Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • Home
  • Contact Us
  • About Us
© 2025 -Odisha Lekha. All Rights Reserved.

ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

Published April 19, 2026 ଆଞ୍ଚଳିକ ଖବର
SHARE

ନୟାଗଡ଼, (ଓଡ଼ିଶା ଲେଖା): ନୟାଗଡ଼ ଡ଼ିଏଭି ପବ୍ଲିକ ସ୍କୁଲ ପରିସରରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସହଯୋଗରେ ଏକ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ସଫଳତାର ସହ ଅନୁଷ୍ଠିତ ହୋଇଯାଇଛି। ଡ଼ିଏଭି ଅଭିଯାନ ଓ ସ୍କୁଲ ସମୂହର ପ୍ରତିଷ୍ଠାତା ମହାତ୍ମା ହଂସରାଜଙ୍କ ଜନ୍ମତିଥି ଅବସରରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମକୁ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡାକ୍ତର ନୀଳିମା ଲାକ୍ରା ଉଦ୍ଘାଟନ କରିଥିଲେ। ଏହି କାର୍ଯ୍ୟକ୍ରମକୁ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ସରୋଜ କୁମାର ମିଶ୍ର, ବହୁ ଅଭିଭାବକ, ସମସ୍ତ ଶିକ୍ଷକ, ଶିକ୍ଷୟିତ୍ରୀ,  କର୍ମଚାରୀ ଓ ଅନେକ ଶୁଭେଚ୍ଛୁ ବନ୍ଧୁ ମାନେ ଉପସ୍ଥିତ ରହି ରକ୍ତଦାତା ମାନଙ୍କୁ ଉତ୍ସାହିତ କରିଥିଲେ। ଏଥିରେ ୪୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିଲା। ସମସ୍ତଙ୍କ ସହଯୋଗ ଓ ଉପସ୍ଥିତି ଦ୍ୱାରା କାର୍ଯକ୍ରମଟି ସାଫଲ୍ୟ ମଣ୍ଡିତ ହୋଇଥିଲା।

Preloader Image
IMG-20260411-WA0004
IMG-20260330-WA0039
IMG-20260108-WA0001
Odisha Lekha April 19, 2026 April 19, 2026
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ‘ରଥପାଇଁ ଗଛଟିଏ’ କାର୍ଯ୍ୟକ୍ରମ:ଗଛ ଲଗାଇବା ପାଇଁ ସଂକଳ୍ପ ନେଲେ ଆଚାର୍ଯ୍ୟ ଆଚାର୍ଯ୍ୟା ଓ ଅଭିଭାବକ
ସ୍ୱତନ୍ତ୍ର ଖବର
ତେଲ ମାଲିସ୍ ନେତା ନେତ୍ରୀଙ୍କୁ କେବେ ମିଳିବ ସୁଯୋଗ ?
ରାଜନୀତି
ପ୍ରିୟଦିନି ଫାଉଣ୍ଡେସନର ତୃତୀୟ ପ୍ରତିଷ୍ଠା ଦିବସ
ସ୍ୱତନ୍ତ୍ର ଖବର
ବିଶ୍ୱନାଥ ପଣ୍ଡିତ ପାଠାଗାରର ଶୁଭ ଉଦଘାଟନ:ଯୁବ ପ୍ରକାଶକଙ୍କୁ ସମ୍ବର୍ଦ୍ଧନା
ସ୍ୱତନ୍ତ୍ର ଖବର

ଅଧିକ ପଢନ୍ତୁ

ଆଞ୍ଚଳିକ ଖବର

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ: ଶିଶୁଙ୍କୁ କାମ ନୁହେଁ ସ୍କୁଲ୍ ପଠାଇବାକୁ ପରାମର୍ଶ

Odisha Lekha June 12, 2026
ଆଞ୍ଚଳିକ ଖବର

ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା

Odisha Lekha May 1, 2026
ଆଞ୍ଚଳିକ ଖବର

ମଥୁରାପୁର ଗାଁରେ ଅଗ୍ନିକାଣ୍ଡ:ବିଦ୍ୟୁତ ସର୍ଟ ସର୍କିଟରେ ଜଳିଗଲା ୮ବଖରା ଘର

Odisha Lekha April 30, 2026
ଆଞ୍ଚଳିକ ଖବର

ନୟାଗଡ଼ ପଞ୍ଚାୟତ ସମିତି ଦ୍ବାଦଶ ସାଧାରଣ ବୈଠକ: ପାନୀୟ ଜଳ, ଶିକ୍ଷା ଓ ବନ ବିଭାଗକୁ ନେଇ ଅସନ୍ତୁଷ୍ଟ ଜନପ୍ରତିନିଧି

Odisha Lekha April 30, 2026
ଆଞ୍ଚଳିକ ଖବରଦୁର୍ଘଟଣା

ପୋଲିସ୍ ଭ୍ୟାନ୍ ଧକ୍କାରେ ବୟସ୍କ ବ୍ୟକ୍ତିଙ୍କ ମୃତ୍ୟୁ

Odisha Lekha April 30, 2026
ଆଞ୍ଚଳିକ ଖବର

୨୦ରୁ ୨୩ ପର୍ଯ୍ୟନ୍ତ ସ୍କୁଲ୍ ଛୁଟି: ଜିଲ୍ଲା ଶିକ୍ଷାଅଧିକାରୀ

Odisha Lekha April 19, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?