Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

୨୦ରୁ ୨୩ ପର୍ଯ୍ୟନ୍ତ ସ୍କୁଲ୍ ଛୁଟି: ଜିଲ୍ଲା ଶିକ୍ଷାଅଧିକାରୀ

Published April 19, 2026 ଆଞ୍ଚଳିକ ଖବର
SHARE

ନୟାଗଡ଼, (ଓଡ଼ିଶା ଲେଖା): ଏପ୍ରିଲ ୨୦ରୁ ୨୩ତାରିଖ ପର୍ଯ୍ୟନ୍ତ ଜିଲ୍ଲାପାଳ ଜିଲ୍ଲାର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲକୁ ଛୁଟି ଘୋଷଣା କରିଥିବା ନେଇ ଜିଲ୍ଲା ଶିକ୍ଷା ଅଧିକାରୀ ଚିତ୍ତରଞ୍ଜନ ପାଣ୍ଡେ ସୂଚନା ଦେଇଛନ୍ତି। ପୂର୍ବରୁ ଏପ୍ରିଲ ୨୦ରୁ ୨୩ ତାରିଖ ପର୍ଯ୍ୟନ୍ତ ସକାଳ ୬.୩୦ରୁ ୯.୩୦ପର୍ଯ୍ୟନ୍ତ ସ୍କୁଲ୍ ଖୋଲିବା ପାଇଁ ନିଷ୍ପତ୍ତି ନେଇଥିଲେ ଏବଂ ଘୋଷଣା ମଧ୍ୟ କରାଯାଇଥିଲା। କିନ୍ତୁ ଆଜିର ଗ୍ରୀଷ୍ମ ପ୍ରବାହ ଦୃଷ୍ଟିରେ ଜିଲ୍ଲାପାଳ ୨୦ରୁ ୨୩ପର୍ଯ୍ୟନ୍ତ ସ୍କୁଲ୍ ଗୁଡ଼ିକ ବନ୍ଦ ରଖିବାକୁ ଘୋଷଣା କରାଯାଇଛି। ଏବଂ ଛାତ୍ର ଛାତ୍ରୀ ମାନେ ଖରାରେ ଘରୁ ନ ବାହାରି ଘରେ ରହିବାକୁ ପରାମର୍ଶ ଦିଆଯାଇଛି। ଏବଂ ୨୩ତାରିଖ ପର୍ଯ୍ୟନ୍ତ ଛୁଟି ଘୋଷଣା ହେଇଛି ଏବଂ ପରେ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଆଗାମୀ ଦିନରେ ବି ଛୁଟି ବଢିପାରେ ବୋଲି ବିଶେଷ ସୂତ୍ରରୁ ଜଣାପଡ଼ିଛି।

Preloader Image
IMG-20260815-WA0003
IMG-20260108-WA0001
Odisha Lekha April 19, 2026 April 19, 2026
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ସମ୍ପାଦକୀୟ: ନୟାଗଡ଼ର ସବୁଜ ବନାନୀ;ସୁରକ୍ଷା ଆମର ଦାୟିତ୍ୱ
ସ୍ୱତନ୍ତ୍ର ଖବର
ଖଣ୍ଡପଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର:ରୋଗୀଙ୍କୁ ମିଳୁନି ବେଡସିଟ୍ !
ଜିଲ୍ଲା ଖବର ସ୍ବାସ୍ଥ୍ୟ
ନେପାଳ ବନ୍ୟାରେ ଭାରତର ବଡ଼ ସହାୟତା:ପ୍ରଥମ ଦେଶ ଭାବେ ୬୮ ଟନ୍‌ ରିଲିଫ ସାମଗ୍ରୀ ପଠାଇଲା ଭାରତ, ବିଶ୍ୱର ବିଭିନ୍ନ ଦେଶ ବି ବଢ଼ାଇଲେ ସହାୟତାର ହାତ
ଦେଶ ବିଦେଶ
ନୟାଗଡ଼ ବିଜେଡ଼ି କାର୍ଯ୍ୟାଳୟରେ ‘Gen Z Inspection’ କାର୍ଯ୍ୟକ୍ରମ
ଜିଲ୍ଲା ଖବର

ଅଧିକ ପଢନ୍ତୁ

ଆଞ୍ଚଳିକ ଖବର

ନରସିଂହପୁରରେ ଚାଷୀଙ୍କ ୫ ଦଫା ସମସ୍ୟା ନେଇ ଦାବିପତ୍ର

Odisha Lekha August 28, 2026
ଆଞ୍ଚଳିକ ଖବରଦୁର୍ଘଟଣା

ମହାନଦୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ

Odisha Lekha August 24, 2026
ଆଞ୍ଚଳିକ ଖବର

ଜନଶକ୍ତି ସରକାରୀ ଉଚ୍ଚ ବିଦ୍ୟାଳୟରେ ରୋଟାରୀ କ୍ଲବ୍ ପକ୍ଷରୁ ୱାଟର ପ୍ୟୁରିଫାୟର ପ୍ରଦାନ

Odisha Lekha August 20, 2026
ଆଞ୍ଚଳିକ ଖବର

ମାନବିକତା ଦେଖାଇଲା ମୁକ୍ତି ସଂଗଠନ:ଶବ ସଂସ୍କାର ପାଇଁ ମିଳିଲାନି କାନ୍ଧ

Odisha Lekha August 18, 2026
ଆଞ୍ଚଳିକ ଖବର

ଅବସରପ୍ରାପ୍ତ କର୍ମଚାରୀଙ୍କୁ ସମ୍ୱର୍ଦ୍ଧନା

Odisha Lekha August 17, 2026
ଆଞ୍ଚଳିକ ଖବର

ସ୍ୱାଧୀନତା ଦିବସରେ ନୟାଗଡ଼ ରୋଟାରୀ କ୍ଲବ ପକ୍ଷରୁ ରକ୍ତଦାନ ଶିବିର ଅନୁଷ୍ଠିତ

Odisha Lekha August 16, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?