଭେଚ୍ଛାର ସୁଅ

Odisha Lekha October 1, 2026
ରାଜ୍ୟ ଖବର

ଆସନ୍ତାକାଲି ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା:ନବ ନିର୍ମାଣ କୃଷକ ସଂଗଠନର ଆହ୍ୱାନ:ଆଇନଶୃଙ୍ଖଳା ପାଇଁ ଜିଲ୍ଲାପାଳଙ୍କୁ ଗୃହ ବିଭାଗର ଚିଠି

Odisha Lekha September 29, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?