Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ଦଳିତ ବିରୋଧି ମନ୍ତବ୍ୟ ପ୍ରତିବାଦରେ:ଆସାମ ମୁଖ୍ୟମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ କଲା କଂଗ୍ରେସ

Published April 11, 2026 ରାଜନୀତି
SHARE

ନୟାଗଡ଼, (ଓଡ଼ିଶା ଲେଖା): ରାଜ୍ୟ କଂଗ୍ରେସ ସଭାପତି ଭକ୍ତଚରଣ ଦାସଙ୍କ ନିର୍ଦ୍ଦେଶ ଅନୁସାରେ ନୟାଗଡ଼ ଡିସିସି ପକ୍ଷରୁ କଂଗ୍ରେସ ସଭାପତି ତଥା ଦେଶର ପ୍ରମୁଖ ଦଳିତ ନେତା ମଲ୍ଲୀକାର୍ଜୁନ ଖଡ଼ଗେଙ୍କ ପ୍ରତି ଅଶାଳୀନ, ଅପମାନ ସୂଚକ ମନ୍ତବ୍ୟ ପ୍ରତିବାଦରେ ନୟାଗଡ଼ ଜିଲ୍ଲା କଂଗ୍ରେସ ସଭାପତି ରଣଜିତ ଦାଶଙ୍କ ନେତୃତ୍ୱରେ ଆସାମ ବିଜେପି ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱସର୍ମା ଙ୍କ କୁଶପୁତ୍ତଳିକା ନୟାଗଡ଼ କୋର୍ଟ ଛକରେ ଦାହ କରାଯାଇଛି । ଏହି ବିକ୍ଷୋଭ କାର୍ଯ୍ୟକ୍ରମରେ ଡିସିସି ଉପସଭାପତି ଫକୀର ଚରଣ ମଲ୍ଲ, ସାଧାରଣ ସମ୍ପାଦକ ପୀତବାସ ଖୁଣ୍ଟିଆ, ନୟାଗଡ଼ ପୌର ପରିଷଦ କଂଗ୍ରେସ ସଭାପତି ରାଜକିଶୋର ଜେନା, ଡିସିସି ଦଳିତ କଂଗ୍ରେସ ସଭାପତି ଜିତେନ୍ଦ୍ର ଦଳେଇ, ରାଜ୍ୟ ଯୁବ କଂଗ୍ରେସ ସମ୍ପାଦକ ପ୍ରତୀକ ମହାପାତ୍ର, କଂଗ୍ରେସ ନେତା ଦେବାଶିଷ ମହାପାତ୍ର, ଅନ୍ତର୍ଯ୍ୟାମୀ ସାହୁ, ସରାଫତ ଖାଁ ଙ୍କ ସମେତ ବହୁ ଯୁବ ଛାତ୍ର କଂଗ୍ରେସ କାର୍ଯ୍ୟକର୍ତ୍ତା ଯୋଗ ଦେଇ ଏହି କୁତ୍ସିତ ତଥା ବିକୃତ ମସ୍ତିଷ୍କ ମୁଖ୍ୟମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ କରିଥିଲେ ।

Preloader Image
IMG-20260815-WA0003
IMG-20260108-WA0001
Odisha Lekha April 11, 2026 April 11, 2026
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ଆପଣଙ୍କ ସଂଘର୍ଷର କାହାଣୀ, ଏବେ ‘ଓଡ଼ିଶା ଲେଖା’ରେ! Facebook | YouTube | Instagram Creator ମାନଙ୍କ ପାଇଁ ଏକ ସୁନ୍ଦର ସୁଯୋଗ!
ସ୍ୱତନ୍ତ୍ର ଖବର
ନୟାଗଡ଼ ପ୍ୟାଲେସରେ ଦାଣ୍ଡିଆ ନୃତ୍ୟ ଉତ୍ସବ:ଗୀତର ତାଳେ ତାଳେ ଝୁମିଲେ ହଜାର ହଜାର ମହିଳା
ଜିଲ୍ଲା ଖବର ମନୋରଞ୍ଜନ
ସାମ୍ବାଦିକଙ୍କୁ ଆକ୍ରମଣ ଘଟଣା:ମୁଖ୍ୟ ଅଭିଯୁକ୍ତ ଜିତେନ ଗିରଫ:ଭୁବନେଶ୍ୱରରୁ ଧରି ଘଟଣାର ସିନ୍‌ ରିକ୍ରିଏସନ୍‌ କରାଇଲା ରଣପୁର ପୋଲିସ
ଅପରାଧ
ପିସିସି ଓବିସି ସେଲ୍‌ର ରାଜ୍ୟ ଉପାଧ୍ୟକ୍ଷ ଭାବେ ନିଯୁକ୍ତ ହେଲେ କମଳ
ଜିଲ୍ଲା ଖବର ରାଜନୀତି

ଅଧିକ ପଢନ୍ତୁ

ଜିଲ୍ଲା ଖବରରାଜନୀତି

ପିସିସି ଓବିସି ସେଲ୍‌ର ରାଜ୍ୟ ଉପାଧ୍ୟକ୍ଷ ଭାବେ ନିଯୁକ୍ତ ହେଲେ କମଳ

Odisha Lekha October 17, 2026
ରାଜନୀତି

୮ ଅକ୍ଟୋବର ଓଡ଼ିଶା ବନ୍ଦ ପାଇଁ ନୟାଗଡ଼ରେ ଇଣ୍ଡିଆ ମେଣ୍ଟର ପ୍ରସ୍ତୁତି ବୈଠକ:୩ରେ ବ୍ଲକସ୍ତରୀୟ ବୈଠକ, ୬ରେ ପଦଯାତ୍ରା ଓ ୭ରେ ମଶାଲ ଶୋଭାଯାତ୍ରା

Odisha Lekha October 2, 2026
ରାଜନୀତି

ବିଜେଡିର ମିଡିଆ ସେଲ୍ ପୁନର୍ଗଠିତ:ବିଭିନ୍ନ ଦାୟିତ୍ୱରେ  ନେତାଙ୍କୁ ନୂଆ ନିଯୁକ୍ତି:ଅରୁଣଙ୍କୁ ମିଳିଲା ମୁଖ୍ୟ ସଂଯୋଜକ ଦାୟୀତ୍ୱ

Odisha Lekha October 2, 2026
ରାଜନୀତିରାଜ୍ୟ ଖବର

୮ତାରିଖରେ ଓଡ଼ିଶା ବନ୍ଦ ଡାକରା: କଂଗ୍ରେସ

Odisha Lekha September 29, 2026
ରାଜନୀତିରାଜ୍ୟ ଖବର

ଦେହରେ ଜୀବନ ଥିବା ପର୍ଯ୍ୟନ୍ତ ଓଡ଼ିଶାବାସୀଙ୍କ ପାଇଁ ଲଢ଼େଇ ଜାରି ରହିବ:ନବୀନ

Odisha Lekha September 28, 2026
ଆଞ୍ଚଳିକ ଖବରରାଜନୀତି

ସ୍ୱାଭିମାନର ଗାଁ ବରକୋଳି ପାଟଣା:ଗାଁରେ ବିଜେଡ଼ିର ସାଙ୍ଗଠନିକ ବୈଠକ

Odisha Lekha September 27, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?